ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା
ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ ୩ ଦିନ ପାଇଁ ରୋଡୱେଜ୍ ବସ୍ରେ ମାଗଣା ଯାତ୍ରା ସୁବିଧା ଦେବାକୁ ନିଷ୍ପତ୍ତି…
ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍ଚ୍ୟୁତ
ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି। ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି। ସୌଭାଗ୍ୟବଶତଃ ଟ୍ରେନ ଧିର…
ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..
ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି । ଅଗଷ୍ଟ ୧୩ ତାରିଖ ସନ୍ଧ୍ୟାରେ ସେ ଅସୁସ୍ଥତା ଅନୁଭବ…
ଜେମ୍ସ ୱେବ୍ ଟେଲିସ୍କୋପ୍ରେ ଧରାପଡ଼ିଲା ‘ବ୍ଲାକ୍ ହୋଲ୍ ଷ୍ଟାର୍’
ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍ ସ୍ପେସ୍ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରକାରର ମହାଜାଗତିକ ପିଣ୍ଡର ଆବିଷ୍କାର କରିଛନ୍ତି, ଯାହାକୁ ‘ବ୍ଲାକ୍ ହୋଲ୍ ଷ୍ଟାର୍’ଆଖ୍ୟା…
ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା
ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ ୧୮ ରାଜ୍ୟରେ ପେଟ୍ରୋଲ୍ରେ ନିର୍ଦ୍ଧାରିତ ମାତ୍ରାଠାରୁ ଯଥେଷ୍ଟ ଅଧିକ କ୍ଲୋରାଇଡ ଏବଂ ଜଳୀୟ…
ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ
କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ ଆରଜି କର ମାମଲାର ଦ୍ୱିତୀୟ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପୋଲିସକୁ…
ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD
ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା…
ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ
ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ କୁକୁର ଗାଈର ଏକ ଛୋଟ ବାଛୁରୀକୁ ନିଜ ପାଖରେ ବସାଇ କ୍ଷୀର ପିଆଉଥିବା…
ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ମୁଖ୍ୟମନ୍ତ୍ରୀ…
୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍ ହେବ ଅଫିସ କାର୍ଯ୍ୟ
ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଅଫିସ୍ କାର୍ଯ୍ୟ ପେପରଲେସ୍ କରିବାକୁ ପ୍ରସ୍ତାବ ପାରିତ ହୋଇଛି ।…
ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି ହତ୍ୟାକାଣ୍ଡର ଷଡ଼ଯନ୍ତ୍ର ସ୍ୱୟଂ ସ୍ତ୍ରୀ ହିଁ ରଚିଥିଲେ । ସ୍ୱାମୀଙ୍କୁ ନିଦ ବଟିକା…
ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’
ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି ପଚାରୁଥିଲେ ଯେ ‘ଯନ୍ତର-ମନ୍ତର ସିଜିନ୍-୨’ କେବେ ଆରମ୍ଭ ହେବ? ମୁଁ ସେମାନଙ୍କୁ କହିବାକୁ…
Archives


