ଇକୋ-ଟଏଲେଟ୍ରେ ୩ ବର୍ଷ ହେଲା ତାଲାପଡ଼ିଛି
ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ।…
ଭତ୍ତା ଟଙ୍କା ଆତ୍ମସାତ୍: ୫ଜଣଙ୍କୁ ନିଲମ୍ବନ ନିର୍ଦ୍ଦେଶ
ବଲାଙ୍ଗୀର ଅଫିସ,୨୩।୪: ବଲାଙ୍ଗୀର ମ୍ୟୁନିସିପାଲିଟି ଅଫିସ କର୍ମଚାରୀ କୋଭିଡ୍ ମହାମାରୀ ସମୟରେ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରିବାକୁ ନେଇଥିବା ଲକ୍ଷାଧିକ ଟଙ୍କା ଆତ୍ମସାତ୍ କରିଥିବା ଘଟଣା ଏବେ ଅଡିଟ୍ ବେଳେ ଧରାପଡିଛି। ଏହି ଘଟଣା ଧରାପଡିବା ପରେ ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ…
ଏନ୍ଆଇଏ ତଦନ୍ତ ପାଇଁ ଅମିତ ଶାହାଙ୍କୁ ଭାଜପାର ଚିଠି
ଭୁବନେଶ୍ୱର,୨୩।୪(ବ୍ୟୁରୋ): ହନୁମାନ ଜୟନ୍ତୀ ବେଳେ ସମ୍ବଲପୁରରେ ସଂଘଠିତ ହିଂସାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ରାଜ୍ୟ ଭାଜପା ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍ଆଇଏ) ତଦନ୍ତ ଦାବି କରିଛି। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍ପି ଓ ବିଧାୟକମାନେ ଶନିବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ…
କିରାଣିଙ୍କୁ ବସ୍ଉଠ୍ କଲେ ଏଡିଏମ୍, କର୍ମନିୟୋଜନ ଅଧିକାରିଣୀ
ଜଗତ୍ସିଂହପୁର ଅଫିସ, ୧୯।୪: ଜଗତ୍ସିଂହପୁର ଜିଲା କର୍ମ ନିୟୋଜନ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣି ରୁଦ୍ର ନାରାୟଣ ସାମନ୍ତଙ୍କୁ କର୍ମନିୟୋଜନ କାର୍ଯ୍ୟାଳୟ ଅଧିକାରିଣୀ (ଏମ୍ପ୍ଲଏମେଣ୍ଟ ଅଫିସର) ଅର୍ପିତା ପ୍ରିୟଦର୍ଶିନୀ ଓ ଅତିରିକ୍ତ ଜିଲାପାଳ(ଏଡିଏମ୍) ସଚ୍ଚିଦାନନ୍ଦ ସାହୁ ବସ୍ଉଠ୍ କରିଥିବା ନେଇ ସଙ୍ଗିନ…
ସରିଲା ମାଟ୍ରିକ୍ ଖାତା ମୂଲ୍ୟାୟନ : ମେ’ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ପରୀକ୍ଷାଫଳ
କଟକ ଅଫିସ,୧୭ା୪: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସମ୍ମେଟିଭ୍-୨ ପରୀକ୍ଷା ଖାତା ମୂଲ୍ୟାୟନ ସୋମବାର ଶେଷ ହୋଇଛି। ମେ’ ତୃତୀୟ ସପ୍ତାହ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ଗଣମାଧ୍ୟମକୁ ସୂଚନା…
କାନ୍ସ ଫିଲ୍ମ ଫେଷ୍ଟିଭାଲ୍ରେ ସନିଙ୍କ ‘କେନେଡି’
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସନି ଲେଓନ୍ଙ୍କ ଅଭିନୀତ ଫିଲ୍ମ ‘କେନେଡି’କୁ ଚଳିତ ବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସ୍କ୍ରିନିଂ ପାଇଁ ଚୟନ କରାଯାଇଛି। ଶୁକ୍ରବାର ଫିଲ୍ମର ଫାଷ୍ଟ ଲୁକ୍ ରିଲିଜ୍ ହୋଇଛି। ଏଥିରେ ସନି ଲେଓନ୍ ଏବଂ ରାହୁଲ ଭଟ୍ଟ ମୁଖ୍ୟ…
