ଅଭାବ ଆଗରେ ହାର୍ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା
ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଝାଡ଼ଖଣ୍ଡରେ। ଜଣେ ବିଧବା ମହିଳା…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହିତ ପଡ଼ିଆକୁ ଓହ୍ଲାଇବ। ଏସିଆନ ଗେମ୍ସରେ ଭିଭିଏସ୍…
ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି ଏକ ରେକର୍ଡ କରିପାରନ୍ତି, ଯାହା ଅଧିନାୟକ ଭାବେ ବିରାଟ କୋହଲି ଓ ସୂର୍ଯ୍ୟକୁମାର…
କ୍ରିକେଟ୍ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା
ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍ଡ କପ ଲିଗ-୨ ମ୍ୟାଚ୍ରେ ଆମେରିକା ୬ ଉଇକେଟ୍ରେ UAEକୁ ପରାସ୍ତ କରିଛି। UAE ପକ୍ଷରୁ ଦିଆଯାଇଥିବା ୩୩୦ ରନ୍ର…
ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର
ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ ଟିମ୍ରୁ ମଧ୍ୟ ତାଙ୍କ ନାଁ ଗାଏବ ରହିଛି। ୨୦୨୬-୨୭ ରଣଜୀ ଟ୍ରଫିର ପ୍ରଥମ…
୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….
କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ ଦ୍ୱନ୍ଦ୍ୱରେ ପକାଇଥିବା ଏହି ରହସ୍ୟ ଉପରୁ ଏବେ ପରଦା ଉଠିଛି। ୫୦୦୦ ବର୍ଷ…
ୱାଇଡ ବଲ୍ରେ ସିଧା ଛକା! କ୍ରିକେଟ୍ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video
ନୂଆଦିଲ୍ଲୀ,୫।୧୦: କ୍ରିକେଟ୍ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ ପାର କଲେ ବ୍ୟାଟିଂ ଦଳକୁ ବିନା କୌଣସି ବଲ୍ରେ ୫ ରନ ମିଳିଥାଏ।…
ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ
ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ ମୋଟ ୩୨ ଜଣ ଥିଲେ । ଏହି ଘଟଣା ପରେ ତୁରନ୍ତ ବ୍ୟାପକ…
ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ
ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ। ଆଗାମୀ ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ସେ…
ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର
ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍ରେ ନୋବେଲ ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଏହି ତିନି ବୈଜ୍ଞାନିକଙ୍କୁ…
ଟିମ୍ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…
ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ସ୍ଲୋ ଓଭର ରେଟ…
୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ
ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଦଶହରା ଛୁଟି ପୂର୍ବରୁ ହେବ ଛାତ୍ର ସଂସଦ ନିର୍ବାଚନ ।…

