Uncategorized

ଅଫିସ୍‌ରେ ପଶି ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ମାଡ଼

ପଟ୍ଟାମୁଣ୍ଡାଇ,୩।୪(ସ୍ବ.ପ୍ର.): ଚାଷ ଜମି ପାଖରେ ବେଆଇନ ଇଟାଭାଟି ନିର୍ମାଣକୁ ବିରୋଧ କରି ଚାଷୀମାନେ ତହସିଲଦାରଙ୍କୁ ବାରମ୍ବାର ଜଣାଇଥିଲେ । ହେଲେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା । ଶନିବାର ଚାଷୀମାନେ ତହସିଲ ଅଫିସରେ ପଶି ତହସିଲଦାରଙ୍କୁ…

ସାଇକେଲ ରାଣୀ

ଦୀର୍ଘ ପଚାଶ ବର୍ଷ ତଳେ ଯେତେବେଳେ ଜାତୀୟ କିମ୍ବା ଆନ୍ତର୍ଜାତିକ ସ୍ତରରେ ଆୟୋଜିତ ହେଉଥିବା କ୍ରୀଡ଼ା ଉତ୍ସବଗୁଡ଼ିକରେ ଅନ୍ୟାନ୍ୟ ରାଜ୍ୟର କ୍ରୀଡ଼ାବିତ୍‌ମାନେ ବେଶ୍‌ ସୁନାମ ଅର୍ଜନ କରି ରାଜ୍ୟର ଗୌରବ ବୃଦ୍ଧି କରାଉଥିଲେ, ସେ ସମୟରେ ଜଣେ ଓଡ଼ିଆ ଝିଅ ପଡ଼ିଆରେ…

ଗୋଟିଏ ଛାତ ତଳେ ବହୁବିଧ ବ୍ରାଣ୍ଡ୍‌

ବାଣିଜ୍ୟରେ ସ୍ନାତକ ପାସ୍‌ ପରେ ଚାକିରି ନ ଖୋଜି ପାରିବାରିକ ବ୍ୟବସାୟରେ ହାତ ଦେଇଥିଲେ। ଓଡ଼ିଶାରେ ବ୍ରାଣ୍ଡେଡ୍‌ ପୋଷାକର ଚାହିଦା ବଢ଼ୁଥିବାବେଳେ ପ୍ରତିଯୋଗିତା ମୂଳକ ବଜାରରେ କିପରି ସଫଳ ହେଲେ ସେନେଇ ଧରିତ୍ରୀକୁ ସାକ୍ଷାତ୍‌କାର ବେଳେ କହିଛନ୍ତି ଜିଆର୍‌ସି ଗାର୍ମେଣ୍ଟ୍‌ସ ପ୍ରା.ଲିଃ.…

ଜଣେ ଅନ୍ୟ ଜଣଙ୍କର ଶକ୍ତି ପାଲଟିବା ଦରକାର: ଶୁଭଶ୍ରୀ

ସମାଜରେ ଅବହେଳିତ ନାରୀଙ୍କ ପାଇଁ ସେ ପାଲଟିଛନ୍ତି ପ୍ରେରଣାର ଉତ୍ସ। ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ସୋସିଆଲ ଡେଭ୍‌ଲପ୍‌ମେଣ୍ଟ (ଆଇଏସ୍‌ଡି) ନାମକ ଏକ ଅନୁଷ୍ଠାନ ଗଠନକରି ଏହା ମାଧ୍ୟମରେ ଅନେକ ମହିଳାଙ୍କ ପାଇଁ ସେ କାମ କରୁଛନ୍ତି। ଏହା ବ୍ୟତୀତ ଝିଅମାନେ କୌଣସି ଗୁଣରେ…

ରିଲିଜ୍‌ ହେଲା ‘ଭୂମିପୂତ୍ର’ ଗେମ୍‌

ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍‌ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଇଞ୍ଜିନିୟରିଂ ଛାତ୍ରମାନେ ପ୍ରସ୍ତୁତ କରିଛନ୍ତି ଏକ ଗେମ୍‌ ‘ଭୂମିପୂତ୍ର’। ବିଜୁ ବାବୁଙ୍କ ୧୦୬ତମ ଜୟନ୍ତୀ ଅବସରରେ ଏହା ରିଲିଜ୍‌ ହୋଇଛି। ବିଜୁବାବୁଙ୍କ ବୀରତ୍ୱ ବଖାଣୁଥିବା ଏହି ଗେମ୍‌ର ଟ୍ରେଲର ଫେବୃୟାରୀ…

କେନ୍ଦ୍ର ସାହିତ୍ୟ ଏକାଡେମୀର ବିଜ୍ଞାନ-ସମ୍ପାନରେ କମଳାକାନ୍ତ

ଭୁବନେଶ୍ୱର,୬।୩(ବ୍ୟୁରୋ): ଦିଲ୍ଲୀଠାରେ ଆସନ୍ତା ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସାହିତ୍ୟ ଏକାଡେମୀର ବାର୍ଷିକ ସାହିତ୍ୟ ଉତ୍ସବ ‘ଫେଷ୍ଟିଭାଲ ଅଫ୍‌ ଲେଟର୍ସ୍‌’ ପାଳନ କରାଯିବ। ଏହି ଉତ୍ସବର ବିଜ୍ଞାନ-ସମ୍ପାନରେ ବିଶିଷ୍ଟ ଜନପ୍ରିୟ ବିଜ୍ଞାନ ଲେଖକ ତଥା ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପଦାର୍ଥ…

କ୍ଷୀର ଏମ୍‌ଏସ୍‌ପି ତୁରନ୍ତ ଲାଗୁ କରାଯାଉ

ଭୁବନେଶ୍ୱର,୬।୩(ବ୍ୟୁରୋ): ଦୁଗ୍ଧର ଲିଟର ପିଛା ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌.ଏସ୍‌.ପି.) ୩୫ ଟଙ୍କା କରିବାକୁ ଓଡ଼ିଶା ଦୁଗ୍ଧଚାଷୀ ମହାସଂଘ ଦାବି କରି ଆସୁଛି। ତେବେ ଏହାକୁ ସମାଜବାଦୀ ପାର୍ଟି ସମର୍ଥନ କରିବା ସହ ଦୁଗ୍ଧ ଚାଷୀଙ୍କ ଆର୍ଥତ୍କ ସ୍ବଚ୍ଛଳତା ବୃଦ୍ଧି ପାଇଁ…

ଖର୍ଚ୍ଚ ପାଇଁ ତରବର

ଭୁବନେଶ୍ୱର,୫ା୩(ବ୍ୟୁରୋ) ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ହେବାକୁ ବସିବସିଥିବାବେଳେ ଅନେକ ବିଭାଗ ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସକ୍ଷମ ହୋଇନାହାନ୍ତି। ଏପରି କି କେତେକ ବିଭାଗ ୪୦% ଅର୍ଥ ବି ଖର୍ଚ୍ଚ କରିପାରିନାହାନ୍ତି। ବିଭାଗଗୁଡ଼ିକ ବକେୟା ଅର୍ଥ ଖର୍ଚ୍ଚ ପାଇଁ ଏବେ…

ଟିକେଟକୁ ନେଇ କନ୍ଦଳ ତେଜୁଛି

ଭୁବନେଶ୍ୱର, ୬।୩ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ମାତ୍ର ୨ଦିନ ସମୟ ରହିଛି। ତେବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଟିକେଟ ପାଇବାକୁ ଆଶାୟୀ ସଂଖ୍ୟା ଅଧିକ ରହୁଥିବାରୁ ପ୍ରାର୍ଥୀ ଚୟନ ବିଭିନ୍ନ ଦଳ…

ପନିରସେଲ୍‌ଭାମଙ୍କ ଭାଇ ଏଆଇଏଡିଏମ୍‌କେରୁ ବହିଷ୍କୃତ

ଚେନ୍ନାଇ,୬।୩: ଶଶିକଳାଙ୍କୁ ଭେଟିଥିବା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ପନିରସେଲ୍‌ଭାମଙ୍କ ଭାଇ ଓ. ରାଜାଙ୍କ ସମେତ ଥେନି ଜିଲାର ଅନ୍ୟ ୩ ଜଣ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଏଆଇଏଡିଏମ୍‌କେରୁ ବହିଷ୍କାର କରାଯାଇଛି। ବହିଷ୍କୃତ ହୋଇଥିବା ଅନ୍ୟ ୩ ନେତା ହେଲେ ଏସ୍‌. ମୁରୁଗେସାନ,…

ପ୍ରାର୍ଥୀଙ୍କ ବ୍ୟକ୍ତିତ୍ୱ ହେବ ମାପକାଠି

ଯାଜପୁର ଅଫିସ,୨।୩: ରାଜ୍ୟର ଅନ୍ୟତମ ୧୫୩ ବର୍ଷର ପୁରୁଣା ଯାଜପୁର ପୌର ପରିଷଦରେ ଦୀର୍ଘ ୩ ବର୍ଷ ପରେ ନିର୍ବାଚନ ହେବାକୁ ଯାଉଛି। ବୁଧବାରଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଥିବାରୁ ଏହି ପୁରୁଣା ସହରରେ ଆଶାୟୀ ପ୍ରାର୍ଥୀ ଏବଂ ଭୋଟରଙ୍କ…

ସୁରକ୍ଷାରେ ୪୦ ପ୍ଲାଟୁନ୍‌ ଫୋର୍ସ

ପୁରୀ ଅଫିସ,୧୩।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ଓ ଶରଧାବାଲି କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?