Trending

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ ଯାଉଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI)ର ନୂଆ ଫ୍ରେମୱର୍କ ଅନୁସାରେ,…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR) ଫ୍ରେମୱର୍କ ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। ଏହା ଅନୁସାରେ ୨,୦୦୦ ଟଙ୍କାରୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ ପାଇଁ ୩୦୦ କୋଟି ଟଙ୍କାର ବଜେଟ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount Rate ଚାର୍ଜ ଲାଗିବା ନେଇ ଖବର ସାମ୍ନାକୁ ଆସିଛି। ଏହି ଚାର୍ଜ ୧୫…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି ଚାର୍ଜ ୨,୦୦୦ ଟଙ୍କାରୁ ଅଧିକ କାରବାର (ଟ୍ରାଞ୍ଜାକସନ) ଉପରେ ଲାଗୁ ହେବ। ବଡ଼…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ ଋତୁ (ନବରାତ୍ରୀ ଏବଂ ଦୀପାବଳି ୨୦୨୬) ଆରମ୍ଭ ହେବା ପୂର୍ୱରୁ ସରକାର ମହଙ୍ଗା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି। ଏହା…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି । ଖାଦ୍ୟ ସାମଗ୍ରୀ ଏବଂ ଇନ୍ଧନର କ୍ରମାଗତ ଦରବୃଦ୍ଧି ଯୋଗୁ ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ ଅନୁସୂଚିତ ଜନଜାତି ଓ ଜାତି, ପଛୁଆ ବର୍ଗର ଜନ ବସତି ରହିଛି ।…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪ ଜଣଙ୍କ ମୃତ୍ୟୁ ଘଟିଛି। କୁକି ସମ୍ପ୍ରଦାୟ ‘କଳା ଦିବସ’ ପାଳନ କରୁଥିବା ବେଳେ…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି ବିନିଯୋଗ ପ୍ରମାଣପତ୍ର ଦାଖଲ ହୋଇନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?