Uncategorized

ଫାଇନାଲରେ ଶାମୀ ଗୁରୁତର ଆହତ, ରକ୍ତ ଜୁଡ଼ୁବୁଡ଼ୁ ହେଲା ହାତ !

ଦୁବାଇ,୯।୩: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା ଖେଳାଯାଉଛି। ଦୁବାଇରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତୀୟ ଟିମ୍‌ ଲାଗି ଏକ ଖରାପ ଖବର ସାମ୍ନାକୁ ଆସିଛି। ଦଳର ମୁଖ୍ୟ ପେସର ମହମ୍ମଦ ଶାମୀ ଆହତ ହୋଇଛନ୍ତି। ୭ମ ଓଭରରେ…

ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ହାରିଯିବ କି ଟିମ୍‌ ଇଣ୍ଡିଆ! ଚମକାଉଛି ଏହି ରେକର୍ଡ…

ନୂଆଦିଲ୍ଲୀ,୬।୩: ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ମୁହାଁମୁହିଁ ହେବେ। ପ୍ରଥମ ସେମିଫାଇନାଲରେ ଟିମ ଇଣ୍ଡିଆର ଚମତ୍କାର ବିଜୟ ପରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟାଇଟଲ ମୁକାବିଲା ପାଇଁ ଯୋଗ୍ୟତା ଅର୍ଜନ…

ଲଣ୍ଡନରେ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ଉପରେ ଆକ୍ରମଣ ଉଦ୍ୟମ, ତ୍ରିରଙ୍ଗା ଚିରିଲେ ଖଲିସ୍ତାନୀ ସମର୍ଥକ-Video

ଲଣ୍ଡନ,୬।୩: ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ତାଙ୍କର ୬ ଦିନିଆ ୟୁକେ ଏବଂ ଆୟର୍ଲାଣ୍ଡ ଗସ୍ତରେ ଅଛନ୍ତି। ବୈଦେଶିକ ମନ୍ତ୍ରୀ ଚାଥାମ ହାଉସରେ ପହଞ୍ଚିବା ପୂର୍ବରୁ କିଛି ଖଲିସ୍ତାନୀ ସମର୍ଥକ ସେଠାରେ ଉପସ୍ଥିତ ଥିଲେ। ସେମାନେ ଭାରତ ବିରୋଧୀ ସ୍ଲୋଗାନ ଦେଉଥିଲେ।…

ହାର୍ଦ୍ଦିକଙ୍କ ବିସ୍ଫୋରକ ଛକା ଦେଖି ଖୁସିରେ ଡେଇଁଲେ ଗର୍ଲଫ୍ରେଣ୍ଡ

ଦୁବାଇ,୫।୩: ହାର୍ଦ୍ଦିକ ପାଣ୍ଡ୍ୟା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨୮ ରନ୍‌ରେ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ଆଉଟ ହେବାବେଳେ ଭାରତ ବିଜୟର ଦ୍ୱାରଦେଶରେ ଥିଲା। ତାଙ୍କ ଇନିଂସରେ ସେ ୧୦୬ ମିଟର ଲମ୍ବା ଏକ ଛକା…

Video: ଚାମ୍ପିଅନ୍ସ ଟ୍ରଫିରେ ଘଟିଥାନ୍ତା ବଡ଼ ଅଘଟଣ, ରୋହିତଙ୍କ ଯୋଗୁ ବିପଦରେ ପଡ଼ିଲା ଜୀବନ…

ଦୁବାଇ,୪।୩: ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଜଣାଶୁଣା। ଯେବେବି ସେ ଶଟ୍‌ ଖେଳନ୍ତି ବିରୋଧି ଅଧିନାୟକ ଚିନ୍ତାରେ ପଡ଼ିଯାଆନ୍ତି। ହେଲେ ଅଷ୍ଟ୍ରେଲିଆ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ୍‌ରେ ରୋହିତ ଅମ୍ପାୟାରଙ୍କ ଜୀବନକୁ ବିପଦରେ…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ‘ବିଶ୍ୱାସଘାତକ’ ରାଜନୀତି କରୁଛନ୍ତି: ଅଧିର ରଞ୍ଜନ

ନୂଆଦିଲ୍ଲୀ,୨୮।୨: ବରିଷ୍ଠ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ ଶୁକ୍ରବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ମମତା ପଶ୍ଚିମବଙ୍ଗ ରାଜନୀତିରେ ବିଶ୍ୱାସଘାତକର ଏକ ଜ୍ୱଳନ୍ତ ଉଦାହରଣ। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ…

ଦିନେ ଯାହା ବଲ୍‌କୁ ଖେଳିବାକୁ ଡରୁଥିଲେ କୋହଲି, ଏବେ ସେ ରୋନାଲ୍ଡୋଙ୍କ ସହ କଲେ କୋହଲିଙ୍କ ତୁଳନା; ଚମକାଇଲା…

