ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…
ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…
ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…
ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…
Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?
ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ ଅପେକ୍ଷା କରିବାକୁ ପଡିବ । ଲଗାତାର ଚାରି ଦିନ ପାଇଁ ସାରା ଦେଶରେ…
ଭାରତରେ ନିଜ ଟଏଲଟ୍ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍, କାରଣ ଜାଣିଲେ ହୋସ୍ ଉଡିବ
ନୂଆଦିଲ୍ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ ପର୍ଯ୍ୟନ୍ତ ମଧ୍ୟ ବିସ୍ତାରିତ ହୋଇପାରେ। ୧୮ତମ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ପାଇଁ…
ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା
ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା…
ବଢିଲା ଟିମ ଇଣ୍ଡିଆର ଟେନସନ୍: ପଡିଆରେ ଅଭ୍ୟାସ ସମୟରେ ହଠାତ୍ ଇଶାନ କିଶନ…
ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ ଅଭ୍ୟାସ ସମୟରେ ଇଶାନ କିଶନ ହଠାତ୍ ଅସହଜ ଅନୁଭବ କରିଥିଲେ। ଫଳରେ ତାଙ୍କୁ…
ଓରାଙ୍ଗ୍ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍ଟିଏଫ୍
ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏହା ଏକ ଅନ୍ତର୍ଜାତୀୟ ପ୍ରାଣୀ ଚୋରା ଚାଲାଣ ର଼୍ୟାକେଟ ହୋଇଥିବାରୁ…
ତାଜ୍ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ ତାଜ ପ୍ୟାଲେସରୁ ଆରମ୍ଭ କରି ITC ମୌର୍ଯ୍ୟ ପର୍ଯ୍ୟନ୍ତ, ଦିଲ୍ଲୀର ବିଳାସପୂର୍ଣ୍ଣ ହୋଟେଲଗୁଡ଼ିକ…
Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…
ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ ନୂଆ ହିସାବ ପ୍ରତିଦିନ ସାମ୍ନାକୁ ଆସିବାରେ ଲାଗିଛି । ଏହି ସମୟରେ, ପେନସନ୍ଭୋଗୀମାନେ…
ଫିଟିଲା ‘ଡାର୍କ ଏନର୍ଜି’ର ଗୁମର! ଚମକାଇଲା ବୈଜ୍ଞାନିକଙ୍କ ତଥ୍ୟ; ବିଶ୍ୱରେ ଚହଳ!
ନୂଆଦିଲ୍ଲୀ,୧୧।୯: ବ୍ରହ୍ମାଣ୍ଡର କ୍ରମାଗତ ଦ୍ରୁତ ପ୍ରସାରଣର କାରଣ ବୋଲି ଧରାଯାଉଥିବା ‘ଡାର୍କ ଏନର୍ଜି’ (Dark Energy) ଏବେ ପ୍ରଶ୍ନବାଚୀ ଘେରରେ। ଏକ ନୂତନ ଗବେଷଣାରେ ୧,୭୦୦ରୁ ଅଧିକ ସୁପରନୋଭାର ତଥ୍ୟକୁ ପୁନର୍ୱାର ବିଶ୍ଳେଷଣ କରାଯାଇଛି। ଗବେଷକମାନଙ୍କ କହିବା ଅନୁଯାୟୀ, ଏହି ତଥ୍ୟଗୁଡ଼ିକୁ…
ମହାକାଶରେ ବଡ଼ ହଲଚଲ! ବୁଧ ଗ୍ରହରେ ବିରାଟ ଫାଟ, ବୈଜ୍ଞାନିକ ଦେଲେ ଚେତାବନୀ…
ନୂଆଦିଲ୍ଲୀ,୧୧।୯: ବୁଧ ଯେତିକି ସଙ୍କୁଚିତ ହୋଇଛି, ଏହାର ପୃଷ୍ଠଭାଗରେ ସେତିକି ଫାଟ ସୃଷ୍ଟି ହୋଇଛି। ଆରବ ବର୍ଷ ଧରି ହୋଇଥିବା ଧକ୍କା କାରଣରୁ ସୃଷ୍ଟି ହୋଇଥିବା ଗର୍ତ୍ତ (କ୍ରେଟର) ଏବଂ ଭଗ୍ନାବଶେଷ ଏହି ଫାଟଗୁଡ଼ିକ ମଧ୍ୟରୁ ଅନେକକୁ ଘୋଡ଼ାଇ ପକାଇଛି। ନୂତନ…
ମାଲିକ ଭଳି ବ୍ୟବହାର କରୁଛନ୍ତି ରାହୁଲ ଦ୍ରାବିଡ଼…ଲଗାତର ୫ ମ୍ୟାଚ୍ ହାରିବା ପରେ କୋଚ ଦେଲେ ବଡ଼ ବୟାନ୍
ନୂଆଦିଲ୍ଲୀ,୧୧।୯: ୟୁରୋପିଆନ ଟି-୨୦ ପ୍ରିମିୟର ଲିଗ (ETPL) ରେ ରାହୁଲ ଦ୍ରାବିଡ଼ଙ୍କ ଦଳ ‘ଡବ୍ଲିନ ଗାର୍ଡିଆନ୍ସ’ର ଆରମ୍ଭ ଭଲ ହୋଇ ନ ଥିଲା। ଯଦିଓ ଗତ ବୁଧବାର ଡବ୍ଲିନ ଦଳ ଲିଗ୍ରେ ନିଜର ପ୍ରଥମ ବିଜୟ ହାସଲ କରିଥିଲା। ଏହା ପୂର୍ବରୁ…

