Uncategorized

କର୍ଲାମୁଣ୍ଡା ବ୍ଲକର ଦୁଇ ଛାତ୍ରଙ୍କ ନିଟ୍‌ ପରୀକ୍ଷାରେ ସଫଳତା

  କର୍ଲାମୁଣ୍ଡା:୧୭।୬ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇଜଣ ଛାତ୍ର ସର୍ବଭାରତୀୟ ସ୍ତରୀୟ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ଜଣାପଡ଼ିଛି। ଏହି ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ଉକ୍ତ...

ବିଦ୍ୟୁତ୍‌ ଯାଞ୍ଚବେଳେ ଫାଟିଲା ଟ୍ରାନ୍ସଫର୍ମର

ବାରଙ୍ଗ,୧୪।୬(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ରୋପ୍‌ୱେ ଚାଲିବା ପୂର୍ବରୁ ଅଘଟଣ ଘଟିଛି। ମଙ୍ଗଳବାର ଦ୍ୱିପ୍ରହରରେ ରୋପ୍‌ୱେକୁ ସଂଯୋଗ କରିଥିବା ଟ୍ରାନ୍ସର୍ଫମରରେ ବିଦ୍ୟୁତ୍‌ ଯାଞ୍ଚ କରିବାବେଳେ ତାହା ଫାଟିଯାଇଥିଲା। ଫଳରେ ୩ଜଣ କର୍ମଚାରୀ ଗୁରୁତର ହୋଇଥିଲେ। ସେମାନେ ହେଲେ ନନ୍ଦନକାନନର...

ଅଘୋଷିତ ବିଦ୍ୟୁତ୍‌ କାଟ: ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜରୁରୀ ବୈଠକ ଡାକିଛନ୍ତି । ଆସନ୍ତା ସୋମବାର ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ବୈଠକରେ ରାଜ୍ୟର ୪ ବିତରଣ କମ୍ପାନୀର...

ଓଡ଼ିଶା: ଆଜିର ଫଟୋ ( ଜୁନ୍ ୯ , ୨୦୨୩ )

     ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି।

ବୟସ୍କଙ୍କ ପ୍ରତି ସମ୍ବେଦନଶୀଳ ହେବା

ବୃଦ୍ଧାବସ୍ଥା, ମାନବ ଜୀବନର ଅନିବାର୍ଯ୍ୟ ସୋପାନ। ଜୀବନର ହାରାହାରି ବୟସ ବୃଦ୍ଧି କାରଣରୁ କେବଳ ଆମଦେଶ ଭାରତରେ ନୁହେଁ ବରଂ ବିଶ୍ବର ବିଭିନ୍ନ ଦେଶରେ ବୃଦ୍ଧାବୃଦ୍ଧଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଚାଲିଛି। ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟର...

୧୩୦ ମୃତଦେହର ଫଟୋ ଉଠାଇଛନ୍ତି ପ୍ରସନ୍ନ

ଭୁବନେଶ୍ୱର,୭।୬(ବ୍ୟୁରୋ): ବାଲେଶ୍ୱର ବାହନଗାରେ ଟ୍ରେନ ଦୁର୍ଘଟଣା ହୋଇଥିବା ଖବର ପାଇ ମୁଁ ସଙ୍ଗେ ସଙ୍ଗେ ସେଠାରେ ପହଞ୍ଚତ୍ଥିଲି। ହେଲେ ସେହି ବେଳର କିଛି ଦୃଶ୍ୟ ଦେଖି କିଛି ସମୟ ଲାଗି ମୁଁ ସ୍ତବ୍ଧ ହୋଇଯାଇଥିଲି। ଭାବି ନ ଥିଲି ଫଟୋଗ୍ରାଫର...

୩୦ବର୍ଷ ପରେ ଲକ୍ଷ୍ମୀଙ୍କୁ ସ୍ବୀକାର କଲେ ବାପା

ଭବାନୀପାଟଣା,୭।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିକିଲି ଗ୍ରାମର ବୈକୁଣ୍ଠ ଦୁର୍ଗା ତାଙ୍କ ଝିଅକୁ ୩୦ ବର୍ଷ ପରେ ନିଜ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ୧୯୮୫ରେ ବୈକୁଣ୍ଠ ମହାରାଷ୍ଟ୍ରର ନାଗପୁର ସହରର କାମେଟିଠାରେ କଲମପୁର ବ୍ଲକ୍‌ ବାଲିଛଡ଼ାର ଅନିତା...

ଆହତଙ୍କୁ ଭେଟି ଖାଦ୍ୟ ବାଣ୍ଟିଲେ ଶିକ୍ଷୟିତ୍ରୀ ଶିକ୍ଷକ

ଭଦ୍ରକ,୫।୬(ସ୍ବ.ପ୍ର.): ଭଦ୍ରକ ନୂଆବଜାରସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁମନ୍ଦିର  ପକ୍ଷରୁ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ବାହାନଗା ରେଳ ଦୁର୍ଘଟଣାରେ ଆହତ ଯାତ୍ରୀମାନଙ୍କୁ ଭେଟି ଖାଦ୍ୟ ଯୋଗାଇ ଦେଇଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଶୁଖିଲା...

କ୍ଷତିକାରକ ଏକକ ବ୍ୟବହୃତ ପ୍ଲାଷ୍ଟିକ

ଏକ ଅଧ୍ୟୟନରୁ ଏହା ମଧ୍ୟ ଜଣାପଡ଼ିଛି ଯେ, ମନୁଷ୍ୟ ସମାଜରେ ବଢୁଥିବା କ୍ୟାନ୍‌ସର ପାଇଁ ମଧ୍ୟ ଏହି ଅତି କ୍ଷୁଦ୍ର ପ୍ଲାଷ୍ଟିକ ଦାୟୀ। କରୋନା ଭୂତାଣୁ ବ୍ୟାପିବାରେ ମଧ୍ୟ ଏହି ପ୍ଲାଷ୍ଟିକ ସାମଗ୍ରୀ ଦାୟୀ ବୋଲି କେତେକ ବୈଜ୍ଞାନିକ ମତ...

ଅମିତ ଶାହାଙ୍କୁ ଭେଟି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ଦାବି କଲେ କୁସ୍ତି ଯୋଦ୍ଧା

ନୂଆଦିଲ୍ଲୀ,୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଥିବା ଅଲିମ୍ପିୟାନ କୁସ୍ତିଯୋଦ୍ଧା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ବଜରଙ୍ଗ ପୁନିଆ, ସାକ୍ଷି ମଲିକ ଓ ଭିନେଶ ଫୋଗାଟ ସ୍ବରାଷ୍ଟ୍ର ମନ୍ତ୍ରୀ...

୪ ଦିନ ପାଇଁ ୨୮ ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୪ ଦିନ ଲାଗି ଉକ୍ତ ରୁଟ୍‌ରେ ଚଳାଚଳ କରୁଥିବା ୨୮ ଟ୍ରେନ୍‌କୁ ବାତିଲ...

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri