Uncategorized

ଏହି କାରଣରୁ ରାତିସାରା ଶୋଇପାରିବେନି ଆଫଗାନିସ୍ତାନ ଅଧିନାୟକ: ନିଜେ କଲେ ଖୁଲାସା

ଆଣ୍ଟିଗୁଆ,୨୩।୬: ଆଜି ଆଫଗାନିସ୍ତାନ ପାଇଁ ଏକ ଖାସ୍‌ ଦିନ। ୨୦୨୪ ଟି -୨୦ ବିଶ୍ୱକପରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଆଫଗାନିସ୍ତାନ ଏକ ବଡ ଓଲଟପାଲଟ କରିଥିଲା। କୌଣସି ଫର୍ମାଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଆଫଗାନିସ୍ତାନର ଏହା ପ୍ରଥମ ବିଜୟ। ୨୦୨୩ ଦିନିକିଆ ବିଶ୍ୱକପରେ…

ଏସ୍‌ଡିଏମ୍‌ଙ୍କୁ ଶକ୍ତ ଚାପୁଡା ମାରିଲେ ଚାଷୀ, ତଳେ ପଡିଯିବା ପରେ…ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୩।୬: ଉତ୍ତରପ୍ରଦେଶର ଫିରୋଜାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ଗାଁରେ ପ୍ରଶାସନ ଟିମ୍‌ ଏବଂ ଗ୍ରାମବାସୀଙ୍କ ମଧ୍ୟରେ କିଛି ବାଦବିବାଦ ଚାଲଥିଲାି। ଏହି ସମୟରେ ଜଣେ କୃଷକ ଏସଡିଏମ ସାହେବଙ୍କୁ ଜୋରରେ ଚାପୁଡ଼ା ମାରିଥିଲେ। ତାଙ୍କୁ ଚାପୁଡ଼ା ମାରିବା…

ଏପିକ୍‌ ନ୍ୟୁ ସ୍ବିଫ୍ଟିର ମାସ୍‌ ଡେଲିଭରି

ଭୁବନେଶ୍ୱର,୨୨।୬ (ଅଭୟ ଦାଶ): ମାରୁତି ସୁଜୁକିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଏପିକ୍‌ ନ୍ୟୁ ସ୍ବିଫ୍ଟି’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ତଥା ଭୁବନେଶ୍ୱର ଓ କଟକର ମାରୁତି…

ଦେଶରେ ଏସବୁ କ’ଣ ହେଉଛି? ୨ ମାସରେ୨୦୦ ଥର ବୋମା ଧମକ ମିଳିଲାଣି, ଅଭିଯୁକ୍ତଙ୍କ ଟେର୍‌ ପାଉନି ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୯।୬: ଗତ ଦୁଇ ମାସ ମଧ୍ୟରେ ପ୍ରୋକ୍ସି ଡୋମେନ ସର୍ଭର ଏବଂ ଭିପିଏନ୍‌ ଉପଯୋଗ କରି ଇମେଲ ଜରିଆରେ ବୋମା ଧମକ ପଠାଇବା ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାରୀଙ୍କ ମୁତାବକ ତାଙ୍କୁ ୨୦୦ରୁ ଅଧିକ ଏଭଳି ଧମକପୂର୍ଣ୍ଣ ଇମେଲ ମିଳିଛି, ଯାହାକି…

କୁକି, ମେଇତି ସମ୍ପ୍ରଦାୟ ସହ ଆଲୋଚନା କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୮।୬: ମଣିପୁର ଜାତିଆଣ ହିଂସା ଘଟଣାକୁ ବର୍ଷେରୁ ଅଧିକ ସମୟ ବିତିଥିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ସୋମବାର ଏହା ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶାହା ଉକ୍ତ ଉତ୍ତରପୂର୍ବାଞ୍ଚଳ ରାଜ୍ୟର ସୁରକ୍ଷା ସ୍ଥିତି ସମୀକ୍ଷା କରିବା…

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ଭୁବନେଶ଼୍ବର, ୧୩।୬: ନିର୍ବାଚନ ବେଳେ ବୁଥ୍‌ ଭଙ୍ଗାରୁଜାକୁ ନେଇ ଗିରଫ ହୋଇଥିବା ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତଳକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ହାଇକୋର୍ଟ ଏହି ମାମଲାରେ ଜାମିନ ମଂଜୁର କରଥିଲେ । ଆଜି ଖୋର୍ଦ୍ଧା JMFCରୁ ତାଙ୍କୁ ଜାମିନ…

ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ 

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ ଯାତ୍ରା କରିବେ। ସେଠାରେ ସେ ଜୁନ୍‌ ୧ ଯାଏ ରହିବେ। ଏହି ଗସ୍ତ ସମୟରେ…

ମାଗଣା ଯାତ୍ରାଠାରୁ ଆରମ୍ଭ କରି ଖାଇବା-ପିଇବା ପର୍ଯ୍ୟନ୍ତ ରିହାତି, ଭୋଟରଙ୍କ ପାଇଁ ଦମ୍‌ଦାର ଅଫର

ନୂଆଦିଲ୍ଲୀ,୨୫।୫: ଆଜି ଦେଶରେ ଷଷ୍ଠ ପର୍ଯ୍ୟାୟରେ ମତଦାନ। ଦିଲ୍ଲୀ ସିଟ ସମେତ ସାରା ଦେଶରେ ୫୮ଟି ସିଟ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟରଙ୍କୁ ଅଧିକରୁ ଅଧିକ ଭୋଟ ଦେବାକୁ ଉତ୍ସାହିତ କରିବା ଅଭିଯାନରେ କର୍ପୋରେଟ ଜଗତ ମଧ୍ୟ…

ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି: ରତ୍ନଭଣ୍ଡାର ଚାବି ତାମିଲନାଡୁ ଯାଇଛି

କଟକ,୨୦।୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି।…

ଏଏମ୍‌ଏଫ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୭ା୫: ଆକ୍ସିସ୍‌ ମ୍ୟୁଚୁଆଲ ଫଣ୍ଡ୍‌ (ଏଏମ୍‌ଏଫ୍‌)ର ନୂତନ ଉତ୍ପାଦ ତଥା ନୂଆ ଫଣ୍ଡ୍‌ ଅଫର ‘ଆକ୍ସିସ୍‌ ନିଫ୍ଟି ବ୍ୟାଙ୍କ ଇଣ୍ଡେକ୍ସ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଓପନ୍‌-ଏଣ୍ଡେଡ୍‌ ଇଣ୍ଡେକ୍ସ ଫଣ୍ଡ୍‌ ନିଫ୍ଟି ବ୍ୟାଙ୍କ ଟିଆର୍‌ଆଇକୁ ଟ୍ରାକ୍‌ କରିବା…

ଏପରି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୋଇଯାଏ ପୁରୁଷ ଜୀବନ; ଜାଣନ୍ତୁ କାହାକୁ କହିଛନ୍ତି ଚାଣକ୍ୟ…

ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ ଧନ୍ୟ…

ନାବାଳିକାଙ୍କୁ ବାରମ୍ବାର ବଳାତ୍କାର : ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡ

ବାଲେଶ୍ୱର,୨୫।୪(ମାନସ ବିଶ୍ୱାଳ): ବାଲେଶ୍ୱର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ରଞ୍ଜନ କୁମାର ସୂତାର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦୦୦ ଟଙ୍କା ଜରିମାନା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?