ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ବଲାଙ୍ଗୀର,୮ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ତହସିଲର ଅମିନ ନିର୍ମଳେନ୍ଦୁ କବି ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁ ନିଜ ଜମି ମାପ ପାଇଁ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲ ଅଫିସରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ ୮୦୦୦ ଟଙ୍କା ଦାବି କରିଥିଲେ। ଏ ବିଷୟରେ ନିରଞ୍ଜନ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଗୁରୁବାର ପୂର୍ବାହ୍ନରେ ନିରଞ୍ଜନ ତହସିଲ କାର୍ଯ୍ୟାଳୟକୁ ଆସି ଅମିନଙ୍କୁ ୮୦୦୦ ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ପରେ ନିର୍ମଳେନ୍ଦୁଙ୍କ ଭଡ଼ାଘରକୁ ଯାଇ ଭିଜିଲାନ୍ସ ଟିମ୍‌ ତାଙ୍କୁ ତଦନ୍ତ କରିଥିଲା। ବଲାଙ୍ଗୀର ଓ ସୋନପୁରର ଭିଜିଲାନ୍ସ ଟିମ୍‌ର ଡିଏସ୍‌ପି ପୁଲସ୍ତି ଛତ୍ରିଆ ଓ ଡିଏସ୍‌ପି ରୀତାଞ୍ଜଳି ଛତ୍ରିଆ, ଇନ୍ସପେକ୍ଟର ତୁଷାରକାନ୍ତ ମହାପାତ୍ରଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା...

ମାର୍ଚ୍ଚ ପାଇଁ ଜିଲାପାଳ,ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ପ୍ରକାଶ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମାର୍ଚ୍ଚ ପାଇଁ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ସୋମବାର ଜିଲାପାଳଙ୍କ...

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ...

କଟକ ରୁପା ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍‌

କଟକ,୨ା୩(କାର୍ତ୍ତିକ ସାହୁ): ବହୁଦିନର ଦାବି ଆଜି ପୂରଣ ହୋଇଛି। ପ୍ରାଚୀନ କଟକ ସହରର ଅନ୍ୟତମ ଐତିହ୍ୟ ଭାବେ ପରିଗଣିତ ରୁପା ତାରକସିକୁ ଶନିବାର ଜିଆଇ ଟ୍ୟାଗ୍‌...

ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ...

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଜଜ୍‌ କୋର୍ଟର ମମିତା ଦାସ ଶନିବାର ଏକ ହତ୍ୟା ମାମଲାର ଶୁଣାଣି କରି ଏରେଣ୍ଡେଇ ଗ୍ରାମର ଶିବ...

ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ...

କେନ୍ଦୁଝରରେ ମେଡିକାଲ କଲେଜ, ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାରଠାରୁ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri