କୋରେଇ,୭ା୬(ସ୍ବ.ପ୍ର.) : ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ବାହିନୀ ଗଠିତ ହୋଇଥିଲେ ମଧ୍ୟ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ପ୍ରରାଚନାରେ ସେମାନେ କର୍ତ୍ତବ୍ୟରେ ଅବହେଳା କରୁଥିବା ଜଣାପଡ଼ିଛି।…
ବୋଲଗଡ଼,୭ା୬(ଡି.ଏନ୍.ଏ.): ବୃକ୍ଷରୋପଣ ଉଦ୍ଦେଶ୍ୟରେ ପରିବେଶ ସଚେତନତା ପାଇଁ ‘ମଞ୍ଜିଟିଏ ଗଛଟିଏ’ କାର୍ଯ୍ୟକ୍ରମ ଅବସରରେ କନ୍ୟାରନତ୍ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୋଲଗଡ଼ ବ୍ଲକ ମାଣିବନ୍ଧ ପଞ୍ଚାୟତସ୍ଥ ଛାମୁଡିଆ ନୂଆପଲ୍ଲୀ ଗ୍ରାମରେ…
ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ ଦାୟୀ…
ଦିଗପହଣ୍ଡି,୬ା୬(ଡି.ଏନ୍.ଏ.): ଦିଗପହଣ୍ଡି ଏନ୍ଏସି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ଗୁରୁବାର ସହରରେ ବେଆଇନ ପଲିଥିନ ବିକ୍ରୟ ଓ ବ୍ୟବହାର ବିରୋଧରେ ଧରପଗଡ଼ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର…
ହାଟଡିହୀ,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଜଳକଳଙ୍ଗ ଗ୍ରାମର ସନ୍ନ୍ୟାସୀ ମାଝୀଙ୍କ ପୁଅ ରାଜୁ (୪୦) ଅତ୍ୟଧିକ ମଦ୍ୟପାନ କରି ବୁଧବାର ଅପରାହ୍ନରେ ହାଟଡିହୀ ମେଡିକାଲରେ…
କୋଳିମାଟି,୬ା୬(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଘଷିପୁରା ଥାନା ଅଧୀନରେ ଥିବା ୨୦ନଂ ଜାତୀୟ ରାଜ କୋଳିମାଟି ଛକ ନିକଟରେ ବୁଧବାର ରାତିରେ ଘଟଗାଁ ପଟରୁ ଆସୁଥିବା…
ଢେଙ୍କାନାଳ ଅଫିସ, ୬ା୬: ବିଜ୍ଞାନ ଏକ କଷ୍ଟକର ବିଷୟ ବୋଲି ଅଧିକାଂଶ ଛାତ୍ରୀଛାତ୍ରଙ୍କ ଧାରଣା ରହିଛି, ଯାହା ଅମୂଳକ। ବିଜ୍ଞାନ ପ୍ରତି ଅନିସନ୍ଧୁତ୍ସୁ ମନୋଭାବ ରହିଲେ ଏହା ସହଜ…
ନୂଆଦିଲ୍ଲୀ,୬-୬: କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଦାୟିତ୍ୱ ସମ୍ଭାଳିବା ପରେ ଆସନ୍ତା ୫ ବର୍ଷ ପାଇଁ ଆର୍ଥିକ ବିକାଶରେ ସଡ଼କ ପରିବହନ…
ହାଟଡିହୀ, ୬।୬(ଡି.ଏନ୍.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଜଳସରପୁର ଗ୍ରାମର ରାଧେଶ୍ୟାମ ବେହେରାଙ୍କ ପରିବାର। ତାଙ୍କର ୫ ବର୍ଷର ଝିଅ ଲକ୍ଷ୍ମୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ…
ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ ବହୁ…