Uncategorized

ରାସ୍ତାରେ ଶିଶୁପୁତ୍ର ଜନ୍ମଦେଲେ ମହିଳା, ଚିକିତ୍ସା ଅବହେଳା ପ୍ରତିବାଦରେ ରାସ୍ତାରୋକୋ

ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ ଫେରିବା ବାଟରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତେଣୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର, କର୍ମଚାରୀଙ୍କ…

ରେଲଓ୍ବେ ପକ୍ଷରୁ ନିମ୍ନମାନର ରାସ୍ତା ନିର୍ମାଣ: ସ୍ଥାୟୀତ୍ୱ ନେଇ ଅଭିଯୋଗ କଲେ ଗ୍ରାମବାସୀ

ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ ନୂତନ ରାସ୍ତା ନିର୍ମାଣ କରାଯାଉଛି। ତେବେ ଏହି ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ…

ନେତାଙ୍କ ନାଁରେ ଧମକାଉଛନ୍ତି ଡାକ୍ତର

ଜଗତ୍‌ସିଂହପୁର ଅଫିସ,୭ା୬: ଜଗତ୍‌ସିଂହପୁରରେ ଡାକ୍ତରମାନେ ନେତାଙ୍କ ନାଁ କହି କାମ ନ କରିବାକୁ ଧମକାଉଛନ୍ତି। ଏଭଳି ଅଭିଯୋଗ ଉଠାଇଛନ୍ତି ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ) ଅଜୟ କୁମାର ବୈଠାରୁ। ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣା : ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ରସୁଲପୁର, ୭ା୬(ଡି.ଏନ.ଏ.): ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଘଟଣାରେ ଜଣେ ଯୁବତୀ ଗୁରୁବାର ନ୍ୟାୟ ପାଇଁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରସୁଲପୁର ବ୍ଲକ ଅନ୍ତର୍ଗତ ଓଡ଼ିଶୋ ପଞ୍ଚାୟତ ବାହାବାଳପୁର ଗ୍ରାମର ସତ୍ୟଜିତ୍‌ ରାଉତଙ୍କ ଓଡ଼ିଶୋ ପଞ୍ଚାୟତର ଜଣେ ଯୁବତୀଙ୍କ ସହ…

ପରକୀୟା ପ୍ରୀତି ସନ୍ଦେହ : ସ୍ତ୍ରୀକୁ ମାରିଦେବାକୁ ଉଦ୍ୟମ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୭ା୬ (ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବଡକଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ସ୍ବାମୀଙ୍କୁ ଗୁରୁବାର ପୋଲିସ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ହେଲେ ପ୍ରଶାନ୍ତ ତରେଇ। ପ୍ରକାଶ ଯେ, ସ୍ତ୍ରୀଙ୍କ…

ଡାକଘରୁ ହେଡ୍‌ ପୋଷ୍ଟମାଷ୍ଟର ଆସବାବପତ୍ର ଲୁଟି ନେଇଥିବା ଅଭିଯୋଗ : ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଫେରାଦ ହେଲା କର୍ମଚାରୀ ସଂଘ

ଯାଜପୁର ଟାଉନ,୭ା୬(ଡିଏନଏ)- ଯାଜପୁର ମୁଖ୍ୟ ଡାକଘରର ହେଡ୍‌ ପୋଷ୍ଟମାଷ୍ଟର ପ୍ରମୋଦ କୁମାର ହୋତା କାର୍ଯ୍ୟାଳୟର ଆସବାବପତ୍ର ଓ ବିଭିନ୍ନ କମ୍ପ୍ୟୁଟର ସାମଗ୍ରୀ ନେଇ ପଳାଇ ଯାଇଥିବା ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ କର୍ମଚାରୀ ସଂଘର କର୍ମକର୍ତ୍ତା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଥାନା ସମ୍ମୁଖରୁ ୩.୫୦ ଲକ୍ଷ ଟଙ୍କା ଲୁଟ୍‌

ଯାଜପୁର ଟାଉନ,୭ା୬(ଡିଏନଏ) : ଯାଜପୁର ସହରରେ ଦିନକୁ ଦିନ ରାହାଜାନି, ଛିନ୍‌ତାଇ ବଢ଼ିବାରେ ଲାଗିଥିବାବେଳେ ଗୁରୁବାର ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରି ଲୁଟେରା ଥାନା ସାମ୍ନାରୁ ୩ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଥାନାରେ…

ବଜାର କମିଟି ନାଁରେ ଫେରାଦ ଘଟଣା : ଏସ୍‌ପିଙ୍କୁ ଭେଟିଲେ ବ୍ୟବସାୟୀ

କୋରେଇ,୭ା୬(ସ୍ବ.ପ୍ର.) : ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ବାହିନୀ ଗଠିତ ହୋଇଥିଲେ ମଧ୍ୟ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ପ୍ରରାଚନାରେ ସେମାନେ କର୍ତ୍ତବ୍ୟରେ ଅବହେଳା କରୁଥିବା ଜଣାପଡ଼ିଛି। ଏହାର ଏକ ଉଦାହରଣ ହେଉଛି ମଙ୍ଗଳପୁର ଥାନା। ସିସିଟିଭି ଫୁଟେଜରେ ସମସ୍ତ ଘଟଣା…

ମଞ୍ଜିଟିଏ ଗଛଟିଏ ସଚେତନତା, କନ୍ୟାରନତ୍ ସମ୍ବର୍ଦ୍ଧନା

ବୋଲଗଡ଼,୭ା୬(ଡି.ଏନ୍‌.ଏ.): ବୃକ୍ଷରୋପଣ ଉଦ୍ଦେଶ୍ୟରେ ପରିବେଶ ସଚେତନତା ପାଇଁ ‘ମଞ୍ଜିଟିଏ ଗଛଟିଏ’ କାର୍ଯ୍ୟକ୍ରମ ଅବସରରେ କନ୍ୟାରନତ୍ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୋଲଗଡ଼ ବ୍ଲକ ମାଣିବନ୍ଧ ପଞ୍ଚାୟତସ୍ଥ ଛାମୁଡିଆ ନୂଆପଲ୍ଲୀ ଗ୍ରାମରେ ଗୁରୁବାର ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆସ ସମାଜ ପାଇଁ ଟିକେ…

ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ

ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ ଦାୟୀ ବୋଲି ବିଭିନ୍ନ ମହଲରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରତ୍ନମାଳୀ ପାହାଡ଼ ପାଦଦେଶ ଓ…

ଏନ୍‌ଏସି ପକ୍ଷରୁ ଚଢ଼ାଉ : ପଲିଥିନ୍‌, ପାଣିପାଉଚ ଜବତ

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ଏନ୍‌ଏସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ଗୁରୁବାର ସହରରେ ବେଆଇନ ପଲିଥିନ ବିକ୍ରୟ ଓ ବ୍ୟବହାର ବିରୋଧରେ ଧରପଗଡ଼ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ଉପସ୍ଥିତିରେ ଦିଗପହଣ୍ଡି ମେଡିକାଲ ଛକସ୍ଥିତ ସନ୍ତୋଷ କୁମାର ପାତ୍ରଙ୍କ ଦୋକାନରେ ଚଢ଼ାଉ…

ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ : ମେଡିକାଲରେ ପଶି ଭଙ୍ଗାରୁଜା

ହାଟଡିହୀ,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଜଳକଳଙ୍ଗ ଗ୍ରାମର ସନ୍ନ୍ୟାସୀ ମାଝୀଙ୍କ ପୁଅ ରାଜୁ (୪୦) ଅତ୍ୟଧିକ ମଦ୍ୟପାନ କରି ବୁଧବାର ଅପରାହ୍ନରେ ହାଟଡିହୀ ମେଡିକାଲରେ ପଶି ଆଟେଣ୍ଡାଣ୍ଟ୍‌ ପ୍ରଶାନ୍ତ ନାୟକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିସହିତ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?