Uncategorized

ବିଲ ଭିତରକୁ ପଶିଗଲା ଟ୍ରକ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

କୋଳିମାଟି,୬ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଘଷିପୁରା ଥାନା ଅଧୀନରେ ଥିବା ୨୦ନଂ ଜାତୀୟ ରାଜ କୋଳିମାଟି ଛକ ନିକଟରେ ବୁଧବାର ରାତିରେ ଘଟଗାଁ ପଟରୁ ଆସୁଥିବା ଲୁହା ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଯାଇଛି ା ସୌଭାଗ୍ୟ…

ଜିଲା ବିଜ୍ଞାନ କେନ୍ଦ୍ରକୁ ପୂରିଲା ୨୫ ବର୍ଷ: ‘ବିଜ୍ଞାନ ପ୍ରତି ଅନୁସନ୍ଧିତ୍ସୁ ହୁଅ’

ଢେଙ୍କାନାଳ ଅଫିସ, ୬ା୬: ବିଜ୍ଞାନ ଏକ କଷ୍ଟକର ବିଷୟ ବୋଲି ଅଧିକାଂଶ ଛାତ୍ରୀଛାତ୍ରଙ୍କ ଧାରଣା ରହିଛି, ଯାହା ଅମୂଳକ। ବିଜ୍ଞାନ ପ୍ରତି ଅନିସନ୍ଧୁତ୍ସୁ ମନୋଭାବ ରହିଲେ ଏହା ସହଜ ହୋଇଯାଏ। ବିଭିନ୍ନ ବିଷୟରେ ଜ୍ଞାନ ଆହରଣ କରିବାକୁ ପର୍ଯ୍ୟାପ୍ତ ସୁଯୋଗ ମିଳେ…

ଗଡ଼କରୀଙ୍କ ୧୫ ଲକ୍ଷ କୋଟିର ନିବେଶ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ

ନୂଆଦିଲ୍ଲୀ,୬-୬: କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଦାୟିତ୍ୱ ସମ୍ଭାଳିବା ପରେ ଆସନ୍ତା ୫ ବର୍ଷ ପାଇଁ ଆର୍ଥିକ ବିକାଶରେ ସଡ଼କ ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ଯୋଗଦାନ ନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ମିଡିଆ ସହ…

ଧରିତ୍ରୀ ପ୍ରଭାବ : ଲକ୍ଷ୍ମୀଙ୍କୁ ମିଳିଲା ଚିକିତ୍ସା ଲାଗି ଆର୍ଥିକ ସହାୟତା

ହାଟଡିହୀ, ୬।୬(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଜଳସରପୁର ଗ୍ରାମର ରାଧେଶ୍ୟାମ ବେହେରାଙ୍କ ପରିବାର। ତାଙ୍କର ୫ ବର୍ଷର ଝିଅ ଲକ୍ଷ୍ମୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଥିବାବେଳେ ଅର୍ଥ ଅଭାବରୁ ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରୁନଥିଲା। ଲକ୍ଷ୍ମୀର…

ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ ବହୁ ଶୈବଭକ୍ତ ଜନପ୍ରତିନିଧି, ସ୍ଥାନୀୟ ଜନସାଧାରଣ, ରାଜନେତା, ବଦାନ୍ୟବ୍ୟକ୍ତିମାନେ ମନ୍ଦିର ନିର୍ମାଣ ପାଇଁ ସାହାଯ୍ୟର…

ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଦାବିପତ୍ର ପ୍ରଦାନ

ବାରିପଦା ଅଫିସ,୫ା୬: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଟ୍ରାଫିକ ସମସ୍ୟାରେ ସୁଧାର ଆଣିବା ପାଇଁ ମୟୂରଭଞ୍ଜ ମୁକ୍ତିମୋର୍ଚ୍ଚା ସଂଗଠନର ଅଧ୍ୟକ୍ଷ ଧରମରାଜ ହାଁସଦାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଏସପି ଅଭିମନ୍ୟୁ ନାୟକଙ୍କୁ…

