Trending

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରନ୍ତି। ଏପରି ପରିସ୍ଥିତିରେ ପ୍ରଶ୍ନ ଉଠୁଛି…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି (PNG) ଗ୍ୟାସ ସିଲିଣ୍ଡର ସହ ଜଡ଼ିତ କେତେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର ୧ ତାରିଖରୁ ଇ-କମର୍ସ କମ୍ପାନୀଗୁଡ଼ିକରୁ ସାମଗ୍ରୀ ମଗାଇବା ଟିକିଏ ମହଙ୍ଗା ହୋଇପାରେ। ଦେଶର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ କାମର। ସେପ୍ଟେମ୍ୱର ୧ ତାରିଖରୁ ଦେଶର ଅନେକ ବଡ଼ ବ୍ୟାଙ୍କ ନିଜର…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି ବଜାରରେ ପିଆଜର ଖୁଚୁରା ଦର କିଲୋପ୍ରତି ୮୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଥିବା ଖବର…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ ମଧ୍ୟ ଅଧିକ ଆଖି ମିଟିକାଉଛନ୍ତି। ‘ରୟାଲ ସୋସାଇଟି ଓପନ୍‌ ସାଇନ୍ସ’ ଜର୍ନାଲରେ ପ୍ରକାଶିତ…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ ଭୂକମ୍ପ ନୁହେଁ । ବରଂ ଏକ ଗ୍ଲେସିୟରର ଅଂଶ ତରଳିବା ପରେ ମାଟି,…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହାପରେ ରାଗରେ ବାପା ନିଜ ୩୦ ବର୍ଷୀୟ ପୁଅଙ୍କୁ ନିର୍ମମ ଭାବେ ପିଟିଥିଲେ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ ଅବସରରେ ମହିଳାଙ୍କ ପାଇଁ ଆମ ବସ୍ ସେବା ମାଗଣା ରହିବ । ଏନେଇ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି । ସତ୍ୟଭୂଷଣ ସାହୁ ୧୯୮୦,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?