କଟକ ‘ଏ’ ଜିତିଲା କଳାହାଣ୍ଡି କପ୍
ଭୁବନେଶ୍ୱର, ୧।୧୧୨(କ୍ରୀଡ଼ା ପ୍ରତିନିଧି) : କଟକ ‘ଏ’ ଚଳିତ ବର୍ଷର କଳାହାଣ୍ଡି କପ୍ ବିଜେତା ହୋଇଛି। ବିଡ଼ାନାସୀ ଗ୍ରାଉଣ୍ଡରେ ଅନୁଷ୍ଠିତ ଫାଇନାଲରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ କଟକ ‘ଏ’ ବିଜେତା ଘୋଷିତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା କଟକ ‘ଏ’…
ଅବସରପ୍ରାପ୍ତ କ୍ୟାସିୟରଙ୍କୁ ୨ ବର୍ଷ ଜେଲ୍ଦଣ୍ଡ
ସୁନ୍ଦରଗଡ଼,୧ା୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ବୁଧବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ଅଭିଯୁକ୍ତ ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୂର୍ବତନ ତଥା ଅବସରପ୍ରାପ୍ତ କ୍ୟାସିୟର ତ୍ରିଲୋଚନ ନାଥଙ୍କୁ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଜେଲଦଣ୍ଡ ସହ ୫ହଜାର…
ଅବାଧ ବାଲି ଚାଲାଣ: ନଦୀବନ୍ଧ ଦୁର୍ବଳ
ଆଳି,୨୯ା୧୧(ଡି.ଏନ୍.ଏ.): ରାଜ୍ୟ ସରକାର ନଦୀ ଗ୍ରାସରୁ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ନିମନ୍ତେ ତଟବନ୍ଧ ବିଭାଗ ପକ୍ଷରୁ ଅର୍ଥ ଖର୍ଚ୍ଚକରି ନଦୀବନ୍ଧ ସୁଦୃଢ଼ କରାଯାଉଛି। ବାଲି ବ୍ୟବସାୟୀମାନେ ବନ୍ଧ କାଟି ନଦୀରୁ ଅହରହ ବାଲି ବୋଝେଇ ଗାଡ଼ି ନେଉଛନ୍ତି। ଫଳରେ ନଦୀବନ୍ଧ…
ମୃତଦେହ ରଖି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୯।୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆଠାରେ ବାଣ ବିସ୍ଫୋରଣ ବିଭିଷିକାରେ ରବିବାର ବିଳମ୍ବିତ ରାତିରେ ଦ୍ୱିତୀୟ ମୁଣ୍ଡ ଗଡିଛି । ସହରର ୧୨ ନଂ. ୱାର୍ଡ ଜୟିପୁରା ଗ୍ରାମର ଜୁମା ଖାନଙ୍କ ପୁଅ ପିଣ୍ଟୁ ଖାନଙ୍କ ମୃତ୍ୟୁ…
‘୧୧ ମାସରେ କେତେ ଜମି ଅଧିଗ୍ରହଣ ହୋଇଛି ସ୍ପଷ୍ଟ କର’
ପଦ୍ମପୁର,୨୯।୧୧(ଡି.ଏନ.ଏ.): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ପଦ୍ମପୁରର ଏକ ନିର୍ବାଚନୀ ସଭାରେ ବରଗଡ-ନୂଆପଡା ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର କାଲି ଜମି ଦେଲେ ପଅରଦିନ ରେଳ ପ୍ରକଳ୍ପ ନିମାଣ କାମ ଆରମ୍ଭ ହେବ ବୋଲି କହିଥିଲେ। ଏହାର ଜବାବରେ ବିଜେଡି…
୧୦ ଡିଗ୍ରୀ ତଳେ ୪ ସହର
ଭୁବନେଶ୍ୱର, ୨୯।୧୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କମୁଛି ପାରଦ। ଫଳରେ ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ରବିବାର ରାତିରେ ୯ଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳକୁ ରହିଥିଲା। କୋରାପୁଟର ସେମିଳିଗୁଡ଼ାରେ ସର୍ବନିମ୍ନ ୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ…
କଂଗ୍ରେସରେ ସାମିଲ ହେଲେ ଜୟ ନାରାୟଣ
ଅହମଦାବାଦ,୨୮।୧୧: ଗୁଜରାଟର ବରିଷ୍ଠ ନେତା ତଥା ବିଧାୟକ ଜୟ ନାରାୟଣ ବ୍ୟାସ ତାଙ୍କ ପୁଅ ସମୀର ବ୍ୟାସଙ୍କ ସହ ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି। ଅହମଦାବାଦରେ ଆୟୋଜିତ ଏକ ମିଶ୍ରଣ ପର୍ବରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କୁ ଦଳରେ ବିଧିବଦ୍ଧ…
୧୬,୫୦୦ କୋଟିର ଅଧିଗ୍ରହଣ କାର୍ଯ୍ୟ ସମ୍ପନ୍ନ
ଭୁବନେଶ୍ୱର,୨୨।୧୧: ଦେଶର ବାଣିଜି୍ୟକ ସଂସ୍ଥା (କମ୍ପାନୀ) ଆର୍ସଲମିତ୍ତଲ୍-ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍-ଏନ୍ଏସ୍ ଇଣ୍ଡିଆ) ଏସାର ଗ୍ରୁପଠାରୁ ୨ଟି ପୋର୍ଟସେଟ୍ ଏବଂ ଏକ ପାୱାର ପ୍ଲାଣ୍ଟ ଅଧିଗ୍ରହଣ କରିବା ସହ କର୍ପୋରେଟ୍ ଏବଂ ନିୟାମକ ଅନୁମୋଦନ ପାଇଁ ପ୍ରାୟ ୧୬,୫୦୦ କୋଟିର ଚୁକ୍ତି…
ନିଜ ମାଟିର ମହକରେ ରହିଛି ସ୍ବତନ୍ତ୍ରତା: ରାଷ୍ଟ୍ରପତି
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ଆଦର୍ଶ ମୋତେ ଅନୁପ୍ରାଣିତ କରିଛି। ଯେଉଁଠି ଥିଲେ ମଧ୍ୟ ନିଜ ମାଟିର ମହକରେ ସ୍ବତନ୍ତ୍ରତା ରହିଛି। ତଥାପି ନିଜ ଅଞ୍ଚଳର ଦିଗଦିଗନ୍ତର ସୌନ୍ଦର୍ଯ୍ୟ ନିଆରା। ଓଡ଼ିଶା ଆସି ମୁଁ ଅତ୍ୟନ୍ତ ଆନନ୍ଦିତ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ଶାହାରୁଖଙ୍କ ସହ ଛାଇ ଭଳି ରହିଥାନ୍ତି ଏହି ମହିଳା; ଗୋଟିଏ ଦିନରେ ଉଭୟଙ୍କ ଜନ୍ମଦିନ…
ବମ୍ବେ: ବେଳେବେଳେ ରକ୍ତର ସମ୍ପର୍କଠାରୁ ବି ଗାଢ଼ ହୋଇଥାଏ ହୃଦୟର ସମ୍ପର୍କ। କିଙ୍ଗ ଖାଁ ଶାହାରୁଖଙ୍କ ଜୀବନରେ ମଧ୍ୟ ସ୍ତ୍ରୀ ଗୌରୀଙ୍କୁ ଛାଡ଼ିଥିଲେ ଏଭଳି ଜଣେ ମହିଳା ଅଛନ୍ତି, ଯିଏ ସବୁବେଳେ ତାଙ୍କ ସୁଖଦୁଃଖରେ ଛାଇ ହୋଇ ରହିଥାନ୍ତି। ସେ ହେଉଛନ୍ତି…
କ୍ଲିକ୍ କେମେଷ୍ଟ୍ରି
ବେର୍ଟୋଜି : ବେର୍ଟୋଜି ଅକ୍ଟୋବର ୧୦, ୧୯୬୬ରେ ଆମେରିକାର ବୋଷ୍ଟନ୍ଠାରେ ଜନ୍ମଲାଭ କରିଥିଲେ ଏବଂ ୧୯୯୩ରେ ବରକେଲେସ୍ଥିତ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରୁ ପିଏଚ.ଡି ଲାଭ କରିଥିଲେ। ତାଙ୍କର ଗବେଷଣା କ୍ଷେତ୍ର ଥିଲା ‘ଅଙ୍ଗାର ସହିତ ସଂପୃକ୍ତ ଗ୍ଲାଇକୋସାଇଡ୍ଗୁଡ଼ିକର ସଂଶ୍ଳେଷଣ ଏବଂ କ୍ରିୟାବିଧି ଅଧ୍ୟୟନ’।…
ପ୍ରସ୍ତୁତ ହେବ ଚିଠା ଯୋଜନା
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ ମୋଟର କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ବିଭିନ୍ନ ଘରୋଇ ଓ ଅଣସଂଗଠିତ ପରିବହନ ସଂସ୍ଥା ପ୍ରଭୃତିରେ କାମ କରୁଥିବା ଚାଳକ ଓ କର୍ମଚାରୀମାନଙ୍କର…
Archives


