Uncategorized

ଦାଦନ ଦୂର ପାଇଁ ଟାସ୍କଫୋର୍ସ

ଭୁବନେଶ୍ୱର,୧୫।୧୦(ଅନିଲ ଦାସ):ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଓଡ଼ିଶାର ଶ୍ରମିକମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ନିମନ୍ତେ ସବିଶେଷ ଭାବରେ ଆଲୋଚନା କରିବା ସହ ସେସବୁ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟପନ୍ଥା ସ୍ଥିର କରିବ। ଏଥିସହ ବିଭିନ୍ନ…

ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି ଅଜିତ ପାୱାର! ଏନସିପି ନେତାଙ୍କ ବୟାନକୁ ନେଇ…

ମୁମ୍ବାଇ,୧୪।୧୦: ଅଜିତ ପାୱାର ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି? କିମ୍ବା ଚାପ ସୃଷ୍ଟି କରିବା ପାଇଁ ଏହା ଏକ ରଣନୀତି? ଗତ କିଛି ଦିନ ହେବ ତାଙ୍କ ନେତାମାନେ କ୍ରମାଗତ ଭାବରେ ଏପରି ବିବୃତ୍ତି…

ରାଜ୍ୟପାଳଙ୍କ ସହ ଭେଟଘାଟ ସମୟରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ: ଭେଙ୍କୟା

ଭୁବନେଶ୍ୱର, ୫।୧୦(ସୁନିତ୍‌ ମିଶ୍ର):ନିକଟରେ ଓଡ଼ିଶା ରାଜଭବନରେ ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପହଞ୍ଚି ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜଭବନ ଯାଇ ସେମାନଙ୍କୁ ସାକ୍ଷାତ…

ନେତାନ୍ୟାହୁ ବାଥରୁମରେ ଲୁଚାଇଥିଲେ ରେକର୍ଡ଼ିଂ ଡିଭାଇସ୍: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୪ା୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦାବି କରିଛନ୍ତି ଯେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବ୍ୟବହାର କରିବା ପରେ ତାଙ୍କ ବ୍ୟକ୍ତିଗତ ବାଥରୁମରେ ଏକ ବଗିଙ୍ଗ ଡିଭାଇସ୍(ରେକର୍ଡ଼ିଂ ମେଶିନ) ମିଳିଥିଲା। ବୋରିସ୍ ଜନସନ ତାଙ୍କ ପୁସ୍ତକରେ ଲେଖିଛନ୍ତି ଯେ…

ବଡ଼ ଧରଣ ବିସ୍ଫୋରଣ: ରାଉରକେଲା ଷ୍ଟିଲ ପ୍ଲାଣ୍ଟର ୫ ଶ୍ରମିକ ଗୁରୁତର

ଭୁବନେଶ୍ୱର,୨୭।୯: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌-୧ ୟୁନଟ୍‌ରେ ଏହି…

ଦୌଡ଼ି ଯାଇ କୋହଲିଙ୍କ ପାଦ ଛୁଇଁଲେ ଗ୍ରାଉଣ୍ଡ୍‌ସମ୍ୟାନ୍‌: ଆଉ ତା’ପରେ…

ନୂଆଦିଲ୍ଲୀ,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ କାନପୁରରେ ଖେଳାଯାଉଛି। ପ୍ରଥମ ଦିନରେ ଖରାପ ପାଗ ହେତୁ କେବଳ ୩୫ ଓଭର ଖେଳାଯାଇଥିଲା। ପ୍ରଥମ ଦିନର ଖେଳ ଶେଷରେ ବାଂଲାଦେଶର ସ୍କୋର ୩ ଉଇକେଟ ହରାଇ ୧୦୭ ରନ ରହିଛି।…

ହୋଟେଲ ବାଥ୍‌ରୁମ୍‌ରେ ମହିଳାଙ୍କ ଭିଡିଓ କରୁଥିଲେ ଇଞ୍ଜିନିୟର, ପଡ଼ିଗଲେ ଧରା

ଭୁବନେଶ୍ୱର,୫ା୯: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ବାଥ୍‌ରୁମ୍‌ରେ ବୁଧବାର ଜଣେ ମହିଳା ଗାଧୋଉଥିବା ବେଳେ ଏହାର ଭିଡିଓ ଶୁଟ୍‌ କରି ଜଣେ ଇଞ୍ଜିନିୟର ଫସିଛନ୍ତି। କମିଶନରେଟ୍‌ ପୋଲିସର ହାଇ-ଏଫିସିଏନ୍‌ସି ରେସ୍ପନ୍ସ (ହର୍‌) ଟିମ୍‌ ସମ୍ପୃକ୍ତ ଇଞ୍ଜିନିୟରଙ୍କୁ ଧରିବାରେ…

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା ସହ ସ୍ବର୍ଣ୍ଣ କିମ୍ବା ରୌପ୍ୟ ପଦକ ନିଶ୍ଚିନ୍ତ କରିଛନ୍ତି ନୀତେଶ କୁମାର। ନୀତେଶ ଜାପାନର…

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଦିନେଶ ପୃଥ୍ବୀ ଅଧ୍ୟକ୍ଷ…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮(ସତ୍ୟଜିତ୍‌ ରାଉତ):ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଅଗଷ୍ଟ ୨୭ରୁ ୨୯ତାରିଖ ଯାଏ ସେ ଓଡ଼ିଶାରେ ରହିବାର କାର୍ଯ୍ୟକ୍ରମ ରହିଛି। ରାହୁଲ ମଙ୍ଗଳବାର ସା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ।…

ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…

ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ ନାଁରେ ଏତଲା । ଚାକିରି କରାଇ ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକିଥିବା…

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା ଏହି ପାର୍କରେ ଏକ ବିରାଟ ୧୦୦ ଫୁଟ୍‌ର ୟେଲୋ ପୋପଲାର ଗଛରେ ଲଗାଯାଇଛି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?