Uncategorized

ଯାତ୍ରା ଦର୍ଶକଙ୍କୁ ପିଟିଲା ପୋଲିସ

ଚାନ୍ଦବାଲି,୧୦।୧୧(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି କାଳୀପୂଜାରେ ଯାତ୍ରା ଟିକେଟ କାଟିବାକୁ ଆସିଥିବା ଦର୍ଶକଙ୍କୁ ସର୍ବସମ୍ମୁଖରେ ପୋଲିସ ପିଟିଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଚାନ୍ଦବାଲି କାଳୀପଡ଼ିଆ ଏବଂ ଦୁର୍ଗାପଡ଼ିଆରେ ବିଭିନ୍ନ ଅପେରା ଚାଲିଛି। ଯାତ୍ରା…

ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି କଂଗ୍ରେସ: ମୋଦି

ମୁମ୍ବାଇ,୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି। ଏହି ଲୋକମାନେ ନିଜର ସମ୍ବିଧାନ କରିବାକୁ ଚାହୁଁଛନ୍ତି। ମହାରାଷ୍ଟ୍ର ଦୀର୍ଘଦିନ…

କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ

ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ ହେଲେ ବରଗଡ ପୌର ପରିଷଦ ଅଧିନ ଗଙ୍ଗାଧର ନଗର ନିବାସୀ ଗଣେଶ ଦାଶ। ସେ…

ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ ସହଯୋଗୀଙ୍କ…

ଅଡୁଆରେ ଗମ୍ଭୀର, ବଡ଼ ଧରଣର ଠକେଇ ନେଇ କୋର୍ଟ ଦେଲେ ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଅଡ଼ୁଆ ଥମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ହାରିବା ପରେ ସେ ବର୍ତ୍ତମାନ ତୃତୀୟ ଟେଷ୍ଟ ପାଇଁ ମୁମ୍ବାଇରେ ଅଛନ୍ତି। ଏସବୁ ମଧ୍ୟରେ ସେ ବଡ଼ ଅଡ଼ୁଆରେ ଫସିଛନ୍ତି। ଫ୍ଲାଟ୍‌…

ନୂତନ ଗ୍ରହ ଆବିଷ୍କାର କଲେ ବୈଜ୍ଞାନିକ: ପୃଥିବୀଠାରୁ ୫ ଗୁଣା ବଡ଼

ଅହମଦାବାଦ, ୨୮।୧୦:ଭାରତ ସରକାରଙ୍କ ମହାକାଶ ବିଭାଗ ଅଧୀନ ଅହମଦାବାଦସ୍ଥିତ ଫିଜିକାଲ ରିସର୍ଚ୍ଚ ଲାବରେଟୋରି(ପିଆର୍‌ଏଲ୍‌)ର ବୈଜ୍ଞାନିକମାନେ ସୋମବାର ବାହ୍ୟ ଗ୍ରହ ବିଜ୍ଞାନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ଆବିଷ୍କାରର ଘୋଷଣା କରିଛନ୍ତି। ବୈଜ୍ଞାନିକମାନେ ଏକ ଘନ ଶନି ଗ୍ରହ ଆକାରର ଏକ୍ସୋପ୍ଲାନେଟ୍‌(ସୌରମଣ୍ଡଳ ବାହ୍ୟ ଗ୍ରହ)…

ସିଏସ୍‌କେ ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ ଧୋନୀ

ନୂଆଦିଲ୍ଲୀ,୨୬।୧୦: କ୍ୟାପ୍‌ଟେନ୍‌ କୁଲ୍‌ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ୨୦୨୫ ଖେଳିବେ କି ନାହିଁ ସେନେଇ ଦୀର୍ଘଦିନ ଧରି ପ୍ରଶଂସକଙ୍କ ମନରେ ଉତ୍କଣ୍ଠା ଲାଗି ରହିଥିଲା। ଏବେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କାରଣ ନିଜେ ଧୋନୀ ଆଇପିଏଲ୍‌ ଖେଳିବା ନେଇ ସ୍ପଷ୍ଟ…

ଭିଜିଲାନ୍ସ ଜାଲରେ ଖଣ୍ଡପଡା ଥାନା ଏସଆଇ, ଲାଞ୍ଚ ନେଲା ବେଳେ ମାଡ଼ି ବସିଲା

ନୟାଗଡ଼,୨୧ା୧୦: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡା ଥାନାରେ କାର୍ଯ୍ୟରତ ଏସଆଇ ଏସ.କେ.ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍। ଖଳିସାହି ଗ୍ରାମର ଚୋରା ଦେଶୀ ମଦ ବ୍ୟବସାୟୀ ସୁଦର୍ଶନ ସାହୁଙ୍କ ପୂର୍ବ ମାମଲାର ସମାଧାନ ପାଇଁ…

ରୋହିଣୀ ସିଆର୍‌ପିଏଫ୍‌ ସ୍କୁଲ ନିକଟରେ ବଡ଼ ବିସ୍ଫୋରଣ: ଆଖପାଖ କୋଠାର କାଚ ଭାଙ୍ଗିଲା, ପହଞ୍ଚିଲା NSG

ନୂଆଦିଲ୍ଲୀ,୨୦।୧୦: ଦିଲ୍ଲୀର ରୋହିଣୀ ସ୍ଥିତ ସିଆର୍‌ପିଏଫ୍‌ ସ୍କୁଲ ବାହାରେ ବଡ଼ ବିସ୍ଫୋରଣ ଘଟିଛି। ଏଥିଯୋଗୁ ଆଖପାଖର କୋଠା ସହ ପାଖରେ ଥିବା କାର୍‌ର କାଚ ଭାଙ୍ଗିଯାଇଛି। ଘଟଣା ପରେ ଅଗ୍ନିଶମ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣରେ ମୃତାହତ ହେବାର କୌଣସି…

ଭୁବନେଶ୍ବର- କଟକରେ ୩ ଘଣ୍ଟା ପ୍ରବଳ ଛେଚିବ

ଭୁବନେଶ୍ୱର,୧୯।୧୦: ଭୁବନେଶ୍ବର ଓ କଟକରେ ୩ ଘଣ୍ଟା ଯାଏ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଟୁଇନ୍‌ସିଟିକୁ ହାଇ ଆର୍ଲଟ କରାଯାଇଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷିବ। ବର୍ଷା ନେଇ ଅରେଞ୍ଜ ଆଲର୍ଟ…

ପଡ଼ିଥିଲେ ବିବାହିତ ମହିଳାଙ୍କ ପ୍ରେମରେ, ଲଢ଼ି ଲଢ଼ି ଜିତିଥିଲେ ବାଜି; କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୧୭।୧୦: ପ୍ରେମରେ ହୃଦୟ ହାରିଥିବା ଭାରତୀୟ କ୍ରିକେଟରଙ୍କ ତାଲିକା ଲମ୍ବା। ହେଲେ ସେମାନଙ୍କ ମଧ୍ୟରେ ଏଭଳି ଜଣେ କ୍ରିକେଟର ଅଛନ୍ତି ଯିଏ ଜଣେ ବିବାହିତା ମହିଳାଙ୍କ ପ୍ରେମରେ ପଡ଼ିଥିଲେ। ସେ ହେଲେ ମ୍ୟାଚ୍‌ ଓ୍ବିନର୍‌ ଅନିଲ କୁମ୍ବଲେ। ଏବେ ଦୁହେଁ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?