Uncategorized

ଆମ ବସ୍‌ ଦୁର୍ଘଟଣା: ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ

ଭୁବନେଶ୍ୱର,୪।୧: ଭୁବନେଶ୍ୱର ରୁପାଲି ଛକରେ ‘ଆମ ବସ’ ଦୁର୍ଘଟଣାର ପ୍ରତିବାଦ କରିଛି ଅଟୋ ମହାସଂଘ। କ୍ରୁଟ୍ର ଗାଡ଼କଣ ବସ୍‌ ଡିପୋ ଆଗରେ ବିକ୍ଷୋଭ କରାଯାଇଛି। ଅନ୍‌ ଲାଇନ ସ୍ମାର୍ଟ ସିଟି ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ ହୋଇଛି। ଶନିବାର ମୋ ବସ୍‌…

ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ: ଗିରଫ କଲା…

ଭୁବନେଶ୍ୱର,୪।୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ…

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ନୂତନ ରାଜନୈତିକ ବିତର୍କ ସୃଷ୍ଟି କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ…

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି ଦିନ ପରେ, ପୂର୍ବତନ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ (KKR) ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି ।…

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି…

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା ପାଇଁ ଖାଦ୍ୟରେ କିଛି ପୁଷ୍ଟିକର ଯୁକ୍ତ ଖାଦ୍ୟ ଅନ୍ତର୍ଭୁକ୍ତ କରିପାରିବେ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ,…

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା…

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ। ମହିଳାଙ୍କଠାରେ ହୃଦଘାତର ଲକ୍ଷଣ ପୁରୁଷମାନଙ୍କଠାରୁ ବହୁତ ଭିନ୍ନ ହୋଇଥାଏ । ମହିଳାମାନଙ୍କ କ୍ଷେତ୍ରରେ ହୃଦଘାତର…

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର ଅଲରାଉଣ୍ଡ ପ୍ରଦର୍ଶନ କରି ପାକିସ୍ତାନକୁ ୯୦ ରନରେ ପରାସ୍ତ କରିଥିଲା। ଦୁବାଇରେ ଖେଳାଯାଇଥିବା ଏହି…

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ…

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି ଏବଂ ଫୁଟବଲ୍ ବଦଳ କରିଥିଲେ। ଷ୍ଟାଡିୟମରେ ସଚିନଙ୍କୁ ଦେଖିବା ମାତ୍ରେ ଲୋକମାନେ ସଚିନଙ୍କୁ ପ୍ରଶଂସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri