କୋଲକାତା ଚାଲାଣ ହେଉଥିଲା ଗୋରୁ ବୋଝେଇ ଟ୍ରକ୍‌, ଧରିଲା ପୋଲିସ

ପାଟଣା,୨୭। ୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ହାତୀବାରୀ ନିକଟରୁ ରବିବାର ସକାଳୁ ଟ୍ରକ୍‌ ବୋଝେଇ ଗୋରୁ ଜବତ ହୋଇଛି । ଖବରପାଇ ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ଟ୍ରକ୍‌ ବୋଝେଇ ଗୋରୁ ଜବତ କରିଛି। ଦୟନୀୟ ଅବସ୍ଥାରେ ଗୋଡ଼ ବନ୍ଧା ଅବସ୍ଥାରେ ୨୧ଟି ଗୋରୁଙ୍କୁ ପୋଲିସ ଉଦ୍ଧାର କରିଛି। ଗୋରୁଙ୍କୁ ବରଗଡ଼ ଅଞ୍ଚଳକୁ ନେଇ କୋଲକାତା ଅଭୁମୁଖେ ଚାଲାଣ କରାଯାଉଥିବା ବେଳେ ପୋଲିସ ଚଢ଼ାଉ କରିଥିଲା। ପାଲିସ ଗାଡ଼ି ଦେଖି ଡ୍ରାଇଭର ଫେରାର ହୋଇ ଯାଇଥିଲେ। ସମସ୍ତ ଗୋରୁଙ୍କୁ ପ୍ରାଥମିକ ଚିକିତ୍ସାରେ କରଞ୍ଜିଆ ଗୋ’ଶାଳାରେ ଛଡ଼ାଯିବ ବୋଲି ଥାନା ଅଧିକାରୀ ମଦନମୋହନ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri