ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଏକ ବାଘ ଛାଲ ରାକେଟକୁ ଧରିବାରେ ସଫଳ ହୋଇଛନ୍ତି। ବନବିଭାଗ ସେମାନଙ୍କଠାରୁ କିଛି ବାଘ ଛାଲ ଜବତ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ରାକେଟର ୮ରୁ ଅଧିକ ଲୋକଙ୍କୁ ବନ ବିଭାଗ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri