Uncategorized

ହସ୍ପିଟାଲରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ, ୩୦ା୭-ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଗୁରୁବାର ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସେ ହସ୍ପିଟାଲ ଯାଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ଅଧ୍ୟକ୍ଷ…

୫୧ ବର୍ଷରେ ଜଣ୍ଟି ରୋଡ୍ସ; ଭାରତ ସହିତ କ’ଣ ରହିଛି ସ୍ବତନ୍ତ୍ର ସଂଯୋଗ ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ମର୍ଡନ କ୍ରିକେଟ୍‌ରେ ଫିଲ୍ଡିଂର ଚିତ୍ର ବଦଳାଇ ଦେଇଥିବା ଦକ୍ଷିଣ ଆଫ୍ରିକାର ମହାନ କ୍ରିକେଟର୍‌ ଜଣ୍ଟି ରୋଡ୍ସ ସୋମବାର ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ କ୍ରିକେଟ୍‌ ଦୁନିଆର ଅନେକ ଖେଳାଳି ଜଣ୍ଟିଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ଜଣ୍ଟି…

ସିରିଜ ଉପରେ ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଦଳର ନଜର

ମାଞ୍ଚେଷ୍ଟର, ୨୩।୭- ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ କ୍ରିକେଟ ଟେଷ୍ଟ ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ରହିଛି। ପ୍ରଥମ ଟେଷ୍ଟକୁ ଓ୍ବେଷ୍ଟଇଣ୍ଡିଜ ଜିତି ଥିବାବେଳେ ଦ୍ୱିତୀୟ ଟେଷ୍ଟରେ ବିଜୟୀ…

ଜନସେବାରେ ରେଡିଓ

ଡ. କିଶୋର ମହାନ୍ତି ଭାରତରେ ରେଡିଓ ପ୍ରସାରଣ ସେବା ସ୍ବାଧୀନତା ପ୍ରାପ୍ତିର ବହୁ ପୂର୍ବରୁ। କିନ୍ତୁ ବିଧିବଦ୍ଧ ଭାବରେ ୧୯୩୪ ମସିହାରୁ ଏହାର ପ୍ରସାରଣ ସମ୍ଭବପର ହୋଇଛି। ଇଣ୍ଡିଆନ୍‌ ଷ୍ଟେଟ୍‌ ବ୍ରଡ୍‌କାଷ୍ଟିଂ ନାମରେ ଏହି ସଂସ୍ଥା ଦେଶର ପ୍ରସାରଣକୁ ନିୟମିତ ତଥା…

ଘର ମଧ୍ୟରୁ ବାହାରିଲା ୧୭ ନାଗ ଛୁଆ

ମଧୁବନୀ, ୨୨।୭: ବିହାରର ମଧୁବନ ଜିଲାରୁ ଚକିତ କଲା ଭଳି ଏକ ଖବର ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ଘର ମଧ୍ୟରୁ ୧୭ଟି ନାଗ ସାପ ଛୁଆ ଉଦ୍ଧାର କରାଯାଇଛି। ଏହି ସମୟରେ ସାପର ଅନେକ ଅଣ୍ଡା ମଧ୍ୟ ଉଦ୍ଧାର…

ଦ୍ୱିତୀୟ ଟେଷ୍ଟ ଜିତିଲା ଇଂଲଣ୍ଡ

ମାଞ୍ଚେଷ୍ଟର, ୨୦।୭- ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ଓ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ୍‌ଙ୍କ ପ୍ରଭାବୀ ପ୍ରଦର୍ଶନ ସହାୟତାରେ ଇଂଲଣ୍ଡ ଏଠାରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜକୁ ୧୧୩ ରନରେ ପରାସ୍ତ କରିଛି। ୩୧୨ ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା…

ଏହି ଦେଶରେ ୧ ଜିବି ଡାଟା ପାଇଁ ଦେବାକୁ ପଡେ ୨୦୫୩ ଟଙ୍କା

ବିଶ୍ୱର ସବୁଠାରୁ ଶସ୍ତା ମୋବାଇଲ ଡାଟା ଭାରତରେ ମିଳୁଛି। ଅର୍ଥାତ ମୋବାଇଲ ଇଣ୍ଟରନେଟ ବ୍ୟବହାର ଲାଗି ଲୋକଙ୍କୁ ସ୍ବଳ୍ପ ଅର୍ଥ ଖର୍ଚ୍ଚ କରିବାକୁ ପଡୁଛି। ଭାରତରେ ୧ ଜିବି ଡାଟାର ହାରାହାରି ମୂଲ୍ୟ ୦.୦୯ ଡଲାର(୬.୭୫ ଟଙ୍କା) ରହିଛି ବୋଲି ନିକଟରେ…

ଉଚ୍ଚ ସରକାରୀ ପଦରେ ଚାକିରି କରିଥିବା ୭ ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୬।୭- କ୍ରିକେଟ୍‌ ଭାରତରେ ଏକ ଲୋକପ୍ରିୟ ଖେଳ। ଶ୍ରେଷ୍ଠ ଖେଳାଳିଙ୍କୁ ଭାରତୀୟ ଯୁବପୀଢ଼ି ନିଜର ଆଦର୍ଶ ଭାବେ ଗ୍ରହଣ କରନ୍ତି। ଫିଲ୍ମ ଷ୍ଟାର୍‌ ଓ ରାଜନେତାଙ୍କ ପରି କ୍ରିକେଟର୍‌ମାନେ ମଧ୍ୟ ସାଧାରଣରେ ବହୁତ ଲୋକପ୍ରିୟ ହୋଇଥାନ୍ତି। ତେବେ ଅନେକ ହୁଏତ…

ବାହୁଡାରେ ଭାବବିହ୍ୱଳ ହେଲେ ପୁରୀବାସିନ୍ଦା

ନବଦିନାତ୍ମକ ଯାତ୍ରା ଶେଷ ହେବା ପରେ ଆଜି ଭାଈ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିଛନ୍ତି ମହାପ୍ରଭୁ। ଏଥର ବିନା ଭକ୍ତରେ ରଥଟଣା ହେଉଥିବାରୁ ଭକ୍ତଙ୍କ ମନରେ ଅନେକ ଦୁଃଖ। ପୁରୀବାସିନ୍ଦା ହୋଇ ମଧ୍ୟ ବଡଠାକୁରଙ୍କ ରଥ ଏଥର ଟାଣିପାରିନଥିବାରୁ ଭାବବିହ୍ୱଳ…

ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଲୋକପ୍ରିୟ ଅଭିନେତା ପାଲଟିଥିଲେ ସୁଶାନ୍ତ

ବମ୍ବେ: ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଧାରାବାହିକ, ପରେ ବଡ଼ପରଦା। ଏଭଳି କିଛି ଥିଲା ଅଭିନେତା ସୁଶାନ୍ତ ସିଂଙ୍କ ଯାତ୍ରା। ଜଣେ ସଫଳ ନାୟକ ଭାବେ ସେ ନିଜକୁ ପ୍ରମାଣିତ ମଧ୍ୟ କରିଥିଲେ। ଜୁନ୍‌ ୧୪ରେ ମାତ୍ର ୩୪ ବର୍ଷ ବୟସରେ ତାଙ୍କର ନିଧନ…

ବସୁମତୀ ସ୍ନାନ ସହ ଶେଷ ହେଲା ରଜ

ଓଡ଼ିଶାର ଗଣପର୍ବ ରଜ। ଏହାର ଅନ୍ତିମ ଦିବସକୁ ବସୁମତୀ ସ୍ନାନ ବୋଲି କୁହାଯାଏ। ଏହାକୁ ଧରାସ୍ନାନ, ମହାଲକ୍ଷ୍ମୀ ଗାଧୁଆ, ଶୁଦ୍ଧ ସ୍ନାନ ବୋଲି ମଧ୍ୟ କୁହାଯାଏ। ଓଡ଼ିଆ ପରମ୍ପରାରେ ଏହି ଦିନ ମା’ ଧରିତ୍ରୀ ତଥା ବସୁଧାମାତାଙ୍କ ପୂଜା କରିବାର ବିଧି…

ପୋଲ ତଳୁ ମୃତଦେହ ଉଦ୍ଧାର: ଦୁର୍ଘଟଣା ସନ୍ଦେହ

କେନ୍ଦୁଝର,୧୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଗଜପୁର ଗ୍ରାମ ରାସ୍ତାର ଏକ ପୋଲତଳୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗଜପୁର ଗ୍ରାମର ପଡୁ ନାଏକ। ପଡ଼ୁ ଗତକାଲି ରାତିରେ ସିଙ୍ଗପୁରରୁ ନିଜ ଗାଁ ଗଜପୁରକୁ ଫେରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?