Uncategorized

ଜନଜାତି ସଂସ୍କୃତିରେ ନାରୀ

ଡ. ପ୍ରଫୁଲ୍ଲ କୁମାର ସାହୁ ଭାରତୀୟ ସମାଜ ଜୀବନର ଏକ ପ୍ରଧାନ ଅଙ୍ଗ ହେଉଛି ଆଦିବାସୀ ସଂସ୍କୃତି। ପ୍ରକୃତିର ମନୋଜ୍ଞ ପରିବେଶରେ ଜୀବନ ଧାରଣ କରି ଏକ ସୁଦୀର୍ଘ ସାଂସ୍କୃତିକ ପରମ୍ପରା ସୃଷ୍ଟିକରିଥିବା ଆଦିବାସୀମାନେ ହିଁ ଏ ଦେଶର ମୂଳ...

କ୍ୱିକ୍‌ ହିଲର ପରବର୍ତ୍ତୀ ପିଢି ସିକ୍ୟୁରିଟି ସଲ୍ୟୁଶନ

ପୁଣେ,୧୯-୫: କ୍ୱିକ୍‌ ହିଲ ଟେକ୍ନୋଲୋଜି ଲିମିଟେଡ ପକ୍ଷରୁ ପରବର୍ତ୍ତିି ପିଢିର ସାଇବର ସିକ୍ୟୁରିଟି ସଲ୍ୟୁଶନ ଲାଇଟର ସ୍ମାର୍ଟର ଫାଷ୍ଟର ସମ୍ପର୍କରେ ଘୋଷଣା କରାଯାଇଛି। ଏଗୁଡିକ ଲାପଟପ ଏବଂ ଡେକ୍ସଟପ ପାଇଁ ସହାୟକ ହୋଇ ପାରିବ। ଭବିଷ୍ୟତକୁ ସୁହାଇଲା ଭଳି ସିକ୍ୟୁରିଟି...

ସୁଖଦ ଯାତ୍ରା ପାଇଁ..ବିଶେଷ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ..

ସୋଲୋ ଟ୍ରାଭଲିଂ ମାନେ ମନପସନ୍ଦର ସ୍ଥାନକୁ ଏକା ଭ୍ରମଣ କରିବା। ତେବେ ଏହି ସୋଲୋ ଟ୍ରାଭଲିଂ ସମୟରେ କିଛିଟା ବିଶେଷ ଦିଗ ପ୍ରତି ନିହାତି ଧ୍ୟାନ ଦେବା ଦରକାର। ଆସନ୍ତୁ ଜାଣିବା ସେ ସମ୍ପର୍କରେ…. * ଭ୍ରମଣରେ ଯିବା ପୂର୍ବରୁ...

ଅଷ୍ଟ୍ରେଲିଆରେ ଖେଳିବ ଭାରତୀୟ ମହିଳା ଏ’ ଦଳ

ନୂଆଦିଲ୍ଲୀ,୧୭ା୫- ଭାରତୀୟ ମହିଳା ଏ’ ଦଳ ଲାଗି ସିରିଜ୍‌ ଆୟୋଜନ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଶୁକ୍ରବାର ସ୍ପଷ୍ଟ କରିଛି। ଚଳିତ ଡିସେମ୍ବରରେ ଭାରତୀୟ ମହିଳା ଏ’ ଦଳ ଅଷ୍ଟ୍ରେଲିଆ ଗସ୍ତ କରି ୩ଟି ଲେଖାଏ ଦିନିକିଆ ଓ...

ବଳାରଙ୍ଗ ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ସୋନପୁର,୧୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବଳାରଙ୍ଗ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ପ୍ରେମୀ ଯୁଗଳ ବିଷପାନ କରି ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଗ୍ରାମର ଅଚ୍ୟୁତ ଭୋଇ(୨୨)ଙ୍କର ଜଣେ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ମାତ୍ର...

ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର

ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂହ ଡୋଟାସରଙ୍କ ପକ୍ଷରୁ ଏକ ପ୍ରସ୍ତାବ...

ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ...

ସୁଇମିଂପୁଲ୍‌ରେ ଆପଣଙ୍କ ପିଲା ସ୍ନାନ କରୁଛନ୍ତି କି? ହୋଇପାରେ ଏସବୁ ରୋଗ

ଗ୍ରୀଷ୍ମଋତୁରେ ସୁଇମିଂପୁଲ୍‌, ଓ୍ବାଟର ପାର୍କ ଯିବା ପାଇଁ ବହୁ ଲୋକ ପସନ୍ଦ କରିଥାନ୍ତି। ବିଶେଷକରି କରି ପିଲାମାନେ ସୁଇମିଂ ପୁଲ୍‌ରେ ମଜା ନେବାକୁ ଖୁବ୍‌ ଭଲପାଆନ୍ତି। ଅଭିଭାବକମାନେ ମଧ୍ୟ ପିଲାମାନଙ୍କୁ ଖରାଦିନେ ସୁଇମିଂ ପୁଲ୍‌କୁ ନେଇ ଯାଇଥାନ୍ତି। କିନ୍ତୁ କିଛିକ୍ଷଣ...

ଜିଁବାର ଖାଏବାର ବାଟଖୁଛନ୍‌ ଶାଶ୍‌ବହ

ଲାଠୋର, ୧୬ା୫ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଖଇରାପଡ଼ାର ବୁରୁଧ୍‌ ମନୁ ଭୋଇ(୮୦)କଁର ମୁର୍‌ତୁରେ ପରିବାରଟା ପୂରାପୂରି ବେସାହାରା ହେଇଯାଇଛନ୍‌। ସୂଚନା ଅନ୍‌ସାରେ ମନୁ ଭୋଇକଁର ମାଏକିନା ଗମ୍ଭାରୀ ଭୋଇ, ଝି’ କଲାବତୀ ଆର ପୁଓ ଶଙ୍କରକେ ନେଇ...

ରଣପୁରରେ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା

ରଣପୁର,୧୪ା୫ (ସ୍ବ.ପ୍ର.)- ପୁରୀ ଶ୍ରୀମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ସହ ସାମଞ୍ଜସ୍ୟ ରହୁଥିବା ରଣପୁର ଜଗନ୍ନାଥ ମନ୍ଦିରରେ ମଧ୍ୟ ବାରମାସରେ ତେରପର୍ବ ପାଳିତ ହୋଇଥାଏ। ତନ୍ମଧ୍ୟରୁ ଚନ୍ଦନ ଯାତ୍ରା ଅନ୍ୟତମ। ଠାକୁରଙ୍କ ଜଳକ୍ରୀଡାକୁ ଚନ୍ଦନ ଯାତ୍ରା କୁହାଯାଏ। ଅକ୍ଷୟ ତୃତୀୟାଠାରୁ ଆରମ୍ଭ...

ବାଲିଗୁଡ଼ାରେ ଉପସ୍ଥିତି ଜାହିର କଲେ ମାଓବାଦୀ: ଗଛ ପକାଇ ରାସ୍ତା ଅବରୋଧ କଲେ

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ପୁଣି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସୋମବାର ମଧ୍ୟ  ରାତିରେ ବାଲିଗୁଡ଼ା- କଣ୍ଟାମାଳ ମୁଖ୍ୟରାସ୍ତାର ପରୁଭଟ୍ଟା ଘାଟିରେ ଗଛକାଟି ରାସ୍ତା ଅବରୋଧ କରିଛନ୍ତି। ସେଠାରେ ପୋଷ୍ଟର ମଧ୍ୟ ଛାଡି ଯାଇଥିଲେ। ମଙ୍ଗଳବାର...

କିରାନାରେ କ୍ରାନ୍ତି ଆଣିବ ରିଲାଏନ୍ସ

ନୂଆଦିଲ୍ଲୀ,୧୩।୫: ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଦେଶର ଟେଲିକମ୍‌ ଶିଳ୍ପରେ ପରିବର୍ତ୍ତନ ଆଣିବା ପରେ ଏବେ କିରାନା ବା ଖୁଚୁରା ଷ୍ଟୋର କ୍ଷେତ୍ରରେ କ୍ରାନ୍ତି ଆଣିବା ଦିଗରେ ଅଗ୍ରସର ହେଉଛି। ଦେଶରେ ୭୦୦ ବିଲିୟନ ଡଲାରର ଖୁଚୁରା...

ଓସିଏ ସମ୍ବିଧାନ ସଂଶୋଧନ ଘଟଣା: ଆମିକସ୍‌ କ୍ୟୁରିଙ୍କୁ ଭେଟିଲେ ଆଶୀର୍ବାଦ, ଧୀରେନ, ଦୀପକ

କଟକ ଅଫିସ,୧୩ା୫- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ବିଧାନ ସଂଶୋଧନକୁ ନେଇ ଏବେ ବି ଅଡୁଆ ରହିଛି। ପୂର୍ଣ୍ଣ ସଦସ୍ୟତା ଦେବା କ୍ଷେତ୍ରରେ ଟାଳଟୁଳ ନୀତି ଆପଣାଯାଇଛି ବୋଲି ରାଜ୍ୟର ବିଭିନ୍ନ କ୍ରିକେଟ କ୍ଲବ ଅଭିଯୋଗ କରିଛନ୍ତି। ଏହି ଅଡୁଆ ତୁଟାଇବାକୁ...

ତିତ୍‌ଲି ଦୁଃଖ ଯାଇନି, ମାଡ଼ିଆସୁଛି ‘ଫନୀ’ ଲୋକେ ଆତଙ୍କିତ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.) : ସାମୁଦ୍ରିକ  ଝଡ଼  ତିତ୍‌ଲି ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହୋଇଥିଲା। ଇତିମଧ୍ୟରେ ତିତ୍‌ଲିକୁ ୬ ମାସ ପୂରିବାକୁ ବସିଥିବାବେଳେ ଏବେବି ଅନେକ ଲୋକଙ୍କ ଦୁଃଖ ଯାଇନାହିଁ ।  ଆଜିପର୍ଯ୍ୟନ୍ତ ବନ୍ୟା ସହାୟତା...

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ ଥିବା ସମସ୍ତ ଛୋଟବଡ଼ ଓକିଲ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ...

ଟ୍ରେନରେ ବଢୁଛି ଯାତ୍ରୀଙ୍କ ସାମଗ୍ରୀ ଚୋରି ୧୦ ବର୍ଷରେ ୧.୭୧ ଲକ୍ଷ ମାମଲା ଦାଏର

ନୂଆଦିଲ୍ଲୀ,୨୯-୪: ଟ୍ରେନରେ ଯାତ୍ରୀଙ୍କ ସାମଗ୍ରୀ ଚୋରି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍‌ପିଏଫ୍‌ ଓ ଜିଆର୍‌ପି ଥାଇ ମଧ୍ୟ ଚୋରି ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ ହୋଇଛି। ରେଳ ମନ୍ତ୍ରଣାଳୟ ଦ୍ୱାରା ଜାରି ଆର୍‌ଟିଆଇ ତଥ୍ୟରୁ ଜଣାପଡିଛି ଯେ,...

ଗଁ। ସ୍କୁଲରୁ ଦୁଇଥର ଟିସି ନେଲେ:ଆଦର୍ଶ ବିଦ୍ୟାଳୟରେ ନଁ। ଲେଖାବାରୁ ବଁଚିତ୍‌ ଛାତ୍ର ଦିବ୍ୟରଞ୍ଜନ

ଲୋଇସିଂହା,୨୭।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ଛାତ୍ର ଦିବ୍ୟରଞ୍ଜନ ନାଗକଁର ଭବିଷତ ସଂଗେ ଆଦର୍ଶ ବିଦ୍ୟାଳୟ କତୁରପକ୍ଷ ଖେଲ୍‌ ଖେଲୁଥିବାର ଅଭିଯୋଗ ହେଇଛେ। ତାହାକୁ ଆଡମିଶନ ଲାଗି ଆଦର୍ଶ ବିଦ୍ୟାଳୟ ତରଫୁ ଦୁଇଦୁଇ ଥର ଡାକରା ହେଇଥିଲା।...