ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍
ଭୁବନେଶ଼୍ବର, ୧୩।୬: ନିର୍ବାଚନ ବେଳେ ବୁଥ୍ ଭଙ୍ଗାରୁଜାକୁ ନେଇ ଗିରଫ ହୋଇଥିବା ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତଳକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ହାଇକୋର୍ଟ ଏହି ମାମଲାରେ ଜାମିନ ମଂଜୁର କରଥିଲେ । ଆଜି ଖୋର୍ଦ୍ଧା JMFCରୁ ତାଙ୍କୁ ଜାମିନ…
ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ ଯାତ୍ରା କରିବେ। ସେଠାରେ ସେ ଜୁନ୍ ୧ ଯାଏ ରହିବେ। ଏହି ଗସ୍ତ ସମୟରେ…
ମାଗଣା ଯାତ୍ରାଠାରୁ ଆରମ୍ଭ କରି ଖାଇବା-ପିଇବା ପର୍ଯ୍ୟନ୍ତ ରିହାତି, ଭୋଟରଙ୍କ ପାଇଁ ଦମ୍ଦାର ଅଫର
ନୂଆଦିଲ୍ଲୀ,୨୫।୫: ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟରେ ମତଦାନ। ଦିଲ୍ଲୀ ସିଟ ସମେତ ସାରା ଦେଶରେ ୫୮ଟି ସିଟ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟରଙ୍କୁ ଅଧିକରୁ ଅଧିକ ଭୋଟ ଦେବାକୁ ଉତ୍ସାହିତ କରିବା ଅଭିଯାନରେ କର୍ପୋରେଟ ଜଗତ ମଧ୍ୟ…
ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି: ରତ୍ନଭଣ୍ଡାର ଚାବି ତାମିଲନାଡୁ ଯାଇଛି
କଟକ,୨୦।୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି।…
ଏଏମ୍ଏଫ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୧୭ା୫: ଆକ୍ସିସ୍ ମ୍ୟୁଚୁଆଲ ଫଣ୍ଡ୍ (ଏଏମ୍ଏଫ୍)ର ନୂତନ ଉତ୍ପାଦ ତଥା ନୂଆ ଫଣ୍ଡ୍ ଅଫର ‘ଆକ୍ସିସ୍ ନିଫ୍ଟି ବ୍ୟାଙ୍କ ଇଣ୍ଡେକ୍ସ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଓପନ୍-ଏଣ୍ଡେଡ୍ ଇଣ୍ଡେକ୍ସ ଫଣ୍ଡ୍ ନିଫ୍ଟି ବ୍ୟାଙ୍କ ଟିଆର୍ଆଇକୁ ଟ୍ରାକ୍ କରିବା…
ଏପରି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୋଇଯାଏ ପୁରୁଷ ଜୀବନ; ଜାଣନ୍ତୁ କାହାକୁ କହିଛନ୍ତି ଚାଣକ୍ୟ…
ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ ଧନ୍ୟ…
ନାବାଳିକାଙ୍କୁ ବାରମ୍ବାର ବଳାତ୍କାର : ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡ
ବାଲେଶ୍ୱର,୨୫।୪(ମାନସ ବିଶ୍ୱାଳ): ବାଲେଶ୍ୱର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୂତାର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦୦୦ ଟଙ୍କା ଜରିମାନା କରାଯାଇଛି।…
ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍
ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରିଥିବା ଅଭିଯୋଗରେ ୭ ଜଣଙ୍କ ବିରୋଧରେ ଏଫଆଇଆର ଦାଖଲ ହୋଇଛି। ପୋଲିସର…
ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!
ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧରେ କୌଣସି ଗମ୍ଭୀର ଚିନ୍ତା ନାହିଁ। ତିହାର ଜେଲର ଏକ ସୂତ୍ର ଟାଇମ୍ସ…
ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍ସେକ୍ସ ୭୪,୦୦୦ ନିକଟବର୍ତ୍ତୀ
ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ ( ଏପ୍ରିଲ ୧ରୁ ମାର୍ଚ୍ଚ ୩୧) ମଧ୍ୟରେ ଦଲାଲ ଷ୍ଟ୍ରିଟ୍ ଅନେକ ରେକର୍ଡ ସୃଷ୍ଟି କରିଥିଲାବେଳେ…
କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି
ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ ଟଙ୍କା ହେରଫେର ମାମଲାରେ ଦୁଇ ଘଣ୍ଟା ପଚରାଉଚରା ପରେ ଇଡି ତାଙ୍କୁ ଗିରଫ କରିଥିଲା।…
୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ
ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକମାନଙ୍କ ନ୍ୟାଶନାଲ ପେନସନ ସ୍କିମର ୨୦ ଲକ୍ଷ ଟଙ୍କା ବେଆଇନ…
Archives


