ହୁତୁହୁତୁ ହୋଇ ଜଳିଗଲା ଗୁହାଳ: ଗାଈ ଜୀବନ୍ତ ଦଗ୍ଧ

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡା ଗ୍ରାମର ଅରୁଣ ମହାପାତ୍ର ଓ ନବୀନ ମହାପାତ୍ର ଦୁଇ ଭାଇଙ୍କ ଗୁହାଳ ଜଳିଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଗୁହାଳରେ ବନ୍ଧା ହୋଇଥିବା ଦୁଇଟି ଗାଈ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ନିକଟରେ ଥିବା ଗୋଟିଏ ବାଇକ ଏବଂ ଦୁଇଟି ସାଇକେଲ ସମ୍ପୂର୍ଣ୍ଣ ଜଳି ଯାଇଛି। ପୂର୍ବ ଶତ୍ରୁତା କାରଣରୁ କୌଣସି ଦୁର୍ବୃତ୍ତ ଗୁହାଳରେ ନିଆଁ ଲଗାଇଥିବା ଗାଁରେ ଚର୍ଚ୍ଚା ଚାଲିଥିବା ବେଳେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଲୋଚନା ହେଉଛି। ଖବରପାଇ ହିଞ୍ଜିଳି ଥାନା ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ l କୂଅରେ ଜଣେ ବ୍ୟକ୍ତିଙ୍କ…

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri