ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ
ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ ଚୋରା ମଦ ବିକ୍ରିକୁ ବିରୋଧ କରି ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇଥିଲେ। ଶତାଧିକ…
ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….
ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏଥିରେ ତାଙ୍କ ଶାଳୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା
ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍ଏସ୍) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ ନିଶାଦ୍ରବ୍ୟ ଭାବେ ବ୍ୟବହାର କରାଯିବା ସମ୍ଭାବନା ନେଇ ବିଶେଷଜ୍ଞ କମିଟି ଚିନ୍ତାବ୍ୟକ୍ତ କରିବା…
ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ
ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହାକୁ ନେଇ ଛତ୍ରପୁର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ରାଜେଶ…
ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା
ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…
Odisha Floods: ବନ୍ୟା କ୍ଷୟକ୍ଷତିର ରିପୋର୍ଟ ୩ ଦିନ ମଧ୍ୟରେ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧।୮: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ…
ଏହି ଦିନ ଦେଶବ୍ୟାପୀ ବିକ୍ଷୋଭ ପାଇଁ ଟ୍ରେଡ୍ ୟୁନିୟନ, କୃଷକ ସଂଗଠନର ଡାକରା:କ’ଣ ବନ୍ଦ, କ’ଣ ରହିବ ଖୋଲା ଜାଣନ୍ତୁ…
ନୂଆଦିଲ୍ଲୀ,୩୦ା୭: କେନ୍ଦ୍ର ସରକାରଙ୍କ ଶ୍ରମ ଓ ଆର୍ଥତ୍କ ନୀତି ବିରୋଧରେ ଅଗଷ୍ଟ ୧୦ରେ ଦେଶବ୍ୟାପୀ ବିକ୍ଷୋଭ କରିବାକୁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ କୃଷକ ସଂଗଠନଗୁଡ଼ିକର ମିଳିତ ସମ୍ମଳନୀ ପକ୍ଷରୁ ବୁଧବାର ଡାକରା ଦିଆଯାଇଛି। ସେମାନଙ୍କ ଦାବି ମଧ୍ୟରେ ରହିଛି ୪ଟି…
ହାତ ଦେଖି ଅର୍ଥ ମାଗିବାରୁ ଜ୍ୟୋତିଷଙ୍କୁ ପିଟି ହତ୍ୟା
ଗୁରୁଣ୍ଡିଆ,୨୬।୭(ଦିଲୀପ ଭାରତୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଟାମ୍ପରକଳା ମୁଣ୍ଡା ବସ୍ତିରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହାତ ଦେଖି ଅର୍ଥ ମାଗିବାରୁ ଜଣେ ଜ୍ୟୋତିଷଙ୍କୁ କାଠ ଫାଳିଆରେ ପିଟି ଅତି ନିର୍ମମ ଭାବେ…
ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ
ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ…
ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ ସାହୁ ଓ ଇନ୍ଦୁ ନାୟକ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ…
ସରକାରଙ୍କ ବଡ଼ ନିଷ୍ପତ୍ତି: ସ୍କୁଲର ୫୦୦ ମିଟର ପରିଧି ମଧ୍ୟରେ ‘ଷ୍ଟିଙ୍ଗ’ ଏନର୍ଜି ଡ୍ରିଙ୍କ ବିକ୍ରୟ ନିଷେଧ
ମୁମ୍ବାଇ,୩।୭: ମହାରାଷ୍ଟ୍ର ସରକାର ଶୁକ୍ରବାର ସାରା ରାଜ୍ୟର ସ୍କୁଲର ୫୦୦ ମିଟର ପରିଧି ମଧ୍ୟରେ ‘ଷ୍ଟିଙ୍ଗ’ ଏନର୍ଜି ଡ୍ରିଙ୍କ୍ସ ଏବଂ ଅନ୍ୟାନ୍ୟ ନିଶାଦ୍ରବ୍ୟ ବିକ୍ରୟ ଉପରେ ସମ୍ପୂର୍ଣ୍ଣ ନିଷେଧ ଘୋଷଣା କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବିବେଚିତ ଏହି ପାନୀୟରେ…
IPL 2026 Prize Money: RCB ଉପରେ ହେଲା ଟଙ୍କା ବର୍ଷା, ଛାଇ ଗଲେ କୋହଲି-ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ପାଞ୍ଚ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟାଇଟଲ ହାସଲ କରିଛି। ଗତ ସିଜନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ପ୍ରଥମ ଥର ପାଇଁ…

