ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ନିକଟରେ ଦାଖଲ ହୋଇଥିବା ଜଣାପଡ଼ିଛି। ଅଭିଯୋଗ…
ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା
ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ କିଛି ୟୁଜର ଟ୍ରମ୍ପଙ୍କ ହାତର…
ଟିମ୍ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା
ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ ଦଳର ଅଧିନାୟକ ଥିବା ସମୟରେ ତାଙ୍କୁ ଚୟନ କରାଯାଇନଥିବା ନେଇ ରାଇନା ଏବେ…
UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ
ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା ଅଜଣା QR କୋଡରେ ଟଙ୍କା ଟ୍ରାନ୍ସଫର ହୋଇଯାଏ। ଏପରି ପରିସ୍ଥିତିରେ ଭୟଭୀତ ନହୋଇ…
ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକରେ କିଛି ପ୍ରମୁଖ ମନ୍ତ୍ରଣାଳୟର କାର୍ଯ୍ୟକ୍ରମ, ଯୋଜନାର ଅଗ୍ରଗତି ଓ…
ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…
ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ ଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କର କଠିନ ପରିଶ୍ରମ…
୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ
ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ ବୟସ ପର୍ଯ୍ୟନ୍ତ ହିଁ କରାଯାଇପାରିବ। କିନ୍ତୁ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ! ଯଦି…
ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା
ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ ପ୍ରତି ମାସ ଏଲପିଜି ସିଲିଣ୍ଡର ପାଇଁ ବଜେଟ ବିଗିଡ଼ି ଯାଉଛି, ତେବେ ସରକାରଙ୍କ…
ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ ମଧ୍ୟ କାମ କରେ। ସାଧାରଣତଃ ପୂରା ପରିବାର ପାଇଁ ଗୋଟିଏ ରାସନ କାର୍ଡ…
ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି
ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ଅନ୍ତିମ ଲିଗ୍ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇବା…
‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା
ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ ଭାରତୀୟ କ୍ରିକେଟର କ୍ରିସ ଶ୍ରୀକାନ୍ତ ମଧ୍ୟ ବଡ଼ ପ୍ରଶଂସା କରିଛନ୍ତି। ଶ୍ରୀକାନ୍ତଙ୍କ ମତରେ,…
ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…
ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା ଉତ୍ଥାନ-ପତନ ଦେଖିବାକୁ ମିଳିଥିଲେ ମଧ୍ୟ ଏହାକୁ ଦର ବୃଦ୍ଧିର ଅନ୍ତ ବୋଲି ଭାବିବା…

