Video

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ପିଲା ସ୍କୁଲ ନ ଆସିଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ । ଘରକୁ ଯାଇ ବୁଝିବେ ସ୍କୁଲ ନ ଆସିବାର କାରଣ, ଡିଇଓ-ବିଇଓଙ୍କୁ ସ୍କୁଲ୍ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ।

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଏକ ସେମିନାରରେ ଯୋଗ ଦେବାକୁ ବିମାନରେ ମଧ୍ୟରାତ୍ରରେ ରାୟପୁର ଯାତ୍ରା କରୁଥିଲେ କଟକ ଏସସିବି ମେଡିକାଲ ସର୍ଜରୀ ବିଭାଗର ଡ଼ାକ୍ତର ଜ୍ୟୋତିର୍ମୟ ନାୟକ । ସେହି ବିମାନରେ ଜଣେ ବୟସ୍କା ମହିଳା ହଠାତ ଅଚେତ ହୋଇ ତଳେ ପଡ଼ିଯାଇଥିଲେ । ସଙ୍ଗେ…

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଗତକାଲି ସନ୍ଧ୍ୟାରେ କମିଶନରେଟ ପୋଲିସ ପକ୍ଷରୁ ପ୍ରସିଦ୍ଧ ଜଟଣୀ ଗଣେଶ ପୂଜାକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ୱର ଏଡିସିପି ସଞ୍ଜୟ ମହାପାତ୍ର ଅଧକ୍ଷାତା କରିଥିବା ବେଳେ ବ୍ୟବସାୟୀ ସଂଘ ପୂଜା କମିଟି ଓ ସାହି…

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ଆଜିଠାରୁ ଖୋଲା ପେଟ୍ରୋଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ । ଓଡ଼ିଶାରେ ପେଟ୍ରୋଲ ପମ୍ପରୁ ବୋତଲ କିମ୍ବା ଅନ୍ୟ କୌଣସି ଜାରରେ ଗ୍ରାହକ ପେଟ୍ରୋଲ ଆଣିପାରିବେ ନାହିଁ ।

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri

ହାଣ୍ଡି ମାଠିଆ ତିଆରି କରିବାକୁ ଆଉ ମାଟି ମିଳୁନି । ମାଟି ନେବାକୁ ହେଲେ ପଚାଶ ହଜାର ଟଙ୍କା ଦେବାକୁ ପଡ଼ିବ ବୋଲି ଧମକ ଦେଉଛନ୍ତି ଦଲାଲ୍ । ମାଟି ଥିବା ଜାଗାକୁ ଚିହ୍ନଟ କରି ମାଟି ଯୋଗେଇବାକୁ ଅନୁରୋଧ କରିଛନ୍ତି…

ଜାତିଭିତ୍ତିକ ଜନଗଣନାକୁ ଅନୁମତି | Caste Census | Historic Decision | Dharitri Live

କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇ ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି CCPA ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri