ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ
ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ୨ ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀ ମମତା ବାନାର୍ଜୀ…
ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ
ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’ ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ମଧ୍ୟପ୍ରଦେଶରୁ ନେଇ ଉତ୍ତରାଖଣ୍ଡ ଏବଂ ଗୁଜୁରାଟ…
ବ୍ରେକଅପ୍ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ,୧୭।୯: ଟିମ୍ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲ ଦୁହିଁଙ୍କ ସମ୍ପର୍କ ଶେଷ ହୋଇଥିବା ନେଇ…
ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…
ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଯଶୋଭୂମିରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀ…
ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ
ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା ଗୋଦାମ ଓ ପ୍ରସ୍ତୁତି ହେଉଥିବା ଦୋକାନରେ ଗୁରୁବାର ସକାଳୁ ବଡ଼ଧରଣର ଚଢ଼ାଉ କରାଯାଇଛି…
ଗ୍ଲୋବାଲ୍ CEO ରାଉଣ୍ଡଟେବୁଲ୍ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…
ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ ପାଇଁ ସରକାର ଓ ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟରେ ଅଧିକ ମଜବୁତ ସହଯୋଗର ଆବଶ୍ୟକତା…
କନ୍ନଡ ଅଭିନେତା ଅନନ୍ତ ନାଗ୍ ପାଇବେ ଦାଦା ସାହେବ ଫାଲ୍କେ ଆୱାର୍ଡ
ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍ ଅଭିନେତା ଅନନ୍ତ ନାଗ । ୨୦୨୪ ପାଇଁ ତାଙ୍କ ନାମ ଘୋଷଣା କରିଛନ୍ତି ଭାରତ ସରକାର । ଭାରତୀୟ…
ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା
ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକଚମକ ଦେଇଥିବା ନେଇ ଅଭିଯୋଗ ହୋଇଛି…
EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…
ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍ ପାଇଁ ଲାଗୁଥିବା ବେତନ ସୀମାକୁ ମାସିକ ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରାଯାଇଛି ।…
ପୁଅର ଏମିତି କାରନାମା ଦେଖି ଟେନ୍ସନ୍ରେ କରୀନା
ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍ସନ୍ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍ ଚିନ୍ତିତ। ସେ ତାଙ୍କ ପୁଅ ତୈମୁର ଏବଂ ଜେହଙ୍କର ‘ସ୍କ୍ରିନ ଟାଇମ’ (ଫୋନ ବ୍ୟବହାର ସମୟ)କୁ ନେଇ ବହୁତ…
ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍କୁ ବ୍ୟାନ୍ କଲା ଭାରତ
ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି ଗୋରା ହେବା ପାଇଁ କ୍ରିମ୍ ‘ଚାନ୍ଦନୀ…
UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ ଅଧିକ ମର୍ଚାଣ୍ଟ କାରବାର ଉପରେ ୦.୪% ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR) ଲାଗୁ…

