କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ
ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍ କରି ସେ ତାଙ୍କ ଇସ୍ତଫାର କାରଣ କହିଛନ୍ତି। ସେ କହିଛନ୍ତି, ଭାଜପା ମୂଲ୍ୟବୋଧଯୁକ୍ତ ରାଜନୀତି…
ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା
ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି…
୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା
ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୫ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଓ ତା’ଠାରୁ ଅଧିକ ରେକର୍ଡ…
ବିଷାକ୍ତ ଶିଳ୍ପର ଯାତ୍ରା
ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ ଜୀବନ ବଳି ପଡ଼ିଛି। ଏହାର ପ୍ରମୁଖ ଉଦାହରଣ ହେଉଛି ଇଟାଲୀୟ କମ୍ପାନୀ ମିଟେନି,…
ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା
ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର। ଏସବୁକୁ ସଭାପତି ବିଚାରକୁ ନେଲେ ଭଲ ହେବ ବୋଲି ସେ କହିଛନ୍ତି।…
ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍: ୨୪ ଘଣ୍ଟା ଭିତରେ…
ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଲାହୋରକୁ ଏକ ଦୁଇ ସଦସ୍ୟ ବିଶିଷ୍ଟ ପ୍ରତିନିଧିମଣ୍ଡଳୀ…
ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ
ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ ଏକାଠି ଆତ୍ମହତ୍ୟା କରିଛନ୍ତି। ଘଟଣାଟି ରାତି ପ୍ରାୟ ୨ଟା ସମୟରେ ଘଟିଥିଲା। ୧୬…
ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ କିଣିବ। ରୁଷିଆ ପୂର୍ବରୁ ରିହାତି ଦରରେ ଭାରତକୁ ତେଲ ବିକ୍ରି କରୁଥିଲା। କିନ୍ତୁ,…
ବାଂଲାଦେଶ କ୍ରିକେଟ ବୋର୍ଡକୁ ଠେଙ୍ଗା ଦେଖାଇଲା ଆୟର୍ଲାଣ୍ଡ, ସିଧା ପହଞ୍ଚିଲା ICC ନିକଟରେ
ଢାକା,୧୮।୧: ଆସନ୍ତା ମାସରେ ଆରମ୍ଭ ହେବାକୁ ଥିବା ICC T20 ବିଶ୍ୱକପ ପୂର୍ବରୁ ବାଂଲାଦେଶ ଏକ ହଇଚଇ ସୃଷ୍ଟି କରିଛି। ପ୍ରଥମେ, ଭାରତରେ ମ୍ୟାଚ ଖେଳିବାକୁ ଚାହୁଁନଥିବା ଖବର ଆସିଥିଲା, ତା’ପରେ ସ୍ଥାନ ପରିବର୍ତ୍ତନ ପାଇଁ ଦାବି କରାଯାଇଥିଲା। ଏବେ, ବାଂଲାଦେଶ…
ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ
ପୁରୀ,୧୭ା୧(ଅଜିତ୍ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ବ୍ୟକ୍ତି ସମୁଦ୍ରକୂଳ ନିକଟରେ ବସି କିଛି କରୁଛନ୍ତି।…
ଓଡ଼ିଶା: ଆଜିର ଫଟୋ (୪ ଜନୁଆରୀ, ୨୦୨୬ )
ରବିବାର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ପଥ ଉତ୍ସବ ଆୟୋଜିତ ହୋଇଯାଇଛି
ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ଭୁବନେଶ୍ୱର,୪।୧: ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।…
Archives