ପିଲାଙ୍କ ଜୀବନ ହେଉ ସରସ
ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ଜନ୍ମ ହେଲା ଦିନଠୁ ମଣିଷଟିଏ ତା’ ଜୀବନ ପଥରେ ଅବିଶ୍ରାନ୍ତ ଭାବେ ଧାଇଁଚାଲିଛି କେବଳ। ମାନସମ୍ମାନ, ଧନସମ୍ପତ୍ତି, ସୁଖସମୃଦ୍ଧି ପଛରେ ଧାଉଁଧାଉଁ ସରିଯାଉଛି ତା’ର ମହାର୍ଘ ସମୟ। ଏହା ଅବଶ୍ୟ ଆମେ ସମସ୍ତେ ଜାଣୁ ଯେ…
ଇଟାଲୀ ଆକାଶରେ ଏଲ୍ଭିସ୍
ରୋମ୍: କେନ୍ଦ୍ରୀୟ ଇଟାଲୀର ମଧ୍ୟ ଆକାଶରେ ଏକ ଲାଲ୍ ରଙ୍ଗର ବୃତ୍ତ(ଏଲ୍ଭିସ୍) ଦେଖିବାକୁ ମିଳିଛି। ଗତ ୨୭ ମାର୍ଚ୍ଚର ଏହି ଦୃଶ୍ୟ ଲୋକଙ୍କୁ ବେଶ୍ ଆଶ୍ଚର୍ଯ୍ୟ କରିଛି, ଯାହା ଏକ ବୈଜ୍ଞାନିକ କଳ୍ପନାଭିତ୍ତିକ ଚିତ୍ର ପରି ଦୃଶ୍ୟମାନ ହେଉଥିଲା। ଏକ ପର୍ବତର…
ରେଳ ଧାରଣାରେ ପଡ଼ିଛି ମୃତଦେହ, ହତ୍ୟା ସନ୍ଦେହ
କେନ୍ଦୁଝର,୯ା୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ନରଣପୁର ନିକଟ ଘଡ଼ଘଡ଼ି ମନ୍ଦିର ନିକଟରେ ରେଳ ଧାରଣାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ଜବତ ହୋଇଛି। କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଛି ନା ଆତ୍ମହତ୍ୟା ନା ରେଳ ଧକ୍କାରେ ମୃତ୍ୟୁ ଘଟିଛି…
ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ସନ୍ରାଇଜର୍ସ
ଲକ୍ଷ୍ନୌ,୭ା୪(ପି.ଟି.): ଶୁକ୍ରବାର ଲକ୍ଷ୍ନୌ ସୁପର୍ ଜାଏଣ୍ଟ୍ସ (ଏଲଏସ୍ଜି)କୁ ଭେଟିବ ସନରାଇଜର୍ସ ହାଇଦ୍ରାବାଦ। ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ନିକଟରୁ ହାରିବା ପରେ ଏହି ମ୍ୟାଚ୍ରେ ଦୃଢ ଭାବରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିବ ହାଇଦ୍ରାବାଦ। ଅଧିନାୟକ ଏଡେନ୍ ମାରାକ୍ରମଙ୍କ ଅନୁପସ୍ଥିତିରେ ଭୁବନେଶ୍ୱର କୁମାର…
ଲୋନ୍ ନାଁରେ ଲୁଟିନେଲେ ୧୭ ହଜାର
ରାଉରକେଲା ଅଫିସ,୪।୪: ଜଣେ ବ୍ୟକ୍ତିଙ୍କୁ ଲୋନ୍ କରାଇଦେବାକୁ କହି ତାଙ୍କଠାରୁ ଟଙ୍କା ଲୁଟ୍ ହୋଇଥିବା ନେଇ ପ୍ଲାଣ୍ଟସାଇଟ ଥାନାରେ ସୋମବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଡିଜେଲ କଲୋନୀ…
କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଧୂମ୍ଧାମରେ ଉତ୍କଳ ଦିବସ ପାଳିତ
ବାରାଣସୀ,୨।୪: କେବଳ ଓଡ଼ିଶାରେ ନୁହେଁ, ରାଜ୍ୟ ବାହାରେ ମଧ୍ୟ ୮୮ତମ ଉତ୍କଳ ଦିବସ ଧୂମ୍ଧାମରେ ପାଳିତ ହୋଇଯାଇଛି। କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟର ଉତ୍କଳ ସମାଜ ତରଫରୁ ବହୁ ଆଡ଼ମ୍ବରପୂର୍ଣ୍ଣ ଭାବେ ଉତ୍କଳ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ କାନ୍ତକବି ଲକ୍ଷ୍ମୀକାନ୍ତ…
Archives


