Uncategorized

ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ରତ୍ନଗିରି,୧ା୬(ଡି.ଏନ.ଏ.)- ଦିନକ ପରେ ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳା ଏହି ବ୍ରତ ରଖିଥାନ୍ତି। ସାବିତ୍ରୀ ପାଇଁ ବଜାରରେ ଶାଢୀ ଦୋକାନଠାରୁ ଆରମ୍ଭ କରି ଚୁଡି ଦୋକାନ ପର୍ଯ୍ୟନ୍ତ ମହିଳାଙ୍କ ଭିଡ ପରିଲକ୍ଷିତ ହେଉଛି। ସେହିଭଳି ଫଳ…

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ

ବାହାନଗା, ୧।୬(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତର କହଁରାଗୋହିରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ ନାୟକ(୯୫)ଙ୍କ ଶନିବାର ସକାଳେ ପରଲୋକ ହୋଇଛି। ସେ ଦୀର୍ଘଦିନ ହେଲା ଆଜମ୍। ରୋଗରେ ଆକ୍ରାନ୍ତ ହୋଇଥିଲେ। କିଛିଦିନ ହେଲା ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର…

ସରିଲା ଜଉକଣ୍ଢେଇ ବାହାଘର : ବରଘର ପକ୍ଷରୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱରର ଲୋକପର୍ବ ଜଉକଣ୍ଡେଇ ବାହାଘର ଉତ୍ସବ କମିଟି ପକ୍ଷରୁ ସମ୍ପନ୍ନ ହୋଇଛି। କନ୍ୟା ଟୁସୁକୁ ଧରି ବର ଶଙ୍କର ଗାନ୍ଧୀ ସ୍ମୃତିଭବନସ୍ଥିତ ଘରେ ପହଞ୍ଚତ୍ଛନ୍ତି। ସେଠାରେ ସେମାନଙ୍କୁ ଏକ ମଞ୍ଚରେ ସୁନ୍ଦର ଭାବେ ସଜାଯାଇ ବସା ଯାଇଛି। ବରଘରେ…

ସକାଳୁଆ ଆସୁନାହାନ୍ତି କର୍ମଚାରୀ

ହାଟଡିହୀ, ୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସରକାରୀ ଅଫିସକୁ କର୍ମଚାରୀ ମାନେ ସକାଳୁ ଆସିବାର ନିୟମ ଥିଲେ ବି ତାହା ଏଠାରେ ପାଳନ ହେଉ ନ ଥିବା ଦେଖିବାକୁ ମିଳୁଛି। କର୍ମଚାରୀ ମାନେ ସକାଳ ୭ଟାରେ ଅଫିସ ଆସିବା କଥା।…

ପୁଅଙ୍କ ଚିଠିକୁ ପିତା ଖୋଲିଦେବାରୁ ମିଳିଲା ଏମିତି ଦଣ୍ଡ

ଜଣେ ୧୦ ବର୍ଷର ପୁଅଙ୍କ ଚିଠିକୁ ତାଙ୍କ ପିତା ଖୋଲିଦେବାରୁ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଆପଣ ଭାବୁଥିବେ ଏ ଚିଠିରେ ଏମିତି କ’ଣ ଥିଲା ଯେ ପିତାଙ୍କୁ ଜେଲଦଣ୍ଡ ଭୋଗିବାକୁ ପଡ଼ିଲା। ଅବିଶ୍ୱାସ ଲାଗୁଥିଲେ ବି ସତ। ଏପରି ଏକ ଘଟଣା…

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା ପରେ ପ୍ରଥମ କରି ଟୁଇଟ୍‌ କରିଛନ୍ତି। ଯେଉଁଥିରେ ସେ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ…

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ରିପୋର୍ଟ-ହେମନ୍ତ କୁମାର ନାୟକ ପୁରୀ ଅଫିସ, ୩୧।୫: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ପ୍ରାୟ ଅଳ୍ପବହୁତେ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା…

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ ଜୋହର୍‌, ରଜନୀକାନ୍ତ, ବୋନି କପୁର୍‌, କଙ୍ଗନା ରାଣାଓ୍ବତ୍‌ ପ୍ରମୁଖ ଏଥିରେ ଯୋଗଦେଇଛନ୍ତି।…

ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

କଣାସ, ୩୧।୫ (ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀର ତିରିମଲ୍ଲ ନିକଟ ପାଣ୍ଡିଗିରିଠାରେ ଜଳପ୍ରବାହକୁ ବନ୍ଦକରି ଦିଆଯାଇଛି। ଫଳରେ ବାତ୍ୟାରେ ନଦୀ ଜଳରେ ଗଛପତ୍ରପଡି ପଚିଯାଇଥିବାରୁ ପାଣି ପ୍ରଦୂଷିତ ହୋଇଛି। ନଦୀ ଆଖପାଖ ଗ୍ରାମବାସୀ ନଦୀରେ ଦୈନନ୍ଦିନ ସ୍ନାନକରୁଥିବାରୁ ଚର୍ମରୋଗରେ…

ଗୋରୁ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଲୁଟ୍‌ ଘଟଣା : ମାଷ୍ଟରମାଇଣ୍ଡ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗିରଫ

ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ ସଂପୃକ୍ତ ମାଷ୍ଟରମାଇଣ୍ଡ କୁହାଯାଉଥିବା ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭରଙ୍କୁ ଗଣିଆ ପୋଲିସ…

ପାଣି ପିଇବା ସମୟରେ ମାନନ୍ତୁ ଏହି ୫ଟି କଥା, ରହିବେ ସୁସ୍ଥ

ଜଣେ ବୟସ୍କ ବ୍ୟକ୍ତି ଦିନକୁ ଦୁଇରୁ ଅଢ଼େଇ ଲିଟର ପାଣି ପିଇଲେ ସୁସ୍ଥ ରହି ପାରିବେ। କିନ୍ତୁ ଏହି ପାଣି ପିଇବାରେ ମଧ୍ୟ କିଛି ନିୟମ ରହିଛି। ଯାହାକୁ ମାନିଲେ ସୁସ୍ଥ ରହିପାରିବା। ଜାଣନ୍ତୁ… ଠିଆ ହୋଇ ପାଣି ପିଅନ୍ତୁ ନାହିଁ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ

ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ, ସାମାଜିକ ସୁରକ୍ଷା, ପାଚିକା/ସହାୟିକାମାନଙ୍କର ପୂର୍ବ ବକେୟା ଦରମା, ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ ଚାଉଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?