Trending

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍‌ ରହିଥିବାବେଳେ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା। ଏହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଓମ୍‌ଫେଡ୍‌ ବୋର୍ଡର…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ ଯୋଜନା କରୁଥିବା ଲୋକଙ୍କ ପାଇଁ ଭଲ ଖବର ଆସିଛି । ଦେଶର ଅଧିକାଂଶ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ୍‌ ଏହି ଯୋଜନା ବିଷୟରେ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ମୋଟରସାଇକେଲ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ। ଗୌତମ ଗମ୍ଭୀର ଏବଂ ଟିମ ମ୍ୟାନେଜମେଣ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ ସ୍ବତନ୍ତ୍ର ଓ ଭବ୍ୟ ରାଜକୀୟ ଭୋଜିର ଆୟୋଜନ କରାଯାଇଥିଲା। ଏହି ଉଚ୍ଚ-ସ୍ତରୀୟ ଭୋଜିରେ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ କାଲିମାଣ୍ଟନ ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଜାହାଜର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା ବେଳେ ଆରମ୍ଭ ହେବ ମୁକାବିଲା । ଶ୍ରେୟସ ଆୟରଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ବିଭିନ୍ନ ଦେଶର ପ୍ରତିନିଧି, ବିଦେଶୀ ଅତିଥି ଓ ସାମ୍ବାଦିକଙ୍କ ପାଇଁ କୋରାପୁଟ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?