Uncategorized

ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ

ଧାମନଗର,୩୦ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର ଦେହାନ୍ତ ହୋଇଯାଇଛି । ସେ ପୂର୍ବରୁ ତହସିଲଦାର ଏବଂ ବିଡିଓ ଭାବେ କାର୍ଯ୍ୟ କରିଥିଲେ।…

ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ

ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ ଜୁରୁଡ଼ି ଖଣି ଅଞ୍ଚଳରେ ୧୭ଟି ହାତୀ ପ୍ରାୟ ଏକ ମାସ ଧରି ବିଭିନ୍ନ ଖଣି…

ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ହାଟଡିହୀ,୨୯ା୫(ସ୍ବ.ପ୍ର): ହାଟଡିହୀ ବ୍ଲକ ଅନ୍ତର୍ଗତ ସୁନ୍ଦରାପାଳ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ା ମୃତ ଯୁବକ ଜଣଙ୍କ ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ବରାଙ୍ଗ ଗା୍ରମର ପ୍ରକାଶ ଜେନା (୨୭)…

ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଚିକିତ୍ସା ନିମନ୍ତେ ପରିବାର ଲୋକେ…

ଏହି ଷ୍ଟାର କିଡ୍‌ସ ଦେଖିବାକୁ ଅବିକଳ ମାତାପିତାଙ୍କ ପରି

ବଲିଉଡ୍‌ର କିଛି ଅଭିନେତ୍ରୀ – ଅଭିନେତା ୯୦ ଦଶକରେ ବିବାହ କରି ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିସାରିଛନ୍ତି। ମେ ୨୭ ଅର୍ଥାତ ଆଜି ଶାହାରୁଖଙ୍କ ପୁଅ ଅବରାମଙ୍କ ଜନ୍ମଦିନ। ଏହି ଷ୍ଟାର କିଡ୍‌ସ ପିତା ଶାହାରୁଖଙ୍କ ଅବିକଳ ନକଲ। ସେହିପରି…

ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନ ବଞ୍ଚାଇଥିବା ୧୯ ମହାନ ବ୍ୟକ୍ତି ସମ୍ବର୍ଦ୍ଧିତ

କେନ୍ଦୁଝର,୨୭ା୫(ସ୍ବ.ପ୍ର.): ଦୁର୍ଘଟଣାଗ୍ରସ୍ତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇବାରେ ସହାୟକ ହୋଇଥିବା ୧୯ ଜଣ ମହାନ ବ୍ୟକ୍ତିଙ୍କୁ କେନ୍ଦୁଝର ଏସ୍‌ପି ଜୟନାରାୟଣ ପଙ୍କଜ ସୋମବାର ୨ ହଜାର ଟଙ୍କା ପୁରସ୍କାର ଦେବା ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ…

ଭାଷା ବୁଝିବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋକୁ ବ୍ୟବହାର କରାଯାଉଛି। ବିଶେଷଭାବରେ ସ୍ବାସ୍ଥ୍ୟକ୍ଷେତ୍ରରେ ଏହାର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ସାଧାରଣତଃ ଜଣେ ମଣିଷ ଭାଷାକୁ ମଣିଷ ହିଁ ବୁଝିଥାଏ। ହେଲେ ଏଣିକି ଏହାକୁ ରୋବୋ ବୁଝିପାରିବ। ନିକଟରେ କର୍ନେଲ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏପରି…

ଓଜନ କମାଇବାର ସହଜ ଉପାୟ

ଓଜନ ବଢ଼ିବା ଆଜିକାଲି ଏକ ସାଧାରଣ ସମସ୍ୟା। ଏହା ନିୟନ୍ତ୍ରଣରେ ନ ରହିଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ପରିଶ୍ରମ ଅନୁସାରେ ଆମକୁ ଆବଶ୍ୟକ ମୁତାବକ ବିଶ୍ରାମ ନେବାକୁ ପଡ଼ିଥାଏ। ତେଣୁ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୁଅନ୍ତୁ। ଏହାଦ୍ୱାରା…

ଲିଭର : କିଛି କଥା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଲା ଲିଭର (ଯକୃତ)। ଏହାର କାର୍ଯ୍ୟଦକ୍ଷତା ପ୍ରତିହତ ହେଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଯାଇଥାଏ। ତେବେ ଲିଭର ସମ୍ପର୍କରେ ଜାଣନ୍ତୁ କିଛି କଥା… -ଲିଭରରୁ ନିର୍ଗତ ହେଉଥିବା ପିତ୍ତ ଶରୀରରେ ବୃଦ୍ଧିପାଉଥିବା ଫ୍ୟାଟ୍‌…

ପ୍ରଫେସର ଅନ୍ତର୍ଯ୍ୟାମୀ ଆଚାର୍ଯ୍ୟ ଥିଲେ ଜଣେ କର୍ତ୍ତବ୍ୟନିଷ୍ଠ ବୈଜ୍ଞାନିକ

ବୈଜ୍ଞାନିକମାନେ ସାଧାରଣତଃ ଉଦାର ମନୋଭାବ ସମ୍ପନ୍ନ ହୋଇଥାନ୍ତି, କିନ୍ତୁ ସେମାନଙ୍କ ସାମାଜିକ ସମ୍ପର୍କ ଥାଏ ସୀମିତ। କାରଣ ସେମାନେ ବିଜ୍ଞାନାଗାରର ଚାରିକାନ୍ଥ ମଧ୍ୟରେ ଗବେଷଣାରତ ରହିବାକୁ ଅଧିକ ପସନ୍ଦ କରନ୍ତି। କେବଳ କେହି କେହି ଥାଆନ୍ତି ଏଥିରୁ ବ୍ୟତିକ୍ରମ। ସେମାନେ ଗବେଷଣା…

ଆଣ୍ଠୁଗଣ୍ଠି ବ୍ୟଥାର ଅତ୍ୟାଧୁନିକ ଚିକିତ୍ସା

ଆଣ୍ଠୁଗଣ୍ଠି ବାତରୋଗରେ ପ୍ରାୟ ପୃଥିବୀରେ ୬୦ ଭାଗ ଲୋକ କଷ୍ଟ ପାଉଛନ୍ତି। ଆମେ ଭାରତୀୟମାନେ ତଳେ ବସି କାମ କରୁଥିବା ଯୋଗୁ ଆଣ୍ଠୁ ବ୍ୟଥା ଅନ୍ୟ ଦେଶ ଅପେକ୍ଷା ପ୍ରାୟ ବହୁ ଗୁଣରେ ଅଧିକ। ଆଣ୍ଠୁଗଣ୍ଠି ବାତରୋଗ ସାଧାରଣତଃ ଦୁଇଟି କାରଣରୁ…

ଜିଲାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

କେନ୍ଦ୍ରାପଡା ଅଫିସ, ୨୭ା୫ : ଆସନ୍ତା ଜୁନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବାହିତ ହେବ ବୋଲି ପାଣି ବିଭାଗ ପୂର୍ବନୁମାନ କରିଛି। ମାତ୍ର ଏହି ସୂଚନାକୁ ଜିଲା ସ୍ବାସ୍ଥ୍ୟ ବିଭାଗ, ବ୍ଲକ, ଜିଲା ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?