ଭାଲେଣ୍ଟାଇନ ଡେ

ହଗ୍‌ ଡେ: ମାନସିକ ଚାପ ହ୍ରାସ କରେ ଆଲିଙ୍ଗନ…

ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ଫେବୃୟାରୀ ୧୨ରେ ପାଳିତ ହେବ ହଗ୍‌ ଡେ ବା ଆଲିଙ୍ଗନ ଦିବସ। ଆଲିଙ୍ଗନ କେବଳ ପ୍ରେମୀଯୋଡ଼ାଙ୍କ ଭଲ ପାଇବା ତଥା ଆବେଗକୁ ପରିପ୍ରକାଶ କରେ ନାହିଁ। ଏହାଦ୍ୱାରା ଶରୀରର ବହୁ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ ହ୍ରାସ…

ପ୍ରମିଜ୍‌ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ…

ଚକୋଲେଟ୍‌ ଡେ’ରେ ଘରେ ପ୍ରସ୍ତୁତ କରନ୍ତୁ ଚକୋଲେଟ୍‌

ଫେବୃୟାରୀ ୯ ଅର୍ଥାତ ରବିବାର ଭାଲେଣ୍ଟାଇନ୍ସ ଓ୍ବିକ୍‌ର ତୃତୀୟ ଦିନ। ଏହିଦିନ ନିଜ ସାଥୀଙ୍କୁ ଚକୋଲେଟ୍‌ ଦେବାକୁ ଆଦୌ ଭୁଲନ୍ତୁ ନାହିଁ। ବଜାରରୁ ନ କିଣି ଘରେ ତିଆରି କରିଥିବା ଚକୋଲେଟ୍‌ ଦେଇ ସାଥୀଙ୍କୁ ଆହୁରି ନିଜର କରିନିଅନ୍ତୁ। ଜାଣନ୍ତୁ କେମିତି…

ପ୍ରେମୀଯୁଗଳ କାହିଁକି ପାଳନ କରିଥାନ୍ତି’ ଚକୋଲେଟ୍‌ ଡେ’

ଫେବୃୟାରୀ ମାସଟି ପ୍ରେମୀଯୁଗଳଙ୍କ ପାଇଁ ବହୁତ ଖାସ୍‌। କାରଣ ଏହି ମାସରେ ପ୍ରେମୀଯୁଗଳଙ୍କ ଉପରେ ଖାଲି ପ୍ରେମର ବର୍ଷା ହିଁ ବର୍ଷା ହୋଇଥାଏ। ବିଶେଷକରି ପ୍ରେମକୁ ସ୍ମରଣୀୟ ତଥା ଉଜ୍ଜୀବିତ କରିବା ପାଇଁ ଯୁବବର୍ଗ ଏହାକୁ ସପ୍ତାହେ ଧରି ପାଳନ କରିଥାନ୍ତି।…

ପ୍ରେମ ବିବାହ କରି ଟ୍ରୋଲ୍‌ ହେଲେ ଦମ୍ପତି

ଇସଲାମାବାଦ: ପାକିସ୍ତାନରେ ଏବେ ଏମିତି ଏକ ଦମ୍ପତିଙ୍କ ଭିଡିଓ ଭାଇରାଲ ହେଉଛି ଯାହା ସବୁଠି ଚର୍ଚ୍ଚାର ପରିସରକୁ ଚାଲିଆସିଛି। ଏମାନଙ୍କ ପ୍ରେମ ଏମିତି ଥିଲା ଯେ ଏମାନେ ବୟସ କଥା ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଛନ୍ତି। ଏକ ବିବାହ ଉତ୍ସବରେ ୧୮…

ପ୍ରପୋଜ୍‌ ଡେ’: ଜାଣନ୍ତୁ ସାଥୀଙ୍କୁ କେମିତି କହିବେ ମନର କଥା…

ବର୍ତ୍ତମାନ ଭାଲେଣ୍ଟାଇନ୍‌ ଓ୍ବିକ୍‌ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍‌ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ୍‌ ଡେ’…

ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ

ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ ବିରୋଧ…

ରୋଜ୍‌ ଡେ’: ଗୋଲାପ ପ୍ରେମ ବଢ଼ାଇବା ସହ ଆଣିଥାଏ ସୁନିଦ୍ରା

ଭାଲେଣ୍ଟାଇନ୍‌ ସପ୍ତାହ ରୋଜ୍‌ ଡେ’ରୁ ହିଁ ଆରମ୍ଭ ହୋଇଥାଏ। ଅର୍ଥାତ୍‌ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ଏହାକୁ ପାଳନ କରିଥା’ନ୍ତି। ଗୋଲାପ ମାଧ୍ୟମରେ ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ପ୍ରପୋଜ କରିଥା’ନ୍ତି। କାରଣ ପ୍ରେମର ପ୍ରତୀକ ହେଉଛି ଗୋଲାପ।…

୩ ରାଶିର ବ୍ୟକ୍ତିଙ୍କ ଉପରେ ହେବ ପ୍ରେମର ବର୍ଷା…

ପ୍ରେମୀ ଦିବସକୁ ନେଇ ପ୍ରତିଟି ପ୍ରେମିକାପ୍ରେମିକଙ୍କ ମଧ୍ୟରେ ଉତ୍ସୁକତା ଭରି ରହିଥାଏ। ପ୍ରେମ ଉପରେ ସବୁବେଳେ କଟକଣା ଲାଗିଛି। ତେବେ ଯେତେବେଳେ କଟକଣା ଶକ୍ତ ହୋଇଛି ପ୍ରେମ ଅଧିକ ଗଭୀର ହୋଇଛି। ଏହା ପୃଥିବୀ ଇତିହାସରୁ ଜଣାପଡ଼େ। ତୃତୀୟ ଶତାବ୍ଦୀରେ ଇଟାଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?