Trending

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ ନାବାଳକ ସାହିଲ ପଟେଲ । ସୂଚନା ଅନୁସାରେ, କୌଣସି କାରଣକୁ ନେଇ…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା ଜୀବନହାନି ଓ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ ପ୍ରାୟ ୩୫-୪୦ ପ୍ରତିଶତ ବୃଦ୍ଧି ଘଟିଛି । ନ୍ୟାସନାଲ୍ ଏଗ୍ କୋ-ଅର୍ଡିନେସନ୍ କମିଟି…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ ଅଧିକାରୀଙ୍କ କଥିତ ବୟାନକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ମମତା ବାନାର୍ଜୀଙ୍କ ଦାବି…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍‌ଫି ନେବା ପରେ ହଠାତ୍ ରାହୁଲ ଗାନ୍ଧୀଙ୍କ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର କାଟୋଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ, ଏବେ ତାଙ୍କୁ ଅଧିକ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ ବୟାନକୁ ସମର୍ଥନ କରିଛନ୍ତି ଉତ୍ତରପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ତେବେ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି ନୋଟ୍‌ଭର୍ତ୍ତି ୩୦ରୁ ଅଧିକ ବସ୍ତା। ବସ୍ତାଗୁଡ଼ିକରେ ୧୦, ୨୦ ଓ ୫୦ ଟଙ୍କିଆ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ନଦେଲେ ସମ୍ପୃକ୍ତ ଦାୟୀ ଅଧିକାରୀଙ୍କୁ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି ଖାଉଥିବା ଏକ ବୁଲା ହନୁ ମାଙ୍କଡ଼ ଅପରାହ୍ନ ପ୍ରାୟ ୩ଟା ସମୟରେ ଷ୍ଟେଟବ୍ୟାଙ୍କ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?