ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ

ଢେଙ୍କାନାଳ ଅଫିସ,୨୧।୯: ଢେଙ୍କାନାଳ ଜିଲା ସଦର ଥାନା କଙ୍କଡାହାଡ ଗ୍ରାମ ଛକରେ ବୁଧବାର ସକାଳେ ଏକ ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଜବତ କରାଯାଇଛି। ଭ୍ୟାନ୍‌ରେ ୨୦ ଗୋରୁ ଚାଲାଣ କରାଯାଉଥିବା ଖବରପାଇ ଗ୍ରାମବାସୀ ଓ ବଜରଙ୍ଗ କ୍ଲବ୍‌ର ସଦସ୍ୟମାନେ ସେମାନଙ୍କୁ ଧରି ପୋଲିସ ଜିମା ଦେଇଥିଲେ। ଗୋରୁ ବୋଝେଇ ପିକ୍‌ଅଫ ଭ୍ୟାନ୍‌ ଆଗରେ ଏକ ଗାଡ଼ିରେ ଯାଉଥିବା ପ୍ରାୟ ୧୦ ଜଣ ଲୋକ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରିଥିଲେ। କିନ୍ତୁ ଗ୍ରାମବାସୀ ସେମାନଙ୍କୁ ଗୋଡ଼ାଇବାରୁ ସମସ୍ତେ ପଳାଇଥିଲେ। ପିକ୍‌ଅଫ ଭ୍ୟାନ୍‌ ଚାଳକ ମଧ୍ୟ ଫେରାର ହୋଇଯାଇଥିଲେ। ହେଲେ ଭ୍ୟାନ ଭିତରେ ଚାପି ହୋଇ ଗୋଟିଏ ଗାଇର ମୃତ୍ୟୁ ହୋଇଥିବା ଜଣାପଡିଛି। ଅନ୍ୟ ଗୋରୁଙ୍କୁ ଗ୍ରାମବାସୀ ଛାଡ଼ି ଦେଇଥିଲେ। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?