ଚୋରା ଚାଲାଣ କରୁଥିଲେ ଗୋରୁ, ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସାମ୍ନାକୁ ଆସିଲା…

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରିଡିହା ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ୬ ଗୋରୁଙ୍କୁ ପାଟଣା ପୋଲିସ ଉଦ୍ଧାର କରିଛି।

ସୂଚନାନୁଯାୟୀ, ଗୁରୁବାର ରାତିରେ ଓ ଆର ୦୫ ଏ ଏଚ ୮୧୨୪ ନମ୍ବର ବିଶିଷ୍ଟ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ରାସ୍ତା କଡ଼ ଡ୍ରେନ୍‌ ଭିତରକୁ ପଶି ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖବର ପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରେ ଗୋରୁ ଥିବା ଦେଖିବାକୁ ପାଇବା ପରେ ଗୋରୁଙ୍କୁ ଉଦ୍ଧାର କରିଛି। ଗାଡ଼ିଟି ଦୁର୍ଘଟଣା ହେବା ପରେ ଗୋରୁ ଚାଲାଣ ଘଟଣା ସାମ୍ନାକୁ ଆସିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ସହ ଗୋଚାଲାଣକାରୀ ଫେରାର ହୋଇଯାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଗୋରୁଙ୍କୁ ଉଦ୍ଧାର କରି ପାଟଣା ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri