କେନ୍ଦ୍ର ସାହିତ୍ୟ ଏକାଡେମୀର ବିଜ୍ଞାନ-ସମ୍ପାନରେ କମଳାକାନ୍ତ
ଭୁବନେଶ୍ୱର,୬।୩(ବ୍ୟୁରୋ): ଦିଲ୍ଲୀଠାରେ ଆସନ୍ତା ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସାହିତ୍ୟ ଏକାଡେମୀର ବାର୍ଷିକ ସାହିତ୍ୟ ଉତ୍ସବ ‘ଫେଷ୍ଟିଭାଲ ଅଫ୍ ଲେଟର୍ସ୍’ ପାଳନ କରାଯିବ। ଏହି ଉତ୍ସବର ବିଜ୍ଞାନ-ସମ୍ପାନରେ ବିଶିଷ୍ଟ ଜନପ୍ରିୟ ବିଜ୍ଞାନ ଲେଖକ ତଥା ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପଦାର୍ଥ…
କ୍ଷୀର ଏମ୍ଏସ୍ପି ତୁରନ୍ତ ଲାଗୁ କରାଯାଉ
ଭୁବନେଶ୍ୱର,୬।୩(ବ୍ୟୁରୋ): ଦୁଗ୍ଧର ଲିଟର ପିଛା ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍.ଏସ୍.ପି.) ୩୫ ଟଙ୍କା କରିବାକୁ ଓଡ଼ିଶା ଦୁଗ୍ଧଚାଷୀ ମହାସଂଘ ଦାବି କରି ଆସୁଛି। ତେବେ ଏହାକୁ ସମାଜବାଦୀ ପାର୍ଟି ସମର୍ଥନ କରିବା ସହ ଦୁଗ୍ଧ ଚାଷୀଙ୍କ ଆର୍ଥତ୍କ ସ୍ବଚ୍ଛଳତା ବୃଦ୍ଧି ପାଇଁ…
ଖର୍ଚ୍ଚ ପାଇଁ ତରବର
ଭୁବନେଶ୍ୱର,୫ା୩(ବ୍ୟୁରୋ) ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ହେବାକୁ ବସିବସିଥିବାବେଳେ ଅନେକ ବିଭାଗ ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସକ୍ଷମ ହୋଇନାହାନ୍ତି। ଏପରି କି କେତେକ ବିଭାଗ ୪୦% ଅର୍ଥ ବି ଖର୍ଚ୍ଚ କରିପାରିନାହାନ୍ତି। ବିଭାଗଗୁଡ଼ିକ ବକେୟା ଅର୍ଥ ଖର୍ଚ୍ଚ ପାଇଁ ଏବେ…
ଟିକେଟକୁ ନେଇ କନ୍ଦଳ ତେଜୁଛି
ଭୁବନେଶ୍ୱର, ୬।୩ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ମାତ୍ର ୨ଦିନ ସମୟ ରହିଛି। ତେବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଟିକେଟ ପାଇବାକୁ ଆଶାୟୀ ସଂଖ୍ୟା ଅଧିକ ରହୁଥିବାରୁ ପ୍ରାର୍ଥୀ ଚୟନ ବିଭିନ୍ନ ଦଳ…
ପନିରସେଲ୍ଭାମଙ୍କ ଭାଇ ଏଆଇଏଡିଏମ୍କେରୁ ବହିଷ୍କୃତ
ଚେନ୍ନାଇ,୬।୩: ଶଶିକଳାଙ୍କୁ ଭେଟିଥିବା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ପନିରସେଲ୍ଭାମଙ୍କ ଭାଇ ଓ. ରାଜାଙ୍କ ସମେତ ଥେନି ଜିଲାର ଅନ୍ୟ ୩ ଜଣ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଏଆଇଏଡିଏମ୍କେରୁ ବହିଷ୍କାର କରାଯାଇଛି। ବହିଷ୍କୃତ ହୋଇଥିବା ଅନ୍ୟ ୩ ନେତା ହେଲେ ଏସ୍. ମୁରୁଗେସାନ,…
ପ୍ରାର୍ଥୀଙ୍କ ବ୍ୟକ୍ତିତ୍ୱ ହେବ ମାପକାଠି
