ମହାକାଶରେ ସ୍ବାସ୍ଥ୍ୟାବସ୍ଥା ବିଗିଡିଗଲେ, କେମିତି ହୁଏ ମହାକାଶଚାରୀଙ୍କ ଚିକିତ୍ସା: ଜାଣନ୍ତୁ ରୋଚକ କଥା…
ନୂଆଦିଲ୍ଲୀ,୨୫।୧୧: ମହାକାଶଚାରୀମାନେ ମହାକାଶକୁ ଯାଆନ୍ତି। ସେଠାରେ ସେମାନେ ଅନେକ ପ୍ରକାରର ଅନୁସନ୍ଧାନ କରନ୍ତି, କିନ୍ତୁ ଏଥିରେ ମଧ୍ୟ ଅନେକ ଅସୁବିଧା ହୋଇଥାଏ। ମହାକାଶଚାରୀମାନେ ମହାକାଶକୁ ଗଳେ, ସେମାନଙ୍କୁ ପୃଥିବୀଠାରୁ ବହୁ ଦୂରରେ ଏବଂ ଏକ ଭିନ୍ନ ପରିବେଶରେ ରହିବାକୁ ପଡେ। ଏହି…
ଜିନତ୍ ଗଲା ଘଞ୍ଚ ଜଙ୍ଗଲ
ମୟୂରଭଞ୍ଜ,୨୫।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏନ୍କ୍ଲୋଜରୁ ବାହାରିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍’। ‘ଜିନତ୍’କୁ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଥିବା ଶିମିଳିପାଳ ଆରସିସିଏଫ୍ ସୂଚନା ଦେଇଛନ୍ତି। ରାତି ୯ଟା ୩୦ରେ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ତେବେ ୨୪ ଘଣ୍ଟିଆ…
ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍ ଓଭରବ୍ରିଜ୍
ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି ସାମଗ୍ରୀ। ଇଚ୍ଛା ଥିଲା ପୁଅ, ବୋହୂ, କୁନି ନାତିଙ୍କ ସହ କିଛିଦିନ ସମୟ ବିତାଇଥାନ୍ତେ।…
ଟଙ୍କାରେ ପ୍ରଲୋଭିତ ହେଲେନି ଚାନ୍ଦବାଲିବାସୀ: ସୁଲତା
ଭଦ୍ରକ,୧୬ା୧୧(ସନାତନ ରାଉତ): ରଙ୍ଗ ବଦଳାଇଲେ ଲୋକଙ୍କ ଭଲପାଇବା ନେଇପାରିବେନି କି ସେମାନଙ୍କ ହୃଦୟ ପରିବର୍ତ୍ତନ କରିପାରିବେ ନାହିଁ। ଭଦ୍ରକ ଜିଲା ଧାମରାରେ ବିଜେଡି ପକ୍ଷରୁ ଆୟୋଜିତ ପାରମ୍ପରିକ ବୋଇତ ବନ୍ଦାଣ ସଭାରେ ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ ଭାଜପା ରାଜ୍ୟ…
ଆଇପିଏଲ୍ ନିଲାମରୁ ବାଦ୍ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…
ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…
ଯାତ୍ରା ଦର୍ଶକଙ୍କୁ ପିଟିଲା ପୋଲିସ
ଚାନ୍ଦବାଲି,୧୦।୧୧(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି କାଳୀପୂଜାରେ ଯାତ୍ରା ଟିକେଟ କାଟିବାକୁ ଆସିଥିବା ଦର୍ଶକଙ୍କୁ ସର୍ବସମ୍ମୁଖରେ ପୋଲିସ ପିଟିଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଚାନ୍ଦବାଲି କାଳୀପଡ଼ିଆ ଏବଂ ଦୁର୍ଗାପଡ଼ିଆରେ ବିଭିନ୍ନ ଅପେରା ଚାଲିଛି। ଯାତ୍ରା…
ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି କଂଗ୍ରେସ: ମୋଦି
ମୁମ୍ବାଇ,୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଜାଲିଆତିରେ ସବୁ ରେକର୍ଡ ଭାଙ୍ଗିଛି। ଏହି ଲୋକମାନେ ନିଜର ସମ୍ବିଧାନ କରିବାକୁ ଚାହୁଁଛନ୍ତି। ମହାରାଷ୍ଟ୍ର ଦୀର୍ଘଦିନ…
କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ
ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ ହେଲେ ବରଗଡ ପୌର ପରିଷଦ ଅଧିନ ଗଙ୍ଗାଧର ନଗର ନିବାସୀ ଗଣେଶ ଦାଶ। ସେ…
ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା
ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ ସହଯୋଗୀଙ୍କ…
ଅଡୁଆରେ ଗମ୍ଭୀର, ବଡ଼ ଧରଣର ଠକେଇ ନେଇ କୋର୍ଟ ଦେଲେ ଯାଞ୍ଚ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଟିମ୍ର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଅଡ଼ୁଆ ଥମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ହାରିବା ପରେ ସେ ବର୍ତ୍ତମାନ ତୃତୀୟ ଟେଷ୍ଟ ପାଇଁ ମୁମ୍ବାଇରେ ଅଛନ୍ତି। ଏସବୁ ମଧ୍ୟରେ ସେ ବଡ଼ ଅଡ଼ୁଆରେ ଫସିଛନ୍ତି। ଫ୍ଲାଟ୍…
ନୂତନ ଗ୍ରହ ଆବିଷ୍କାର କଲେ ବୈଜ୍ଞାନିକ: ପୃଥିବୀଠାରୁ ୫ ଗୁଣା ବଡ଼
ଅହମଦାବାଦ, ୨୮।୧୦:ଭାରତ ସରକାରଙ୍କ ମହାକାଶ ବିଭାଗ ଅଧୀନ ଅହମଦାବାଦସ୍ଥିତ ଫିଜିକାଲ ରିସର୍ଚ୍ଚ ଲାବରେଟୋରି(ପିଆର୍ଏଲ୍)ର ବୈଜ୍ଞାନିକମାନେ ସୋମବାର ବାହ୍ୟ ଗ୍ରହ ବିଜ୍ଞାନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ଆବିଷ୍କାରର ଘୋଷଣା କରିଛନ୍ତି। ବୈଜ୍ଞାନିକମାନେ ଏକ ଘନ ଶନି ଗ୍ରହ ଆକାରର ଏକ୍ସୋପ୍ଲାନେଟ୍(ସୌରମଣ୍ଡଳ ବାହ୍ୟ ଗ୍ରହ)…
Archives


