Uncategorized

ଆଇସିସି ବିଶ୍ୱକପ: ଅଷ୍ଟ୍ରେଲିଆ- ପାକିସ୍ତାନ ମୁକାବିଲା

ଟଣ୍ଟନ,୧୨।୬(ଏଏଫ୍‌ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣରେ ବୁଧବାର ପାକିସ୍ତାନ ଓ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦି କୁପର ଆସୋସିଏଟ୍‌ କାଉଣ୍ଟି ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଦୁଇ ଦଳ ପାଇଁ…

ଫୋବର୍‌ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି

ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍‌ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍‌ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ…

ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍‌ ବାତିଲ

ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ୧୬ତମ ମ୍ୟାଚ୍‌ ବର୍ଷା ଯୋଗୁ ବିନା ଟସ୍‌ ପଡିବାରେ ବାତିଲ ହୋଇଛି।…

ଟିମ୍‌ ଇଣ୍ଡିଆକୁ ଜବରଦସ୍ତ ଝଟ୍‌କା: ଇଞ୍ଜୁରି କାରଣରୁ ୩ ମ୍ୟାଚ୍‌ ଖେଳିପାରିବେନି ଧାଓ୍ବନ

ନଟିଂହାମ,୧୩।୬(ପି.ଟି.)- ଭାରତର ବିଶ୍ୱକପ୍‌ ଅଭିଯାନକୁ ଜୋରଦାର୍‌ ଝଟ୍‌କା ଲାଗିଛି। ବାମହାତ ବୁଢ଼ା ଅଙ୍ଗୁଳି ଭାଙ୍ଗିଯିବା କାରଣରୁ ଇନ୍‌ଫର୍ମ ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଆଗାମୀ ୩ ସପ୍ତାହ ପାଇଁ ଦଳରୁ ବାଦ ପଡିଛନ୍ତି। ଫଳରେ ଅତିକମ୍‌ରେ ସେ ଆଗାମୀ ବିଶ୍ୱକପ୍‌…

ପୂର୍ବତନ ବିଧାୟକଙ୍କ ଦ୍ୱାରା ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଖଣ୍ଡପଡ଼ା,୧୦ା୬(ସ୍ବ.ପ୍ର.): ଚଳିତ ଶିକ୍ଷାବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷାରେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ଶନିବାର ଖଣ୍ଡପଡ଼ା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ, ଏହି ପରୀକ୍ଷାରେ ଏ-୧ ଗ୍ରେଡ଼ ପାଇଥିବା ସିଧାମୂଳା…

ରୋଗୀ, ଗର୍ଭବତୀଙ୍କୁ ହମ୍ପ୍‌ସ ଡର

କୁନ୍ଦୁରା,୯।୬(ଡି.ଏନ୍‌.ଏ.):ଦିନରେ ହେଉ କି ରାତିରେ ୧୦୮ କିମ୍ବା ୧୦୨ ଆମ୍ବୁଲାନ୍ସ ଯାଉଥିବା ଜରୁରୀ ରୋଗୀଟି କିମ୍ବା ଗର୍ଭବତୀ ମହିଳା ଜଣଙ୍କ ପାଇଁ କାଳ ସାଜିଛି ହମ୍ପସ। ସାଧାରଣ ଲୋକେ ତ ନିତି ପ୍ରତିଦିନ ହମ୍ପସ ଯୋଗୁ ଅନେକ ହଇରାଣ ହେଉଛନ୍ତି। ସ୍ପିଡ୍‌…

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ : ଯୁକ୍ତ ୩ ପରୀକ୍ଷା ଫଳ: କମିଲା ପାସ୍‌ ହାର

ଭଦ୍ରକ ଅଫିସ, ୯।୬ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ପୂର୍ବବର୍ଷ ଭଳି ଏଥର ମଧ୍ୟ ଛାତ୍ରୀ ଆଗରେ ଅଛନ୍ତି। ମୋଟ ୧୯ ବିଭାଗ ମଧ୍ୟରୁ ୧୪ଟିରେ ଛାତ୍ରୀ ଓ ୫ଟିରେ ଛାତ୍ର ଟପ୍ପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର : ବିଭିନ୍ନ ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଧର୍ମଶାଳା,୮ା୬(ଡି.ଏନ.ଏ.)- ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡିଥିବାବେଳେ ଜନଅସନ୍ତୋଷ ଦେଖାଦେଇଛି। ଏ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ରବି ଲାବଣ୍ୟ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭୁବନେଶ୍ୱରସ୍ଥିତ ବାସଭବନରେ…

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶିବିରରେ ପୌର ସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ…

ବର୍ଷା ପାଇଁ ପୂଜାର୍ଚ୍ଚନା

କେନ୍ଦୁଝର,୭ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବଉଳମାଳ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ବର୍ଷା ହୋଇ ନ ଥିବାରୁ ଚାଷୀକୁଳ ହତାଶ ହୋଇପଡ଼ିଛନ୍ତିା ଫଳରେ ଲୋକେ ବର୍ଷା ହେବା ପାଇଁ ଗ୍ରାମଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଇନ୍ଦ୍ରଦେବଙ୍କୁ ପ୍ରାର୍ଥନା କରି ଜଳାଭିଷେକ…

କେନାଲ ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ସୁକିନ୍ଦା,୭ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକ ଜଣକ ଲେମ୍ବୋ ପଞ୍ଚାୟତ ସିଙ୍ଗାଡିଆ ଗ୍ରାମର ଇନ୍ଦ୍ରମଣି ଦାସ। ସେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଶ୍ରମିକଭାବେ…

ବାଲି ବୋଝେଇ ଟ୍ରାକ୍ଟର ଜବତ

ବିଞ୍ଝାରପୁର,୭ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ତହସିଲ ଅଞ୍ଚଳର ବିଭିନ୍ନ ବାଲିଘାଟରୁ ବେଆଇନଭାବେ ବାଲି ଉଠାଣ ହେଉଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହେଉଥିଲା। ଏହି ଅଭିଯୋଗ ପରେ ବିଞ୍ଝାରପୁର ପୋଲିସ ଗୁରୁବାର ଖରସ୍ରୋତା ନଦୀ ମନେଇଘାଟରେ ଚଢାଉକରି ଏକ ବାଲି ବୋଝେଇ ଟ୍ରାକ୍ଟର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?