ଯାଜପୁର ଅଫିସ,୨।୩: ରାଜ୍ୟର ଅନ୍ୟତମ ୧୫୩ ବର୍ଷର ପୁରୁଣା ଯାଜପୁର ପୌର ପରିଷଦରେ ଦୀର୍ଘ ୩ ବର୍ଷ ପରେ ନିର୍ବାଚନ ହେବାକୁ ଯାଉଛି। ବୁଧବାରଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଥିବାରୁ ଏହି ପୁରୁଣା ସହରରେ ଆଶାୟୀ ପ୍ରାର୍ଥୀ ଏବଂ ଭୋଟରଙ୍କ…
ସୁରକ୍ଷାରେ ୪୦ ପ୍ଲାଟୁନ୍ ଫୋର୍ସ
ପୁରୀ ଅଫିସ,୧୩।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଓ ଶରଧାବାଲି କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ…
୩ ଯାଆଙ୍କ ମଧ୍ୟରେ ଲଢ଼େଇ
ଖଇରା,୧୩।୨(ଡି.ଏନ.ଏ.): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଗର୍ସଙ୍ଗ ୬ନଂ ଜିଲା ପରିଷଦ ଜୋନରେ ୩ ମହିଳା ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ବିଜେଡିରୁ ସୁଷମା ମହାପାତ୍ର, ଭାଜପାରୁ ମିନାକ୍ଷୀ ମହାପାତ୍ର ଓ କଂଗ୍ରେସରୁ ବୀଣାପାଣି ଶୁକ୍ଳ ମଇଦାନକୁ…
ଚନ୍ଦନ ଶ୍ରେଷ୍ଠ ଅଭିନେତା, ଦିବ୍ୟାଦିଶା ଶ୍ରେଷ୍ଠ ଅଭିନେତ୍ରୀ
ଭୁବନେଶ୍ୱର, ୧୩।୨ (ବ୍ୟୁରୋ): ମାସ୍ ଇଭେଣ୍ଟ୍ସ ପକ୍ଷରୁ ଓଡ଼ିଶା ମୋଶନ ପିକ୍ଚର୍ ଆୱାର୍ଡ ପ୍ରଦାନ ଉତ୍ସବ ଶନିବାର ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି। ଶ୍ରେଷ୍ଠ ଅଭିନେତା ଭାବେ ଚନ୍ଦନ କର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଦିବ୍ୟାଦିଶା ମହାନ୍ତି ପୁରସ୍କୃତ ହୋଇଛନ୍ତି।…
ଡିଜିଟାଲ ଅଧିକାର
ମାଗ୍ରେଥ ଭେଷ୍ଟାଗର୍ ବ୍ୟବସାୟ, ପଢ଼ା, କିଣାବିକା, ସମ୍ପର୍କ ରକ୍ଷା କରିବା, ସାଥୀ ପାଇବା କିମ୍ବା ପରିବାର ଓ ବନ୍ଧୁଙ୍କୁ ସାହାଯ୍ୟ ଯୋଗାଇବା କ୍ଷେତ୍ରରେ ଇଣ୍ଟର୍ନେଟର ଗୁରୁତ୍ୱ ଦର୍ଶାଇବାକୁ ମହାମାରୀର ଆବଶ୍ୟକତା ନ ଥିଲା। ମହାମାରୀ ପୂର୍ବରୁ ଇଣ୍ଟର୍ନେଟ ସହ ଆମେ ଅଭ୍ୟସ୍ତ…
ମହିଳା ଟ୍ରାଫିକ୍ କନଷ୍ଟେବଳଙ୍କୁ ଦୁର୍ବ୍ୟବହାର
ଭୁବନେଶ୍ୱର,୯।୨(ବ୍ୟୁରୋ): କାର୍ଯ୍ୟ ସମ୍ପାଦନ କରୁଥିବା ଦୁଇ ମହିଳା କନଷ୍ଟେବଳଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର ଥାନା ଅଧୀନ ଆଚାର୍ଯ୍ୟ ବିହାର ଅଞ୍ଚଳରେ ରହୁଥିବା…
ମାଟିତଳୁ ହାତୀର ଗଳିତ ମୃତଦେହ ଉଦ୍ଧାର
ଭୁବନେଶ୍ୱର, ୯।୨(ବ୍ୟୁରୋ)/ ନରସିଂହପୁର(ସ୍ବ.ପ୍ର.): ହାତୀ ମୃତ୍ୟୁକୁ ନେଇ ପୁଣି ଚର୍ଚ୍ଚାରେ ଆଠଗଡ଼ ବନଖଣ୍ଡ। ହାତୀ ମୃତ୍ୟୁ ପାଇଁ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଆଠଗଡ଼ ରେଞ୍ଜ ଅଫିସର ନିଲମ୍ବିତ ହୋଇଥିବାବେଳେ ସେହି ଆଠଗଡ଼ ବନଖଣ୍ଡ ଅଧୀନ ନରସିଂହପୁର ୱେଷ୍ଟ ରେଞ୍ଜରୁ ପୁଣି ଏକ…
Archives


