Trending

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ ଇଞ୍ଜିନିଅରିଂ କଲେଜଗୁଡ଼ିକରେ ନାମଲେଖା (ଆଡ୍‌ମିଶନ) ବେଳେ ଏବଂ ଆଡ୍‌ମିଶନର ପ୍ରଥମ ୬ ମାସ…

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ ପୂର୍ବାନୁମାନ ଅନୁଯାୟୀ, ପ୍ରଶାନ୍ତ ମହାସାଗରରେ ସକ୍ରିୟ ଥିବା ଶକ୍ତିଶାଳୀ ‘ଏଲ୍‌ ନିନୋ’ ପ୍ରଭାବ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଆର୍ଜେଣ୍ଟିନାର ଜର୍ସିରେ ମଇଦାନକୁ ଓହ୍ଲାଇବେ ନାହିଁ। ମେସି ନିଜର ଇନଷ୍ଟାଗ୍ରାମ ମାଧ୍ୟମରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ । ସେ କହିଛନ୍ତି ଯେ, କଂଗ୍ରେସ ନୁହେଁ OJCରୁ ସୋଫିଆ ଲଢିବେ । ବାରବାଟୀ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ ଦେଇଥିଲା। ଦାବି କରାଯାଉଥିଲା ଯେ କିଛି ଅବସରପ୍ରାପ୍ତ କେନ୍ଦ୍ରୀୟ କର୍ମଚାରୀଙ୍କ ପେନ୍ସନ ବନ୍ଦ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର ରସୁୱା (Rasuwa) ଜିଲ୍ଲାକୁ ସମ୍ପୂର୍ଣ୍ଣ ବର୍ୱାଦ କରିଦେଇଛି। ନେପାଳରେ ୨୬ ଅଗଷ୍ଟ ସକାଳେ…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ ଛାତ୍ରୀଛାତ୍ରମାନେ ସରକାରଙ୍କୁ ଡରିବା ଛାଡ଼ି ଦେଇଛନ୍ତି। ଯେତେବେଳେ ସାଧାରଣ ଛାତ୍ର ସରକାରକୁ ଡରିବା…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ ବୁଝନ୍ତି ନାହିଁ ବୋଲି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?