ବିଶ୍ୱ ପରିବେଶ ଦିବସରେ ବୃକ୍ଷରୋପଣ

ଆନନ୍ଦପୁର,୫ା୬(ସ୍ବ.ପ୍ର.): ଆନନ୍ଦପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଘସିପୁରା ଗ୍ରାମ୍ୟ ନ୍ୟାୟାଳୟର ନ୍ୟାୟାଧିକାରୀ ପବିତ୍ରାନନ୍ଦ ପ୍ରଧାନ, ଆନନ୍ଦପୁର ଓକିଲ ସଂଘର ସଭାପତି ସଞ୍ଜୟ କୁମାର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ…

ନୋଟିସ୍‌ ପରେ ଦୋକାନ ସ୍ଥାନାନ୍ତର କଲେ ବ୍ୟବସାୟୀ

ଆନନ୍ଦପୁର,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ଛକ ରାସ୍ତା ନିର୍ମାଣରେ ସୃଷ୍ଟି ହେଉଥିବା ସମସ୍ୟା ନେଇ ସରକାରୀ ଜାଗାରେ ଗଢ଼ି ଉଠିଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକୁ ଉଚ୍ଛେଦ ନିମନ୍ତେ ମଙ୍ଗଳବାର ପୌରପରିଷଦ ପକ୍ଷରୁ ନୋଟିସ୍‌ ଜାରି କରାଯାଇଥିଲା। ଏହି ନୋଟିସ୍‌ ଜରିଆରେ ଆଗାମୀ ୨୪…

ବୃଦ୍ଧଙ୍କୁ ଚାପିଦେଲା ଟ୍ରେଲର

ପାଟଣାଗଡ଼,୫ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଟ୍ରେଲର ଚାପାରେ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପାଟଣାଗଡ଼ ନିକଟସ୍ଥ ଗଙ୍ଗାସାଗର ଗ୍ରାମର ଗୋଲବଦନ ନାଗ (୬୦)। ସେ ପାଟଣାଗଡ଼ର ଏକ…

ନାଲ୍‌କୋ ଅଞ୍ଚଳରେ ସାବିତ୍ରୀ ଓଷା

ଅନୁଗୋଳ ଅଫିସ,୩ା୬: ନାଲ୍‌କୋ ଓ ବଅଁରପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ସୋମବାର ସାବିତ୍ରୀ ଓଷା ପାଳିତ ହୋଇଛି। ଏଥିପାଇଁ ସକାଳୁ ନାଲ୍‌କୋର ଜଗନ୍ନାଥ ମନ୍ଦିରରେ ମହିଳାମାନଙ୍କ ପ୍ରବଳ ଭିଡ଼ ଜମିଥିଲା। ମହିଳାମାନେ ଲମ୍ବା ଧାଡ଼ିରେ ଆସି ଲଷ୍ମୀ ନାରାୟଣଙ୍କ ପ୍ରତିମୂର୍ତ୍ତି ନିକଟରେ…

ହମ୍ପସ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବରଗଡ଼ -ଭଟଲି ରାସ୍ତାର ବରଡୋଲ ଛକ ଓ ଗ୍ରାମର ରାସ୍ତା ଉପରେ ହମ୍ପସ ନିର୍ମାଣ ଦାବିରେ ସୋମବାର ସକାଳ ୬ଟାରୁ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ଯୋଗୁ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି…

ବାଙ୍କୋଇ ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡ଼ି

ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା। ଶନିବାର ରାତ୍ରିରେ ରାମଲୀଳା ସ୍ଥଳୀରେ ରାମରାବଣ ଯୁଦ୍ଧ ଦୃଶ୍ୟ ପରିବେଷିତ ହୋଇଥିଲା। ଗୋଟିଏ ପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?