ନୂଆଦିଲ୍ଲୀ,୨୭।୨: କ୍ରିକେଟରେ ବିରାଟ କୋହଲିଙ୍କୁ ‘କିଙ୍ଗ୍‌’ ଆଖ୍ୟା ଦିଆଯାଇଛି। ସେ ଦିନିକିଆରେ ସର୍ବାଧିକ ଶତକ ଲଗାଇଥିବା ଖେଳାଳି। ଏହାଛଡ଼ା ଅନେକ ରେକର୍ଡ ତାଙ୍କ ନାମରେ ରହିଛି। କୌଣସି ବଡ଼ ଟୁର୍ନାମେଣ୍ଟରେ ଦଳର ଆବଶ୍ୟକତା ସମୟରେ ସେ ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଆସିଛନ୍ତି।…

Champions Trophy 2025: ଭୋ ଭୋ ହୋଇ କାନ୍ଦିଲେ ପାକିସ୍ତାନ ଖେଳାଳି: ଡ୍ରେସିଂ ରୁମ୍‌ ଭିଡିଓ ଭାଇରାଲ

କରାଚୀ,୨୧।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ପାକିସ୍ତାନ କ୍ରିକେଟ ଦଳ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଘଟିନାହିଁ। ଟୁର୍ନାମେଣ୍ଟ ଆରମ୍ଭ କରିବା ସମୟରେ ଫଖର ଜମାନ ପ୍ରଥମ ଓଭରରେ ଆହତ ହୋଇଥିଲେ ଏବଂ ସମଗ୍ର ଟୁର୍ନାମେଣ୍ଟରୁ ବାଦ ପଡ଼ିଥିଲେ। ଏହି ମ୍ୟାଚ ହାରିବା…

ଯୌତୁକରେ ମିଳିଥିବା ୫.୫୧ ଲକ୍ଷ ଫେରାଇଲେ

ଜୈସଲ୍‌ମେର: ପଶ୍ଚିମ ରାଜସ୍ଥାନର ଜୈସଲମେର ଜିଲା ଲାଠି ଅଞ୍ଚଳସ୍ଥିତ କେରାଲିଆ ଗ୍ରାମରେ ଅନୁଷ୍ଠିତ ହୋଇଥିବା ଏକ ବିବାହ ଉତ୍ସବରେ ଜଣେ ବର ଯୌତୁକ ପ୍ରଥାକୁ ବନ୍ଦ କରିବା ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ରାଜସ୍ଥାନର ପାଲି ଜିଲା କଣ୍ଟାଲିଆ…

ଅର୍କେଷ୍ଟାରେ ନାଚୁଥିଲେ ଯୁବତୀ, ହଠାତ୍‌ ମଥାରେ ସିନ୍ଦୂର ଦେଇ ଜୀବନସାଥୀ କରିନେଲେ ଯୁବକ, Video ଦେଖିଲେ…

ବିବାହ କାର୍ଯ୍ୟକ୍ରମରେ ଅର୍କେଷ୍ଟା ମନ ମୋହିଥାଏ। ରଙ୍ଗାରଙ୍ଗ ଗୀତ ତାଳରେ ବରଯାତ୍ରୀମାନେ ଝୁମିଥାନ୍ତି। ହେଲେ ବିହାରର ଜଣେ ଯୁବକ ଅର୍କେଷ୍ଟାରେ ନାଚୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିବା ପରେ ବିବାହ କରିନେଇଛନ୍ତି। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାହା…

Champions Trophy: ଚାମ୍ପିଅନ୍ସ ଟ୍ରଫି ପାଇଁ ପୁରସ୍କାର ରାଶି ଘୋଷଣା କଲା ICC

ନୂଆଦିଲ୍ଲୀ,୧୪।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚାମ୍ପିଅନ୍ସ ଟ୍ରଫି ପାଇଁ ପୁରସ୍କାର ରାଶି ଘୋଷଣା କରିଛି। ବିଶ୍ୱ କ୍ରିକେଟ ସଂସ୍ଥା ଗତ ଥର ତୁଳନାରେ ଟୁର୍ନାମେଣ୍ଟର ପୁରସ୍କାର ରାଶି ୫୩ ପ୍ରତିଶତ ବୃଦ୍ଧି କରିଛି। ଫେବୃଆରୀ ୧୯ରୁ ଆରମ୍ଭ ହେଉଥିବା ଚାମ୍ପିଅନ୍ସ…

ସଚିନ ତେନ୍ଦୁଲକରଙ୍କ ପ୍ରଥମ ପ୍ରେମ ପତ୍ନୀ ଅଞ୍ଜଳି ନୁହେଁ ବରଂ ଅନ୍ୟ କେହି, ଭାଲେଣ୍ଟାଇନ୍ସ ସପ୍ତାହରେ ହେଲା ଖୁଲାସା

ମୁମ୍ବାଇ,୧୩।୨: ଗତ ଗୋଟିଏ ସପ୍ତାହ ଧରି ଭାରତରେ ଭାଲେଣ୍ଟାଇନ୍ସ ସପ୍ତାହ ଆଲୋଚନାର ବିଷୟ ହୋଇଛି। ଏବେ ଭାଲେଣ୍ଟାଇନ୍ସ ଡେ ମଧ୍ୟ ନିକଟତର ହେଉଛି ଏବଂ ଏଠାରେ ଆପଣ ଏହି ବିଶେଷ ଦିନ ସହିତ ଜଡିତ ଏକ କାହାଣୀ ବିଷୟରେ ଜାଣିପାରିବେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri