ଗୋରୁବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ନିରାକାରପୁର,୪ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ବୁଧବାର ସିକୋ ନିକଟରୁ ଏକ ଗୋରୁ ବୋଝେଇ ଓଆର-୦୨-ବିଏକ୍ସ -୩୯୦୧ ନମ୍ବର ବିଶିଷ୍ଟ ଗାଡ଼ି ଜବତ କରିଥିବା ସହ ସେଥିରେ ଥିବା ୪ଟି ଗୋରୁକୁ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଗୋରୁ ମଧ୍ୟରେ ଗୋଟିଏ ଷଣ୍ଢ, ୨ଟି ବଳଦ ଓ ଗୋଟିଏ ଗାଈ ରହିଛନ୍ତି। ଜବତ ଗୋରୁଙ୍କୁ ଜଟଣୀଠାରେ ଥିବା ଗୋ’ଶାଳାରେ ଛଡ଼ାଯାଇଛି। ଗୋରୁ କେଉଁଠାରୁ କେଉଁ ଅଞ୍ଚଳକୁ କେଉଁ ଉଦେଶ୍ୟରେ ନିଆ ଯାଉଥିଲା ସେ ନେଇ ତଦନ୍ତ ଚାଲିଛି। ତେବେ ପୋଲିସକୁ ଦେଖି ଗିରଫ ଭୟରେ ଗାଡ଼ିଚାଳକ ଫେରାର ହୋଇଯାଇଛନ୍ତି। ଏନେଇ ଜଙ୍କିଆ ଥାନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞାଋ଼ତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri