Trending

ମାଲିକ ଭଳି ବ୍ୟବହାର କରୁଛନ୍ତି ରାହୁଲ ଦ୍ରାବିଡ଼…ଲଗାତର ୫ ମ୍ୟାଚ୍‌ ହାରିବା ପରେ କୋଚ ଦେଲେ ବଡ଼ ବୟାନ୍‌

ନୂଆଦିଲ୍ଲୀ,୧୧।୯: ୟୁରୋପିଆନ ଟି-୨୦ ପ୍ରିମିୟର ଲିଗ (ETPL) ରେ ରାହୁଲ ଦ୍ରାବିଡ଼ଙ୍କ ଦଳ ‘ଡବ୍ଲିନ ଗାର୍ଡିଆନ୍ସ’ର ଆରମ୍ଭ ଭଲ ହୋଇ ନ ଥିଲା। ଯଦିଓ ଗତ ବୁଧବାର ଡବ୍ଲିନ ଦଳ ଲିଗ୍‌ରେ ନିଜର ପ୍ରଥମ ବିଜୟ ହାସଲ କରିଥିଲା। ଏହା ପୂର୍ବରୁ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର ଏକ ନୂଆ ‘ଟ୍ୟାପ ଆଣ୍ଡ ପେ’ (Tap and Pay) ଫିଚର ଉପସ୍ଥାପନ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ ଖୁସି ଖବର ରହିଛି। କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ ଉପରେ କରାଯାଇଥିବା ପରୀକ୍ଷାରୁ ଏହା ବିଭିନ୍ନ ପ୍ରଜାତିର ନାଗ ସାପ ବିଷ ବିରୋଧରେ…

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୫୦ ରନର ଟାର୍ଗେଟର ଜବାବରେ ବାଂଲାଦେଶ ୭ ଉଇକେଟ ହରାଇ ୧୦୯…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ BCCI ଏପର୍ଯ୍ୟନ୍ତ ତାଙ୍କ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍‌ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ ତାଙ୍କୁ ଜୋରଦାର ସ୍ବାଗତ ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ପାଲାମ…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା ସହ ଏହା ‘ଜୁଲାଇ ୨୦୨୩’ର ସର୍ବାଧିକ ତାପମାତ୍ରା ରେକର୍ଡ (୧୬.୯୫ ଡିଗ୍ରୀ ସେଲ୍‌ସିୟସ)…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ ଭାବରେ ପରୀକ୍ଷାନିରୀକ୍ଷା ଚଳାଇବ। କମ୍ପାନୀ ଏହାକୁ ପ୍ରାୟ ୨୦ ବର୍ଷ ପର୍ଯ୍ୟନ୍ତ ଚଳାଇବାକୁ…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର ଏକ କାର୍ଯ୍ୟକ୍ରମ ଅବସରରେ ସେ କହିଛନ୍ତି ଯେ, ଏହି ହାଇୱେର ଉଦ୍ଘାଟନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?