ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍ ଇଣ୍ଡିଆ: ୩ ବ୍ୟାଟ୍ରଙ୍କ ବିସ୍ଫୋରକ ଇନିଂସ
ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ଟିମ ଇଣ୍ଡିଆ ଦମ୍ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା କରି ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନ ସଂଗ୍ରହ କରିଥିଲେ।…
ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…
ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନ କରିଥିଲା। ଜବାବରେ ୱେଷ୍ଟଇଣ୍ଡିଜ…
ବଡ଼ ଭୁଲ୍ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ
ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ ପିଛା କରି ଟି-୨୦ କ୍ରିକେଟ୍ରେ ନିଜର ଶକ୍ତି ପ୍ରଦର୍ଶନ କରିଛି। କାରିବୀୟ ବ୍ୟାଟରମାନେ…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି ନେଇ ଏଲପିଜି (LPG) ଗ୍ୟାସ ସିଲିଣ୍ଡରର ନୂଆ କନେକ୍ସନ ଉପରେ ରୋକ ଲଗାଇ…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଢୋଲ ନିଶାନ ତ କେଉଁଠି…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍କା
ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶାନ୍ତି ଓ ଅନ୍ତର୍ଜାତୀୟ ଆଇନକୁ ପ୍ରୋତ୍ସାହିତ କରିବାରେ ତାଙ୍କ…
ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ
ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍ଷ୍ଟାଗ୍ରାମ ଷ୍ଟୋରିରେ ‘ବୁରାଇ ଖତମ ହୋ ଗଇ’ ବୋଲି ଲେଖିଥିବା ପୋଷ୍ଟକୁ ନେଇ ଅନେକ…
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….
ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍ ବୈଠକ ପରେ ଏହି ଘୋଷଣା କରିଛନ୍ତି ।…
ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ବିଜୟ ହାସଲ କରି ଭାରତ ସିରଜ୍ରେ ୧-୦ରେ ଆଗୁଆ ରହିଛି। ତେଣୁ ଦ୍ୱିତୀୟ ମ୍ୟାଚ ଜିତି…
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା କଲେଜ ଓ ଭଣ୍ଡାରିପୋଖରୀ ବ୍ଲକ ନାଆମୀ…

