ପ୍ରକଳ୍ପ ଅଛି : ପାଣି ଆସୁନି, ଅସୁବିଧା ଭୋଗୁଛନ୍ତି ୮ ୱାର୍ଡ଼ର ଲୋକେ
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.)୨୭ା୫: ପାନୀୟ ଜଳ ପ୍ରକଳ୍ପ ଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହେଉ ନାହିଁ। ଫଳରେ ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ କୁଳାସର, ନୀଳପଲ୍ଲୀ ଓ ବେଣୁଧର ଗ୍ରାମର ୮ ଓ୍ବାର୍ଡର ଲୋକେ ପାଣି ପାଇଁ ନାହିଁ ନ…
ଆବର୍ଜନାରେ ପୋତି ହୋଇଛି ଡ୍ରେନ୍ : ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି
ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର.): ସମ୍ପ୍ରତି କଣ୍ଟିଲୋ ଅଞ୍ଚଳର ବିଭିନ୍ନ ସାହି, ବସ୍ତି ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ଡ୍ରେନଗୁଡିକ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଆବର୍ଜନାରେ ପୋତି ହୋଇପଡ଼ିଛି। କେତେକ ଡ୍ରେନ୍ର ନର୍ଦ୍ଦମା ପାଣି ରାସ୍ତା ଉପରେ ଭାସିବା ଫଳରେ ଦୂଷିତ ପରିବେଶ ସୃଷ୍ଟିହେଉଛି ା…
ଲିଫ୍ଟ ବେସ୍ରେ ନିଆଁ, ଦୌଡ଼ିଲେ କର୍ମଚାରୀ
ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା। ଏହାଦେଖି କାର୍ଯ୍ୟାଳୟରେ ଆତଙ୍କ ଖେଳିଯାଇଥିଲା। କର୍ମଚାରୀମାନେ ଭୟଭୀତ ହୋଇପଡିବା ସହ ଚିତ୍କାର କରି…
ମେ ୩୦, ସନ୍ଧ୍ୟା ୭ଟାରେ ଶପଥ ନେବେ ମୋଦି
ନୂଆଦିଲ୍ଲୀ, ୨୬।୫: ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୩୦ରେ ଶପଥ ନେବେ। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଗୁରୁବାର ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତିଭବନରେ ପ୍ରଧାନମନ୍ତ୍ରୀ…
ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର
ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି ଖାଇଲେ ଶାରୀରିକ ଦୁର୍ବଳତା ହ୍ରାସ ପାଇ ଯୌବନ ପ୍ରାପ୍ତ ହୋଇଥାଏ। ଏହା ମୁଖ ଦୁର୍ଗନ୍ଧ…
ଦୁଇ ବାଇକ୍ ଓ ଇଣ୍ଡିଗୋକୁ ଧକ୍କା ଦେଲା ଟ୍ରକ, ଜଣେ ଗୁରୁତର
ନୂଆଗାଁ,୨୬ା୫(ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁରଠାରେ ରବିବାର ପୂର୍ବାହ୍ନରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଦୁଇଟି ବାଇକ ଓ ଗୋଟିଏ ଇଣ୍ଡିଗୋକୁ ଧକ୍କାଦେଇଥିଲା। ଫଳରେ ଚାରି ଜଣ ଆହତ ହେବା ସହ ଜଣେ ମହିଳା ଗୁରୁତର ହୋଇ ଭୁବନେଶ୍ୱରସ୍ଥିତ ଏକ…
ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ
କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯାଇଛି। ଜିଲା ଅଗ୍ନିସେବା ଅଧିକାରୀ ଶଶାଙ୍କ ମହାପାତ୍ରଙ୍କ ନେତୃତ୍ୱରେ ଏହି ଯାଞ୍ଚ ଆରମ୍ଭ ହୋଇଛି…
ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା
ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ ହୋଇପଡ଼ିଥିଲା।…
ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ
ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ଶିଶୁକୁ କେହି ଜନ୍ମ କରି ଫିଙ୍ଗି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ…
ବଇଣ୍ଡାରେ ଚନ୍ଦନ ଯାତ୍ରା : ୪୦ ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ
ବଇଣ୍ଡା,୨୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ୪୨ ତମ ବଇଣ୍ଡା ଚନ୍ଦନ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ନିୟମ ଅନୁସାରେ ଯାତ୍ରା ପାଳନ କରାଯାଉଥିବାବେଳେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି। ସକାଳେ ରାଧାକୃଷ୍ଣଙ୍କ ମନ୍ଦିରରେ ପୂଜାର୍ଚ୍ଚନା…
ଗାଁର ଲୋକସଂଖ୍ୟା ୨୭ : ଟାଇମ୍ ପାସ ପାଇଁ କରିଥାନ୍ତି ଏମିତି କାମ
ବିଶ୍ୱରେ ଜନସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଥିବାବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ମାତ୍ର ୨୭ ଜଣ ଲୋକ ରହୁଛନ୍ତି। ଭାରି ଏକା ଏକା ଲାଗେ ଏଠାକାର ଲୋକଙ୍କୁ। ଫଳରେ ଏହି ଏକୁଟିଆ ପଣ ଦୂରେଇବା ପାଇଁ ଖାସ୍ କରି ଗାଁର ଲୋକେ…
ଫ୍ରିଜ୍ ମରାମତି ଦୋକାନରେ ନିଆଁ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ବାଲେଶ୍ୱର ଅଫିସ, ୨୫।୫: -ବାଲେଶ୍ୱର ସହରସ୍ଥିତ ତେଲେଙ୍ଗାସାହି ରାସ୍ତାର ମ୍ୟୁନିସିପାଲିଟି କମ୍ପ୍ଲେକ୍ସରେ ଥିବା ଏକ ଫେବ୍ରିକ୍ ୟୁନିଟ୍ରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ଲୋକମାନେ ମରାମତି ପାଇଁ ଦେଇଥିବା ଫ୍ରିଜ୍, ୱାଶିଂମେଶିନ ପୋଡ଼ି ନଷ୍ଟ…

