ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩ ବଳଦ ଓ ୧ଗାଈକୁ ଉଦ୍ଧାର କରାଯାଇଛି। ଗାଡି ଚାଳକ ଢେଙ୍କିକୋଟ ଅଞ୍ଚର ରାଜେଶ ମୁଖୀକୁ ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖି ଥିବା ଏସ୍‌ଆଇ ସୁଶାନ୍ତ ମଣୀ ମହାନ୍ତି ସୂଚନା ଦେଇଛନ୍ତି। ଗୋରୁଙ୍କୁ ଢେଙ୍କିକୋଟର ଶାନ୍ତରାପୁର ଗ୍ରାମରୁ ଚଢେଇ ଭୋଳ ଚାଲାଣ ହେଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ପିଇ ୪ ମୃତ

ବନ୍ତଳା,୨୮ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗ୍ରାମରେ ବିଷାକ୍ତ ମଦ୍ୟପାନ ଯୋଗୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ...

ମାଟିରେ ମିଶିଯିବ ବଳରାମ ଦାସ ଗୁମ୍ଫା

ପୁରୀ ଅଫିସ,୨୮ା୯: ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ପୁରୀରେ ବହୁ ଐତିହ୍ୟ, କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରୁ ଅନେକ ମାଟିରେ ମିଶିଗଲାଣି। ପୁଣି କେତେକ ଐତିହ୍ୟ ରହିଛି ଯାହାର ରକ୍ଷଣାବେକ୍ଷଣ...

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ...

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ସତ୍ୟପାଠ ଦାଖଲ କଲା ରାଜ୍ୟ ପରିବହନ ବିଭାଗ

କଟକ ଅଫିସ,୧ା୧୧:ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ମାମଲାରେ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ବିଭିନ୍ନ କାରଣରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ...

କରୋନା ସମ୍ପର୍କିତ ଗୁଜବ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ବ୍ୟକ୍ତି: ବାନ୍ଧିନେଲା ପୋଲିସ

ବଡ଼ବିଲ.୨୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ କରୋନା ସମ୍ପର୍କିତ ଏକ ଗୁଜବ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଗିରଫ ବ୍ୟକ୍ତିଙ୍କ...

କଟକଣା ହେଲା କୋହଳ

କେନ୍ଦୁଝର, ୨୧।୫( ସ୍ବ.ପ୍ର.)-ଜିଲା ପ୍ରଶାସନ ଜାରି କଲା ନୂଆ ଗାଇଡ଼ ଲାଇନ। କଣ୍ଟେନମେଣ୍ଟ ଯୋନ ବାହାରେ କୋଭିଡ୧୯ ପାଇଁ ଥିବା କଟକଣା କୋହଳ କଲା। ଗ୍ରସୋରି,...

ହକ୍‌ ପାଇଁ ଗର୍ଜିଲା ଭାଜପା

ଖଇରା, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବହୁ ଯୋଗ୍ୟ ଅସହାୟ ଗରିବ ବ୍ୟକ୍ତି ବାଦ୍‌ ପଡିବା ଘଟଣାକୁ ନେଇ...

Advertisement
Archives

Model This Week