Trending

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର ଟ୍ରେନ ଯାତ୍ରା କରୁଥିବା ସମୟରେ ଏକ ସିଂହ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଥିଲା। ଲୋକୋ…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ଜବାବ ଦେଇଛନ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂ । ପ୍ରତିବାଦ କରୁଥିବା ଛାତ୍ରମାନଙ୍କ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର ଲିକ୍ ଓ ସଂଗଠିତ ଦୁର୍ନୀତିକୁ ରୋକିବା ପାଇଁ ଏହି ବିଲ୍‌ରେ କଠୋର ଦଣ୍ଡ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରନ୍ତି, ତେବେ ଆନ୍ଦୋଳନକୁ ପୁନର୍ବାର ଆରମ୍ଭ କରାଯାଇପାରେ।…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ ୨୭ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ହେବ। ଗ୍ରୀନଲାଣ୍ଡ, ଆଇସଲାଣ୍ଡ, ସ୍ପେନ, ଉତ୍ତର…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ ଥିବା ଘୋଷ ଏବେ ଏନ୍‌ଡିଏ (NDA) ବୈଠକରେ ଯୋଗଦେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି।…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ ବାସଭବନ ଆଡ଼କୁ ପଦଯାତ୍ରା କରିବାକୁ ଯାଉଛନ୍ତି। ସରକାର ଶତ ପ୍ରତିଶତ ମୁଗ କ୍ରୟ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ ସତର୍କ ରହିବାକୁ ଚେତାବନୀ ଦେଇ କହିଛନ୍ତି ଯେ, ସେମାନଙ୍କର କୁପରିଚାଳନା ଯୋଗୁ ଭଗବାନ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ।…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଧର୍ମେନ୍ଦ୍ର ବିମାନବନ୍ଦର ବାହାରକୁ ଆସିବା ବେଳକୁ ତାଙ୍କ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଚି । ଏଥିରେ ଘରୋଇ ରୋଷେଇ ଘରେ ବ୍ୟବହୃତ ଏଲପିଜି ଗ୍ୟାସ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ ଛାତ୍ରମାନଙ୍କୁ ହଇରାଣ ହରକତ କରିବା ଜାରି ରହେ, ତେବେ କକରୋଚ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?