ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ…
ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?
ନୂଆଦିଲ୍ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ ସେବା ଯୋଗୁଁ କେତେକ କ୍ଷେତ୍ରରେ ଗୋଟିଏ ଦିନରେ ମଧ୍ୟ ଏଟିଏମ କାର୍ଡ ମିଳିଯାଉଛି।…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ
କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ…
ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି ସୁଲଭ ଭଡ଼ା ଘର ଯୋଜନା ଉପରେ ଦ୍ରୁତ ଗତିରେ କାର୍ଯ୍ୟ କରୁଛନ୍ତି। ଏହି…
ପେନଶନର୍ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଅବସରପ୍ରାପ୍ତ କର୍ମଚାରୀଙ୍କ ଏକ ପ୍ରମୁଖ ସଂଗଠନ ‘ରିଟାୟର୍ଡ ଏମ୍ପ୍ଲଇଜ…
Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ
ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ ନେଉନାହାନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ଜାଲିଆତି ରୋକିବା…
ଘରେ ଷଣ୍ଢ, ପଦାରେ ଛେଳି
ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…
ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…
ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ
ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ ବୋର୍ଡ କାର୍ଯ୍ୟ କରିବ । ଏନେଇ ସୂଚନା ଦେଲେ ଗଣଶିକ୍ଷା ସଚିବ ଏନ୍…
ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର ଏକ କାର୍ଯ୍ୟକ୍ରମରେ ନିଜ ନିର୍ବାଚନୀ ଭୋଟ୍କୁ ନେଇ ସେ ଏକ ମନ୍ତବ୍ୟ ଦେଇଥିଲେ…
‘Please Save Me Alive’… ଭଗ୍ନାବଶେଷ ତଳୁ ଛାତ୍ରଙ୍କ ୧୧ ସେକେଣ୍ଡର SOS, ଦିଲ୍ଲୀ ଦୁର୍ଘଟଣାର ଛାତିଥରା ଭିଡିଓ
ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଛାତ୍ରଙ୍କ ରହଣୀ ନିମନ୍ତେ ବ୍ୟବହୃତ ଏକ ବହୁତଳ କୋଠା ଭୁଶୁଡ଼ି ପଡ଼ିବା ପରେ ଏକ ଭିଡିଓ ସାମ୍ନାକୁ ଆସିଛି । ଯାହାକି ଦୁର୍ଘଟଣାର ଭୟାବହତାକୁ ସାମ୍ନାକୁ ଆଣିଛି । ଭଗ୍ନାବଶେଷ ତଳେ ଫସିଥିବା ଜଣେ…
ଆଜି ରାଜ୍ୟ କ୍ୟାବିନେଟ୍: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ…

