ଲମ୍ପିସ୍କିନ୍‌ ରୋଗରେ ଆକ୍ରାନ୍ତ ଗୋରୁ, ଏମିତି ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ…

ପାଟଣା,୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ଗ୍ରାମରେ ଅଭିମନ୍ୟୁ ମହାନ୍ତଙ୍କ ଗୋରୁଙ୍କୁ ଲମ୍ପିସ୍କିନ ରୋଗ ଆକ୍ରାନ୍ତ କରିଥିବା ସେ କହିଛନ୍ତି। ସେହିଭଳି ସାହାରପଡ଼ା ବ୍ଲକ ଅଞ୍ଚଳର ଛେଳିମାନଙ୍କୁ ଇ.ଏନ.ଟି ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗୋରୁଙ୍କ ଦେହରେ ପ୍ରଥମେ ବଥ ଭଳି ହୋଇ ପାଚି ଯିବା ପରେ ଦେହରୁ ଚମଡ଼ା ଛାଡିଯାଉଛି। ଗୋରୁ କଷ୍ଟ ପାଇବା ସହ ଚାଲି ପାରୁନାହାନ୍ତି। ଅଭିମନ୍ୟୁ ବୃତ୍ତିରେ ଜଣେ ଅଧ୍ୟାପକ ହୋଇ ମଧ୍ୟ ନିଜ ଘରେ ଏକ ଗୋ’ ଶାଳା କରି ଶତାଧିକ ଗୋରୁଙ୍କୁ ରଖି ଗୋ’ପାଳନ କରୁଥିବା ବେଳେ ୫ରୁ ଊଦ୍ଧର୍‌ବ ଗୋରୁଙ୍କ ନିକଟରେ ଏହି ରୋଗର ଲକ୍ଷଣ ଦେଖା ଦେଉଥିବା ସେ କହିଛନ୍ତି।

ସେହିପରି ଛେଳିଙ୍କ ନିକଟରେ ଇଏନ୍‌ଟି ରୋଗ ଦେଖା ଦେଇଥିବା ଶଙ୍ଖୁଆ ଗ୍ରାମର ଚାଷୀ ଯୋଶବନ୍ତ ମହାନ୍ତ କହିଛନ୍ତି। ଗୋରୁ ଓ ଛେଳିଙ୍କ ନିକଟରେ ଏଭଳି ରୋଗ ଦେଖା ଦେଇଥିବାରୁ ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି। ପ୍ରାଣୀ ସମ୍ପଦ ବିଭାଗ ତୁରନ୍ତ ଗୋରୁ ଓ ଛେଳିଙ୍କୁ ଟିକାକରଣ କରିବାକୁ ଦାବି ହୋଇଛି। ଏନେଇ ସାହାରପଡ଼ା ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡକ୍ଟର ଲିନା ମଲ୍ଲଙ୍କୁ ପଚାରିବାରୁ ଗୋରୁଙ୍କୁ ଚିକିତ୍ସା ଆରମ୍ଭ ହୋଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri