ଅନ୍ତର୍ଜାତୀୟ ଯୋଗ ଦିବସ

ଶରୀର, ମନ ଓ ଆତ୍ମାକୁ ଯୋଡ଼େ ଯୋଗ

ନୂଆଦିଲ୍ଲୀ,୨୧।୬: ସଂସ୍କୃତର ‘ଯୁଜ୍‌’ ଧାତୁରୁ ଯୋଗର ଉତ୍ପତି; ଯାହାର ଅର୍ଥ ‘ଯୋଡ଼ିବା’। ଅର୍ଥାତ୍‌ ଶରୀର, ମନ ଏବଂ ଆତ୍ମାକୁ ଗୋଟିଏ ସୂତ୍ରରେ ଯୋଡ଼ିବା। ସ୍ପଷ୍ଟ ଶବ୍ଦରେ କହିଲେ, ଯୋଗର ଅର୍ଥ ଶାରୀରିକ ବ୍ୟାୟାମ, ଯେଉଁ ପ୍ରକ୍ରିୟାରେ ମନୁଷ୍ୟ ସୁସ୍ଥ ରହିବା ପାଇଁ…

ରାଞ୍ଚିରେ ଯୋଗ କରିବେ ମୋଦି

ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର ଅର୍ଥାତ୍‌ ଜୁନ୍‌ ୨୧ରେ ଏଠାରେ ଯୋଗ ଦିବସ ପାଳନ ପାଇଁ ମୋଦିଙ୍କୁ ସ୍ବାଗତ କରିବା…

ଜାହାଜ ଉପରେ ଯୋଗ ଅଭ୍ୟାସ କଲେ ନୌସେନା

ନୂଆଦିଲ୍ଲୀ,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଯୋଗ ଶିବିରମାନ ଆୟୋଜନ କରାଯାଉଛି। ଏହି କ୍ରମରେ ନୌସେନା କର୍ମଚାରୀମାନେ ମଧ୍ୟ ଯୋଗ ଅଭ୍ୟାସ କରିଛନ୍ତି। ଗୁରୁବାର ପୂର୍ବ ନୌସେନା କମାଣ (ଇଏନ୍‌ସି)ର ସୂର୍ଯ୍ୟୋଦୋୟ କମାଣ ଜାହଜ ଉପରେ ଯୋଗ…

ଘୋଡ଼ା ଉପରେ ୪୦ ମିନିଟ୍‌ ଧରି ୩୦ ଯୋଗାସନ କଲେ ୧୧ ଯବାନ

ସହାରନ୍‌ପୁର,୨୦।୬: ଶୁକ୍ରବାର ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ। ଏହା ପୂର୍ବରୁ ଉତ୍ତରପ୍ରଦେଶ ସହାରନ୍‌ପୁରରେ ଗୁରୁବାର ସେନାର ରିମାଉଣ୍ଟ୍‌ ଡିପୋ ଆଣ୍ଡ୍‌ ଟ୍ରେନିଂ ସ୍କୁଲରେ ୧୧ ଜଣ ଭାରତୀୟ ଯବାନ ଘୋଡ଼ା ଉପରେ ବସି ୪୦ ମିନିଟ୍‌ ଯୋଗାଭ୍ୟାସ କରିଛନ୍ତି। ଏହି…

ଆଇଟିବିପି ଯବାନଙ୍କ ଯୋଗାଭ୍ୟାସ

ଶ୍ରୀନଗର,୧୯।୬: ଅନ୍ତର୍ଜାତୀୟ ଯୋଗ ଦିବସ ଆସନ୍ତା ୨୧ରେ ଆୟୋଜିତ ହେବ। ଏହାକୁ ନେଇ ସାରା ବିଶ୍ୱରେ ପ୍ରସ୍ତୃତି ଜୋରସୋରରେ ଚାଲିଥିବା ବେଳେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ବୁଧବାର ଜମ୍ମୁ…

ପାଣି ଭିତରେ ଯୋଗ କଲେ ବିଏସ୍‌ଏଫ୍‌ ଯବାନ

ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଆସାମର ବର୍ଡର ସିକ୍ୟୁରିଟି ଫୋର୍ସ ଡୁବୁରିଠାରେ ଥିବା ବ୍ରହ୍ମପୁତ୍ର ନଦୀ…

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଆଉ ଏକ ନୂଆ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୧୮।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖରେ ପାଳନ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଥ୍ରିଡି ଆନିମେଟେଡ ଯୋଗ ଅପଲୋଡ କରୁଛନ୍ତି। ଏହି କ୍ରମରେ ସୋମବାର ମୋଦି…

ଅନ୍ତର୍ଜାତୀୟ ଯୋଗ ଦିବସ: ଆୟୁର୍ବେଦ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରିବ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ନ୍ୟୁୟର୍କ,୧୮।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭାରତୀୟ ଆୟୁର୍ବେଦ ଚିକିତ୍ସାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏକ ନୂତନ ପରିଚିତି ଦେବାକୁ ଯାଉଛି। ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏକ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରାଯିବ। ଏଥିରେ ହାଇପରଟେନସନ୍‌, ଡାଇବେଟିସ୍‌,…

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ କରିଛନ୍ତି। ଯୋଗ ଯେ ଶରୀରକୁ ସୁସ୍ଥ ରଖିବାର ଏକ ଭଲ ମାଧ୍ୟମ ଏବେ ଏକଥାକୁ…

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି ଭିଡିଓକୁ ଅପଲୋଡ କରାଯାଇଛି। ଏଥିରେ ମୋଦି ‘ଶଲଭାସନ’ ବା ‘ଦ ଲୋକୋଷ୍ଟ ପୋଶ୍ଚର’ କରୁଥିବା…

ନେଦରଲାଣ୍ଡ ଯୋଗ ଦିବସ ପାଳନରେ ଉପସ୍ଥିତ ରହିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଆମଷ୍ଟରଦମ,୧୬।୬: ଆଗକୁ ଆସୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ଜୁନ୍‌ ୨୧ରେ ପାଳନ କରାଯିବ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥିପାଇଁ ସାରା ବିଶ୍ୱ ଏବେ ପ୍ରସ୍ତୁତି ପଥେ। ରବିବାର ନେଦରଲାଣ୍ଡରେ ଯୋଗ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…

ସୁସ୍ଥ ତଥା ନିରାମୟ ଜୀବନଯାପନ ପାଇଁ ଯୋଗ ଜରୁରୀ

ଜୁନ୍‌ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଇଥାଏ। ୨୦୧୪ ଡିସେମ୍ବର ୧୧ରେ ସଂଯୁକ୍ତ ରାଷ୍ଟ୍ର ମହାସଭାରେ ପ୍ରତିବର୍ଷ ଜୁନ୍‌ ୨୧ରେ ଯୋଗ ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ତେଣୁ ୨୦୧୫ ଜୁନ୍‌ ୨୧ରୁ ପ୍ରଥମ ଅନ୍ତର୍ଜାତୀୟ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?