Uncategorized

IPL 2026 Prize Money: RCB ଉପରେ ହେଲା ଟଙ୍କା ବର୍ଷା, ଛାଇ ଗଲେ କୋହଲି-ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ପାଞ୍ଚ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟାଇଟଲ ହାସଲ କରିଛି। ଗତ ସିଜନରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ପ୍ରଥମ ଥର ପାଇଁ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ ହେବାଭଳି ମାର୍ଗ ଆବିଷ୍କାର କରାଯାଇଛି। ମହାକାଶ ଯାନଗୁଡ଼ିକ ଏହି ନୂଆ ମାର୍ଗରେ ଗଲେ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଆଦିତ୍ୟ ମହାନ୍ତ (୨୭) ଏବଂ ସେ କେନ୍ଦୁଝର ସହରର ମାଗୁରଗାଡ଼ିଆ ଅଞ୍ଚଳର…

ହିନ୍ଦୁ ପୁଅ ସହ କଥା ହେବାରୁ ନାବାଳିକା ଝିଅକୁ ହତ୍ୟା କଲେ ବାପା, ମୃତଦେହକୁ ଖଣ୍ଡ ଖଣ୍ଡ କରି ରଖିଦେଲେ ଟ୍ରେନ ବଗିରେ, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୨୧।୫: ରାଜଧାନୀ ଲକ୍ଷ୍ନୌରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଗୋମତୀନଗର ଏକ୍ସପ୍ରେସର ଏକ ସ୍ଲିପର କୋଚର ବାକ୍ସ ଏବଂ ବ୍ୟାଗ ଭିତରୁ ମିଳିଥିବା ଯୁବତୀଙ୍କ ଖଣ୍ଡବିଖଣ୍ଡିତ ଶବ ମାମଲାରେ ଜିଆରପି (GRP) ଏକ ବଡ଼ ଖୁଲାସା…

୫ ଦେଶ ବୁଲି ଭାରତ ପାଇଁ ‘ଗେମ୍‌ଚେଞ୍ଜର ଡିଲ୍‌’ କଲେ ମୋଦି: ଜାଣନ୍ତୁ କ’ଶ ଘଟିଲା

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି। ଏହି ଗସ୍ତ…

ବିଜୟ-ରଶ୍ମିକାଙ୍କ ଗ୍ଲୋବାଲ ରେକର୍ଡ: ମେସି-ରୋନାଲ୍ଡୋଙ୍କୁ ପକାଇଲେ ପଛରେ

ସାଉଥ୍‌ ଇଣ୍ଡଷ୍ଟ୍ରିର ମୋଷ୍ଟ ଲଭେବଲ୍‌ କପଲ୍‌ ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଗତ କିଛି ମାସ ହେବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ବିବାହକୁ ଚଳିତବର୍ଷର ସବୁଠାରୁ ବଡ଼ ବିବାହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଉଭୟଙ୍କର…

ଚେତନାର ପାଠଶାଳା

ପୁସ୍ତକ ଦ୍ବାରା କମ୍‌ ବରଂ ଅଭିଜ୍ଞତା ଦ୍ବାରା ମାନବର ବିକାଶ ଅଧିକ ହୋଇଥାଏ। ”ପ୍ରଥମେ ନିଜେ ଶିଖ, ପରେ ଶିକ୍ଷା ଦିଅ।“ -ଏହି ବାକ୍ୟାଂଶ ଗଭୀର ସତ୍ୟ ପ୍ରକାଶ କରୁଛି। ଏହା ଏକ ଭାବପ୍ରବଣ ପୂର୍ଣ୍ଣ ସ୍ଲୋଗାନ ନୁହେଁ ବରଂ ସ୍ବାଭାବିକ,…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଚେତାବନୀ ଦିଆଯାଇଛି। ବୋର୍ଡର ଦୁର୍ନୀତି ନିବାରଣ ୟୁନିଟ୍‌ ଦ୍ୱାରା ପ୍ରୋଟୋକଲ ଉଲ୍ଲଂଘନ ଏବଂ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନ୍ୟପକ୍ଷେ ହତ୍ୟାକାଣ୍ଡରେ ସମ୍ପୃକ୍ତ…

ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ, ଷଷ୍ଠ ଶ୍ରେଣୀର ଛାତ୍ରୀ ଜଣଙ୍କ ଗର୍ଭବତୀ ହେବାରୁ…

ବ୍ରହ୍ମପୁର,୩୦ା୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ରୋହିତଲାଲ ପଣ୍ଡା ବୁଧବାର ଜଣେ ନାବାଳିକା ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ଏଥିସହ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୬ ମାସ ସଶ୍ରମ…

ଭୂମିକମ୍ପ ପରେ ମାଡ଼ି ଆସୁଛି ସମୁଦ୍ର

ଟୋକିଓ,୨୦।୪: ଜାପାନରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର ଜାପାନର ଉପକୂଳରେ ଏହି ଭୂମିକମ୍ପ ଘଟିଛି । ଏହାକୁ ସାମ୍ପ୍ରତିକ ସମୟରେ ଏହି ଭୂମିକମ୍ପ ଅଞ୍ଚଳରେ ହୋଇଥିବା…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?